Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହାନଦୀରେ ଦୀର୍ଘତମ ଟି-ସେତୁ ଲୋକାର୍ପିତ, ୪୫ କିମି ଦୂରତ୍ୱ କମିବ

କଟକ: ମହାନଦୀ ଉପରେ ବହୁ ପ୍ରତିକ୍ଷୀତ ଟି-ସେତୁ ଲୋକାର୍ପିତ ହୋଇଛି । ଏହି ଦୀର୍ଘତମ ସେତୁର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଜିଲ୍ଲା ଗୋପୀନାଥପୁର-ସିଂହନାଥ ପୀଠ-ବୈଦେଶ୍ୱରକୁ ସଂଯୋଗ କରୁଛି ସେତୁ । ନିର୍ମାଣ କାମରେ ଖର୍ଚ୍ଚ ହୋଇଛି ୧୧୧ କୋଟି ଟଙ୍କା । ଏହି…

ଜିଓ ନେଟୱାର୍କ ସ୍ଥାପନା ପାଇଁ ୧୨ ଘଣ୍ଟିଆ ମାଛକୁଣ୍ଡ ବନ୍ଦ ଡାକରା

କୋରପୁଟ : ଜିଓ ମୋବାଇଲ ନେଟୱାର୍କ ସ୍ଥାପନ କରିବା ଦାବି ନେଇ ଆଜି ୧୨ ଘଣ୍ଟିଆ ମାଛକୁଣ୍ଡ ବନ୍ଦ ଡାକରା ଦିଆଯାଇଛି । କୋରପୁଟ ଜିଲ୍ଲା ମାଛକୁଣ୍ଡ ଅଞ୍ଚଳବାସୀ ଏହି ବନ୍ଦ ଡାକରା ଦେଇଛନ୍ତି ।ସକଳା ୬ ଟାରୁ ସନ୍ଧ୍ୟା ୬ ଯାଏଁ ବନ୍ଦ ପାଳନ କରାଯାଉଛି । ଚିକେନପୁଟ, ବାଦିଗଡ, ଅନାକଡେଲ୍ଲୀ ଗ୍ରାମ…

‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’ ଉଦ୍‌ଘାଟିତ, ଉପାନ୍ତରେ ଉତ୍ତମ ଚିକିତ୍ସା ସୁବିଧା

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶା ଲେଖିଲା ନୂଆ ଇତିହାସ । ଆଜି ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବାର ଉଦଘାଟନ କରିଛନ୍ତି ନବୀନ ପଟ୍ଟନାୟକ । ଏହି ନୂଆ ଯୋଜନାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଡାକ୍ତରୀ ଦଳକୁ ନେଇ ମାଲକାନଗିରିକୁ ପ୍ରଥମ ବିମାନ ଉଡାଣର…

ଚିତ୍ତରଞ୍ଜନ ପଲେଇ ମୃତ୍ୟୁ ମାମଲା: ୪ ଜଣଙ୍କର ଚାଲିଛି ଲାଏ ଡିଟେକସନ୍ ଟେଷ୍ଟ

ପୁରୀ: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ପ୍ରାଇଭେଟ୍ ପିଏସଓ ଚିତ୍ତରଞ୍ଜନ ପଲେଇ ହତ୍ୟା ମାମଲାରେ ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ । ଆଜି ୪ ଜଣଙ୍କର ଲାଏ ଡିଟେକସନ୍ ଟେଷ୍ଟ କରାଉଛି କ୍ରାଇମବ୍ରାଞ୍ଚ । ଏଥିପାଇଁ ସେମାନଙ୍କୁ ଭୁବନେଶ୍ୱର ସ୍ଥିତ ଷ୍ଟେଟ୍ ଫରେନସିକ୍ ଲାବକୁ…

ମଦାନଦୀ ଉପରେ ଦୀର୍ଘତମ ବ୍ରିଜ୍ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

କଟକ: ମହାନଦୀରେ ଆଜି ଲୋକାର୍ପିତ ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ବାଙ୍କୀ-ବୈଦେଶ୍ୱରଠାରୁ ବଡମ୍ବା ଗୋପିନାଥପୁରକୁ ସଂଯୋଗ ହୋଇଥିବା ଟି-ସେତୁ । ମହାନଦୀ ଉପରେ ଦୀର୍ଘତମ ସେତୁର ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ । ୩.୪ କୋଲିମିଟର ଏହି ସେତୁ ଦ୍ୱାରା…

ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟାରେ ୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣକ ଖୋର୍ଦ୍ଧାରୁ ବାହାରିଛନ୍ତି । ଖୋର୍ଦ୍ଧାରୁ…

ରୋଷେଇ ଘରେ ପଶିଗଲା ଭାଲୁ, ଲୋକେ ଆତଙ୍କିତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଭାଲୁ ଆତଙ୍କ । ରୋଷେଇ ଘରେ ପଶିଗଲା ଭାଲୁ । ଏନେଇ ଲୋକେ ଆତଙ୍କିତ ହୋଇପଡ଼ିଥିଲେ । ତମସା ପଞ୍ଚାୟତ ଅନ୍ତର୍ଗତ ଏମ.ଭି-୭ ଗାଁରେ ଦୁଇଟି ଭାଲୁ ଗତ କିଛି ଦିନ ଧରି ଆତଙ୍କ ଖେଳାଇଛନ୍ତି । ନିକଟସ୍ଥ ଜଙ୍ଗଲରୁ ଦୁଇଟି ଜଙ୍ଗଲୀ ଭାଲୁ ସନ୍ଧ୍ୟା ହେଲେ ଗାଁରେ…

ଆଜି ୧୯ ଜିଲ୍ଲାରୁ ୧୮୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେର ରହିଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଶହ ଭିତରେ ରହୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୮୬ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୦୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୭ । ୧୮ ବର୍ଷ ଭିତରେ ଆଉ…

ଆହୁରି ବଢ଼ିବ ଶୀତ, ଦୁଇ ଦିନରେ ୨ରୁ ୩ ଡ଼ିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିବ

ଭୁବନେଶ୍ୱର: ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା । ଆହୁରି ୪ଦିନ ଯାଏଁ ରାଜ୍ୟରେ ଶୀତ ଅନୁଭୂତ ହେବ । ତାପମାତ୍ରା ୩ଡ଼ିଗ୍ରୀ ପର୍ଯ୍ୟନ୍ତ ଖସିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତକାଲି ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା ସହରଭାବେ ଜଣାଯାଇଥିଲା । ଗତକାଲି ୯ଟି ସ୍ଥାନରେ…

ଶୀତରେ ଥରୁଛି ଦାରିଙ୍ଗିବାଡ଼ି: ସର୍ବନିମ୍ନ ତାପମାତ୍ରା ୪ଡିଗ୍ରୀ ସେଲସିୟସ୍ ରେକର୍ଡ

ଦାରିଙ୍ଗିବାଡ଼ି: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରି । ଦକ୍ଷିଣ ଓଡ଼ିଶାରେ ବେଶୀ ଥଣ୍ଡା ଅନୁଭୂତ ହେଉଛି । ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗିବାଡ଼ିରେ ଜାଡ଼ ହାଡ଼ ଭାଙ୍ଗୁଛି । ସର୍ବନିମ୍ନ ତାପମାତ୍ରା ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦାରିଙ୍ଗିବାଡ଼ିରେ ସର୍ବନିମ୍ନ…