Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖଟରେ ଶୋଇଥିବା ବେଳେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ବୃଦ୍ଧ

କେନ୍ଦୁଝର : ଖଟରେ ଶୋଇଥିବା ବେଳେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ବୃଦ୍ଧ । ମୃତକ ହେଲେ ୭୦ ବର୍ଷ ବୟସ୍କ ଡିଲେଶ୍ବର ମହାକୁଡ । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ତେଲକୋଇ ଗାଁର ଗଉଡ ସାହିରେ ଅଭାବନୀୟ ଘଟଣା । ଗତକାଲି ବିଳମ୍ବିତ ରାତିରେ ଡିଲେଶ୍ବର ମହାକୁଡ ଖଟ ଉପରେ ମଶାରୀ ଟାଙ୍ଗି ଶୋଇଥିଲେ ।…

ଭିଜିଲାନ୍ସ ଜାଲରେ ରେଞ୍ଜର, ଦେଇ ପାରିଲେନି ଦେଢ ଲକ୍ଷ ଟଙ୍କାର ହିସାବ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ରେଞ୍ଜର । ଦେଢ ଲକ୍ଷ ଟଙ୍କାର ହିସାବ ଦେଇନପାରି ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ନୃତ୍ୟରାଜ ମାଝୀ । ତାଙ୍କ ନାମରେ ପୂର୍ବରୁ କୋଟିକୋଟି ଟଙ୍କାର ଘୋଟାଲା ଅଭିଯୋଗ ମଧ୍ୟ ରହିଛି । କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ରେଞ୍ଜର ନୃତ୍ୟରାଜ ମାଝୀ ଆଜି…

ଭୁୁବନେଶ୍ୱର ରେଲୱେ ଷ୍ଟେସନକୁ ‘ଇଟ ରାଇଟ’ ଷ୍ଟେସନର ପ୍ରମାଣ ପତ୍ର ମିଳିଲା

ଭୁୁବନେଶ୍ୱର : ଭୁୁବନେଶ୍ୱର ରେଲୱେ ଷ୍ଟେସନକୁ ‘ଇଟ ରାଇଟ’ ଷ୍ଟେସନର ପ୍ରମାଣ ପତ୍ର ମିଳିଲା । ଯାତ୍ରୀ ମାନଙ୍କୁ ଉଚ୍ଚ ଗୁଣବତ୍ତ। ଏବଂ ପୃଷ୍ଟି କର ଖାଦ୍ୟ ଯୋଗାଇବା ପାଇଁ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ ଅଫ୍ ଇଣ୍ଡିଆ 'FSSAI' ଦ୍ୱାରା ପ୍ରମାଣପତ୍ର ମିଳିଛି । ପ୍ରମାଣ ପତ୍ର ପାଇବାରେ…

ଗୁଣୁପୁରରେ ପ୍ରେସ୍ କ୍ଲବ ଗଠିତ, ବିଭିନ୍ନ ସମସ୍ୟା ନେଇ ଆଲୋଚନା

ଗୁଣୁପୁର: ଗୁଣୁପୁର ପୂର୍ତ୍ତ ବିଭାଗ ଡ଼ାକ ବଙ୍ଗଳାରେ କାର୍ଯ୍ୟରତ ସାମ୍ବାଦିକଙ୍କ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗୁଣୁପୁର ଉପଖଣ୍ଡର ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା ଏବଂ ସ୍ୱାସ୍ଥ୍ୟ କାର୍ଡ଼ର୍ ଉପରେ ଆଲୋଚନା କରାଯାଇଥିଲା । ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ଗୁଣୁପୁର…

[ଭିଡିଓ] ବଡଦିନ ପାଇଁ ଚଳଚଞ୍ଚଳ କଟକର ବିଭିନ୍ନ ଚର୍ଚ୍ଚ

କଟକ : ଆସୁଛି ବଡ ଦିନ । ଆଉ ଦିନକ ପରେ ଧରାବତଣ କରିବେ ପ୍ରଭୁ ଯୀଶୁ ।ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସିଲିଭର ସିଟି କଟକ ସହରରେ ଥିବା ଚର୍ଚ୍ଚ ଗୁଡକ । ସହରରେ ଥିବା ଚର୍ଚ୍ଚ ଗୁଡିକରେ ପ୍ରସ୍ତୁତି ଜୋରସୋରରେ କରାଯାଇଛି । ଚର୍ଚ୍ଚ ପରିସର ସଫାସୁତୁରା କରାଯିବା ସହ ଜାକଜମକରେ ସଜା ଯାଇଛି ।…

