Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର : ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ୧୦ରୁ ୧୨ଟି ପ୍ରସ୍ତାବକୁ ମିଳିପାରେ ମଞ୍ଜୁରି । କ୍ୟାବିନେଟ୍ ବୈଠକରେ ଅନୁଦାନପ୍ରାପ୍ତ କଲେଜକୁ ସପ୍ତମ ବେତନ କମିଶନ ଦରମାଭୁକ୍ତ…

ଅଟଳ ସମ୍ମାନରେ ସମ୍ମାନୀତ ହେବେ ବରିଷ୍ଠ ସଂଗଠକ ଶରତ ଚନ୍ଦ୍ର ବେହେରା

ଭୁବନେଶ୍ୱର: ଡିସେମ୍ବର ୨୫ ତାରିଖରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଜନ୍ମଗ୍ରହଣ କରିଥିଲେ । କୃଷି, ବିଜ୍ଞାନ, ଜାତୀୟ ରାଜପଥର ଉନ୍ନତୀକରଣ ତଥା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା ଆଦି ଅନେକ କ୍ଷେତ୍ରରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ । ସେଥିଲାଗି ପ୍ରତିବର୍ଷ…

କୁକୁର ବନ୍ଧ୍ୟାକରଣ କେନ୍ଦ୍ର ପ୍ରହସନ

ଭବାନୀପାଟଣା: କାର୍ଯ୍ୟରେ ଲାଗୁନି କୁକୁର ବନ୍ଧ୍ୟାକରଣ କେନ୍ଦ୍ର । କାର୍ଯ୍ୟକ୍ଷମ କରିବାକୁ କାହାର ଆନ୍ତରିକତା ନାହିଁ । ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି କୁକୁର ବନ୍ଧ୍ୟାକରଣ କେନ୍ଦ୍ର । ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣାରେ । ପ୍ରଶାସନ…

ବର୍ଷକରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ୪,୭୩୮ ଜଣ

ଭୁବନେଶ୍ବର : ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ସଡ଼କ ସୁରକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଡ଼କ ସୁରକ୍ଷା ଆମ ସମସ୍ତଙ୍କ ପାଇଁ ଏକ ଚିନ୍ତାର ବିଷୟ । ବିଶ୍ବର ଅନ୍ୟ ଦେଶ ତୁଳନାରେ ଆମ ଦେଶରେ…

[ଭିଡ଼ିଓ] ଚିତ୍ରକଳାରେ କୃଷକ ଦିବସର ଶୁଭେଚ୍ଛା

ଭୁବନେଶ୍ୱର : ଦେଶର ମେରୁଦଣ୍ଡ ହେଉଛି କୃଷକ। ଯିଏ କି ଖରା ବର୍ଷା କାକରକୁ ଖାତିର ନକରି ଆମକୁ ଅନ୍ନ ଯୋଗାଇଥାଏ।। ସେହି ଅନ୍ନଦାତା କୃଷକଙ୍କ ପାଇଁ ଆଜି ହେଉଛି ଦିନଟିଏ। ଆଜି ଏହି କୃଷକ ଦିବସରେ ନିଜ ଚିତ୍ରକଳା ମାଧ୍ୟମରେ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ଚିତ୍ରଶିଳ୍ପୀ ପ୍ରିୟଙ୍କା ସାହାଣୀ।…

[ଭିଡ଼ିଓ] ଜମାକାରୀଙ୍କ ଟଙ୍କା ଫେରସ୍ତ ନହେଲେ ଜୋରଦାର ଆନ୍ଦୋଳନ

କଳାହାଣ୍ଡି : କ୍ଷତିଗ୍ରସ୍ତ ମାନଙ୍କୁ ଟଙ୍କା ଫେରାଅ ନହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସତ୍ୟାଗ୍ରହ। ଏହି ଧମକ ଦେଇଛନ୍ତି ଜମାକାରୀ ମିଳିତ ମଞ୍ଚ । କଳାହାଣ୍ଡି ଜିଲ୍ଲାର କେଶିଙ୍ଗା ତହସିଲ ଅଞ୍ଚଳର ପଞ୍ଜି ସ୍କିମ କ୍ଷତିଗ୍ରସ୍ତ ଜମାକାରୀମାନେ ଟଙ୍କା ଫେରସ୍ତ ଦାଵିରେ ତହସିଲ ସମ୍ମୁଖରେ…

