Latest Odisha News

BREAKING NEWS

Browsing Category

ଓଡିଶା

Odisha

ସନ୍ଧ୍ୟାବେଳେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ କିଛି ସମୟ ପରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂଣ୍ଣୟ ବୈଠକ । ଏହି ବୈଠକରେ ଭର୍ଚୁଆଲ ମାଧ୍ୟମରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ । ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କ’ଣ କହିବେ । ତା’ ଉପରେ ଏବେ…

[ଭିଡ଼ିଓ] ନୂଆବର୍ଷ ପାଇଁ ପୁରୀରେ ଡ୍ରଙ୍କ ଏଣ୍ଡ ଡ୍ରାଇଭ କାର୍ଯ୍ୟକ୍ରମ ଶୁଭାରମ୍ଭ

ପୁରୀ: ନୂଆବର୍ଷ ପାଇଁ ପୁରୀରେ ଡ୍ରଙ୍କ ଏଣ୍ଡ ଡ୍ରାଇଭ କାର୍ଯ୍ୟକ୍ରମ । ଆଜିଠାରୁ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ପୁରୀ ସହରରେ ଚାଲିବ ଡ୍ରଙ୍କ ଏଣ୍ଡ ଡ୍ରାଇଭ କାର୍ଯ୍ୟକ୍ରମ । ଭିଆଇପି ରୋଡର ସୁବାଷ ବୋଷ ଛକରୁ ଏହି ସ୍ୱତନ୍ତ୍ର ଡ୍ରାଇଭ୍ ର ଶୁଭାରମ୍ଭ କରାଯାଇଛି । ମଦ୍ୟପାନ କରି ଗାଡି ଚଳାଉଥିବା…

ଜେଲରୁ ମୁକୁଳିଲେ ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟ

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ମିଳିଲା ଜାମିନ। ୧୪ ମାସ ଜେଲ୍‌ରେ ରହିବା ପରେ ମୁକୁଳିଲେ ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟ। କୋର୍ଟଙ୍କ ସର୍ତ୍ତମୂଳକ ଜାମିନ ପାଇବା ପରେ ସୋମବାର ସନ୍ଧ୍ୟାରେ ସେ ବାହାରକୁ ବାହାରିଛନ୍ତି। ନିର୍ଯାତନା ମାମଲାରେ ଜାମିନ ମିଳିବା ପରେ…

ଓଡ଼ିଶାରୁ ଓମିକ୍ରନ୍ ଚିହ୍ନଟ ପରେ ତତ୍ପରତା, ସ୍ୱାସ୍ଥ୍ୟ ବିଭାଗ ଡାକିଲା ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଓଡିଶାରୁ ଦୁଇ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ପରେ ତତ୍ପରତା । ଜଣଙ୍କର ଘର ଜଗତସିଂହପୁର ହୋଇଥିବା ବେଳେ ସେ କଟକରେ ଟ୍ରିଟମେଣ୍ଟ ହେଉଛନ୍ତି । ଅନ୍ୟ ଜଣଙ୍କ ଘର ଖୋର୍ଦ୍ଧାରେ ବୋଲି ଜଣାପଡିଛି । ଦୁଇ ଜଣ ଯାକ ପୁରୁଷ । ଜଣଙ୍କର ବୟସ ୪୧ ଓ ଆଉ ଜଣଙ୍କର ବୟସ ୪୩ ବର୍ଷ । ଜଣେ…

୨୦ରୁ ଉର୍ଦ୍ଧ୍ଵ ଗାଈଙ୍କୁ ଉଦ୍ଧାର କଲା ବଜରଙ୍ଗୀ ଦଳ

ଭଦ୍ରକ : ଗୋରୁ ବୋଝେଇ ଗାଡି ଜବତ । ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅଞ୍ଚଳରୁ ଦୁଇଟି ଗୋରୁ ବୋଝେଇ ଗାଡି ଜବତ ହୋଇଛି ।୨୦ ରୁ ଉର୍ଦ୍ଧ୍ଵ ଗାଇ ଉଦ୍ଧାର ହୋଇଛନ୍ତି । ସୂଚନା ଅନୁସାରେ ଦୁଇଟି ଗୋରୁ ବୋଝେଇ ପିକଅଫ୍ ଭ୍ୟାନ୍ ବାସୁଦେବପୁର ଆସୁଥିଲା ।ଏହି ସମୟରେ ବଜରଙ୍କ ଦଳ ସଦସ୍ୟ ମାନେ ଦୁଇଟି…

କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ୨ ବେପାରୀ ଗିରଫ

ଢେଙ୍କାନାଳ: ପୁଣି ରାଜ୍ୟରୁ କୋଟିଏ ଟଙ୍କାର ବ୍ରାଉନସୁଗର ଜବତ । ୨ ଜଣ ବେପାରୀଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଢେଙ୍କାନାଳ ଜିଲ୍ଲା ଘାଟିପିରି ଗାଁ ରାସ୍ତାରେ ଡିଲ୍ ବେଳେ ଧରିଲା ଏସଟିଏଫ୍ । ଅଭିଯୁକ୍ତଙ୍କ ପାଖରୁ ଜବତ ହୋଇଛି ୧କିଲୋ ୯୦ ଗ୍ରାମ୍ ବ୍ରାଉନସୁଗର । ଯାହାର…

ତପସ୍ୱିନୀଙ୍କ ଶ୍ୱଶୁର ଘର ଓ ଆଖପାଖ ଅଞ୍ଚଳରେ ଲାଗିଲା ୧୪୪ ଧାରା

ବ୍ରହ୍ମପୁର: ଡାକ୍ତର ସୁମିତ ସାହୁ ଓ ପତ୍ନୀ ତପସ୍ୱିନୀଙ୍କ ପାରିବାରିକ ବିବାଦ ନେଉଛି ନୂଆ ମୋଡ଼ । ପ୍ରତିଦିନ ନୂଆ ନୂଆ ଘଟଣା ସାମନାକୁ ଆସୁଛି । ଗତକାଲି ତପସ୍ୱିନୀଙ୍କ ସପକ୍ଷରେ ବ୍ରହ୍ମପୁରର ଶହ ଶହ ମହିଳା ସୁମିତଙ୍କ ଘର ମୁଖ୍ୟ ଗେଟ୍‌ ଭାଙ୍ଗି ଦେଇଥିଲେ । ଆଜି ପୋଲିସ ପକ୍ଷରୁ ସୁମିତଙ୍କ ଘରେ…

ଓଡ଼ିଶାରେ ପଶିଲା ଓମିକ୍ରନ, ୨ ଜଣ ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ ପଶିଲା ଓମିକ୍ରନ୍ । ଚିହ୍ନଟ ହେଲା ପ୍ରଥମ ଓମିକ୍ରନ ଆକ୍ରାନ୍ତ । ୨ ଜଣ ବିଦେଶ ଫେରନ୍ତା ଓମିକ୍ରନ ସଂକ୍ରମିତ ହୋଇଛନ୍ତି । ଜିନୋମ୍ ସିକ୍ୱେନ୍ସିଂରୁ ସେମାନେ ନୂଆ ଭାରିଆଣ୍ଟରେ ସଂକ୍ରମିତ ହୋଇଥିବା ଜଣା ପଡିଛି । ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ନାଇଜେରିଆ ଓ ଅନ୍ୟ ଜଣେ…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ରାଜ୍ୟରୁ ଆଉ ଜଣେ କୋଭିଡ଼ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଖୋର୍ଦ୍ଧା ଜିଲ୍ଲାରୁ । ଖୋର୍ଦ୍ଧା ଜିଲ୍ଲାରୁ ୭୧ବର୍ଷୀୟ…

ରାସନ୍ କାର୍ଡ ହିତାଧିକାରୀଙ୍କୁ ମିଳିବ ହଜାରେ ଟଙ୍କା କୋଭିଡ୍ ସହାୟତା

ଭୁବନେଶ୍ୱର: ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ପଞ୍ଚାୟତ ନିର୍ବାଚନ ପୂର୍ବରୁ ମିଳିବ କୋଭିଡ୍ ସହାୟତା । ଏଣିକି ପ୍ରତ୍ୟେକ ରାସନକାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ହଜାରେ ଟଙ୍କା । ୩୦ ଜିଲ୍ଲାର ୩କୋଟି ୫୦ ଲକ୍ଷ କାର୍ଡଧାରୀ ଏହି ସୁବିଧା…