ଚୋରଙ୍କ ଟାର୍ଗେଟ୍‌ରେ ଦେବାଳୟ, ଭଦ୍ରକ ପୂଜାରୀ ସାହି ଜଗନ୍ନାଥ ମନ୍ଦିରରେ ଚୋରି

ଭଦ୍ରକ: ଦିନକୁ ଦିନ ଭଦ୍ରକରେ ଲୁଟେରାଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି । ଦୋକାନବଜାର ପରେ ଚୋରଙ୍କ ଟାର୍ଗେଟ୍‌ରେ ଏବେ ଦେବାଳୟ ଭଳି ପବିତ୍ର ସ୍ଥାନ । କିଛିଦିନ ପୂର୍ବରୁ ଏକାଧିକ ଦୋକାନରେ ଲୁଟରେ ସଂପୃକ୍ତ ଅଭିଯୁକ୍ତଙ୍କୁ ଭଦ୍ରକ ପୋଲିସ ଏନକାଉଣ୍ଟର୍ କରିଥିଲା । ହେଲେ ଏବେ ମନ୍ଦିରେ ଚୋରି…

ପୋଖରୀରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ରାୟଗଡ଼ା: ପୋଖରୀରେ ଜଣେ ମହିଳାଙ୍କ ଉଲଗ୍ନ ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ଏହିପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲ୍ଲା ଆଗୁଳ ପଞ୍ଚାୟତ କୁରୁମାଯୋଡ଼ି ଗାଁରେ । ସୂଚନା ଅନୁସାରେ, ଆଜି ଗ୍ରାମର କିଛି ଲୋକ ପୋଖରୀକୁ ଯାଇଥିଲେ । ଏହି ସମୟରେ ପୋଖରୀର ଏକ ବୁଦା ନିକଟରେ…

ଶିକ୍ଷକ ନିଯୁକ୍ତିରେ ରେକର୍ଡ, ଆଉ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର : ଶିକ୍ଷକ ନିଯୁକ୍ତିରେ ରେକର୍ଡ । ଆଉ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର 5T ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ…

ଆସନ୍ତା ୨୬ରୁ କଂଗ୍ରେସ ସେବାଦଳ ପକ୍ଷରୁ ସଦଭାବନା ସମାବେଶ

ଭୁବନେଶ୍ୱର : ଆସନ୍ତା ୨୬ରୁ କଂଗ୍ରେସ ସେବାଦଳ ପକ୍ଷରୁ ସଦଭାବନା ସମାବେଶ । ରାଜ୍ୟ ସ୍ତରୀୟ ସଦଭାବନା ସମାବେଶ କଂଗ୍ରେସ ଭବନ ପରିସରରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସେବାଦଳ ଅଧ୍ୟକ୍ଷ ଡଃ ଆର୍ୟ୍ୟ କୁମାର ଜ୍ଞାନେନ୍ଦ୍ର ଆଜି କଂଗ୍ରେସ ଭବନଠାରେ ଅନୁଷ୍ଠିତ ଏକ ସମ୍ବାଦିକ ସମ୍ମିଳନରେ କହିଛନ୍ତି ।…

ରାଜ୍ୟର ଦୁଇ ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ଆସିଲା ତଥ୍ୟ

ଭୁବନେଶ୍ୱର: ଆଜି ଓଡ଼ିଶାରେ ୨ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଦୁଇ ଓମିକ୍ରନ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଚିହ୍ନଟ ହୋଇଥିବା ଦୁଇଜଣ ଓମିକ୍ରନ ଆକ୍ରାନ୍ତ ଦୁଇ ଭଉଣୀ । ଜଣଙ୍କ ବୟସ ୧୧ ଓ ଅନ୍ୟ ଜଣଙ୍କ ବୟସ ୧୫ବର୍ଷ ବୋଲି…