ରାଜ୍ୟରେ ତିଆରି ହେବ ୫୫ଟି ନୂଆ ବସ୍‌ଷ୍ଟାଣ୍ଡ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଆଉ ଏକ ବଡ଼ ନିଷ୍ପତ୍ତି । ରାଜ୍ୟରେ ତିଆରି ହେବ ୫୫ଟି ନୂଆ ବସ୍‌ଷ୍ଟାଣ୍ଡ । ଯାତ୍ରୀଙ୍କ ଗମନାଗମନକୁ ସୁବିଧା କରିବା ପାଇଁ ୨୨ ଜିଲ୍ଲାରେ ନୂଆ ବସ୍‌ଷ୍ଟାଣ୍ଡ ନିର୍ମାଣ କରିବା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୨…

ଫୁରଲିଝରଣରେ ଅଭାବନୀୟ ଘଟଣା, ପୁଅକୁ ବଞ୍ଚାଇବାକୁ ଯାଇ ପାଣିରେ ବୁଡ଼ି ବାପାଙ୍କ ମୃତ୍ୟୁ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଅଭାବନୀୟ ଘଟଣା । ପ୍ରସିଦ୍ଧ ଫୁରଲିଝରଣ ଜଳପ୍ରପାତକୁ ବୁଲିବାକୁ ଆସିଥିଲେ ପରିବାର । ଏହି ସମୟରେ ଜଳପ୍ରପାତରେ ଦୁଇ ନାବାଳକ ଖସି ପଡ଼ିଥିଲେ । ପୁଅକୁ ବଞ୍ଚାଇବାକୁ ଯାଇ ବାପା ପାଣିରେ ବୁଡ଼ି ମୃତ୍ୟୁବରଣ କରିଥିଲେ । ମୃତକ ଜଣକ ଟିଟିଲାଗଡ଼ର ଜିତେନ୍ଦ୍ର କୁମାର…

ଆସନ୍ତାକାଲିଠୁ ଓଡ଼ିଶାରେ ପ୍ରଥମ ଥର ପାଇଁ ଖେଳାଯିବ ଜାତୀୟ ପାରା ବ୍ୟାଡମିଣ୍ଟନ ଚାମ୍ପିଅନସିପ୍

ଭୁବନେଶ୍ବର : କ୍ରୀଡ଼ା କ୍ଷେତ୍ରରେ ଆଉ ଏକ ଇତିହାସ ରଚିବାକୁ ଯାଉଛି ଓଡ଼ିଶା । କାରଣ ଆସନ୍ତାକାଲି ଠାରୁ ଓଡ଼ିଶାରେ ପ୍ରଥମ ଥର ପାଇଁ ଖେଳାଯିବ ଜାତୀୟ ପାରା ବ୍ୟାଡମିଣ୍ଟନ ଚାମ୍ପିଅନସିପ । ଭୁବନେଶ୍ବରରେ ଖେଳାଯିବାକୁ ଥିବା ଚତୁର୍ଥ ଜାତୀୟ ପାରା ବ୍ୟାଡମିଣ୍ଟନ ଚାମ୍ପିଅନସିପ ରେଳବାଇ ଇଣ୍ଡୋର…

ଓମିକ୍ରନ ନେଇ ବଢ଼ୁଛି ଚିନ୍ତା, ଜଗତସିଂହପୁରରେ ୫ଦିନ ଧର୍ମାନୁଷ୍ଠାନରେ ଦର୍ଶନ ବନ୍ଦ

ଜଗତସିଂହପୁର: ବଢ଼ୁଛି ଓମିକ୍ରନ ଚିନ୍ତା । ଆଗକୁ ଆସୁଛି ଖ୍ରୀଷ୍ଟମାସ ଓ ନୂଆବର୍ଷ । ଏହି ଦିନମାନଙ୍କ ହେଉଥିବା ଲୋକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଧର୍ମାନୁଷ୍ଠାନଗୁଡ଼ିକରେ ସାଧାରଣ ଦର୍ଶନ ବନ୍ଦ କରାଯାଇଛି । ଜିଲ୍ଲାପାଳ ପାରୁଲ ପଟୱାରୀ ଏନେଇ ନିର୍ଦ୍ଦେଶ ଦେଇଛନ୍ତି…