Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁମିତ-ତପସ୍ୱିନୀ ଦାମ୍ପତ୍ୟ ବିବାଦରେ ନୂଆ ଭିଡିଓ ଟ୍ୱିଷ୍ଟ

ବ୍ରହ୍ମପୁର: ବହୁଚର୍ଚ୍ଚିତ ସୁମିତ-ତପସ୍ୱିନୀ ପାରିବାରିକ ବିବାଦ ଭିନ୍ନ ମୋଡ଼ ନେଇଛି । ଶ୍ୱଶୁର ଘର ଆଗରେ ତପସ୍ୱିନୀଙ୍କ ଧାରଣା ଜାରି ରହିଥିବା ବେଳେ ନୂଆ ଭିଡିଓକୁ ନେଇ ଏବେ ଚର୍ଚ୍ଚା । ଭିଡିଓରେ ଉଭୟଙ୍କ ମଧ୍ୟରେ ତିକ୍ତତା ଓ କଥା କଟାକଟି ବି ଶୁଣିବାକୁ ମିଳିଛି । ଏପରିକି ତପସ୍ୱିନୀ…

ଆଜିଠୁ ଚାରିଟି ଜିଲ୍ଲା ପାଇଁ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବ ଏୟାର ଆମ୍ବୁଲାନ୍ସ ସେବା । ୪ଟି ଜିଲ୍ଲାରେ ଉଡ଼ିବ ଆମ୍ବୁଲାନ୍ସ । ଗରିବ ଜନସାଧାରଣଙ୍କ ସୁବିଧା ପାଇଁ ପ୍ରାଥମିକ ପର୍ଯ୍ୟାୟରେ ଆଜିଠୁ ୪ଟି ଜିଲ୍ଲାରେ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ ହେଉଛି । ଅପହଞ୍ଚ ଅଞ୍ଚଳର ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ମିଳିପାରିବ ।…

ଅନୁଗୁଳରେ ମର୍ମନ୍ତୁଦ ଦୁର୍ଘଟଣା, ମାମୁଁ-ଭାଣିଜୀ ମୃତ

ଅନୁଗୁଳ : ଅନୁଗୁଳ ବାଳୁଅକଟା ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତକ ହେଲେ ଅନୁଗୁଳ ଟାଉନ୍‌ ଥାନା ରାଣିଗୋଡା ଗାଁର ପପୁ ସାହୁ ଓ ତାଙ୍କ ଭାଣିଜୀ । ସୂଚନା ଅନୁସାରେ, ପପୁ ବାଇକରେ ବନ୍ତଳା ଅଞ୍ଚଳରୁ…

[ଭିଡ଼ିଓ] ନୂଆ ଟେଷ୍ଟରେ ମିରିଣ୍ଡା ଫ୍ଲେଭର ଗୁପ୍ ଚୁପ୍

ଭୁବନେଶ୍ୱର: ରାସ୍ତା କଡ଼ରେ ମାଳ ମାଳ ଷ୍ଟ୍ରିଟ ଫୁଡ୍ । ଆଉ ଏହି ଷ୍ଟ୍ରିଟ୍ ଫୁଡ୍ ଆମ ମାନଙ୍କର ବହୁତ ପସନ୍ଦ । ଆମେ ସାଧାରଣତ ମାର୍କେଟରେ ମସଲା ଗୁପ୍ ଚୁପ୍ ଖାଇବାକୁ ବେଶ୍ ପସନ୍ଦ କରୁ। ଆଳୁ ମସଲା ସାଙ୍ଗକୁ ବିଭିନ୍ନ ଖଟା ଫ୍ଲେଭରର ଗୁପ୍ ଚୁପ୍ ପ୍ରାୟ ସମସ୍ତଙ୍କ ପସନ୍ଦ । ହେଲେ ଆଜିକାଲି…

ପଞ୍ଚାୟତ ନିର୍ବାଚନ ଲାଗି ଆଚରଣ ବିଧି ପ୍ରସ୍ତୁତ

ଭୁବନେଶ୍ବର : ପଞ୍ଚାୟତ ନିର୍ବଚନ ଲାଗି ଅଣ୍ଟା ଭିଡିଲେଣି ରାଜ୍ୟ ସରକାର । ଏଥିପାଇଁ ଆଉ ପାଦେ ଆଗେଇଛନ୍ତି ନିର୍ବାଚନ କମିଶନ । ସମସ୍ତ ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଥିବା ବେଳେ, ଭୋଟର ତାଲିକା ମଧ୍ୟ ପ୍ରସ୍ତୁତ ସରିଲାଣି । ଏସବୁ ଭିତରେ ପଞ୍ଚାୟତ ନିର୍ବଚନ ଲାଗି ନିର୍ଦ୍ଦେଶନାମା ଜାରି…

ହେଲଥକାର୍ଡ ବଣ୍ଟନକୁ ଘରୋଇ ହସ୍ପିଟାଲ୍ ସଂଘର ବିରୋଧ

ପୁରୀ: ରାଜ୍ୟ ସରକାର ଲୋକଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ହେଲଥକାର୍ଡ ବଣ୍ଟନ କରୁଛନ୍ତି । ଏହି ଯୋଜନାରେ ସବୁ ଜିଲ୍ଲା ଯୋଡ଼ିବାକୁ ସରକାର ଯୋଜନା ରଖିଛନ୍ତି । ହେଲେ ଯୋଜନାରେ ଲୋକେ କେତେ ଉପକୃତ ହେବେ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏହି ଯୋଜନାରେ ଆଉ ରୋଗୀଙ୍କୁ ସୁବିଧା ଯୋଗାଇବା…

ବିଜେବି କଲେଜ ପୁରାତନ ବିଦ୍ୟାର୍ଥୀ ସଂଘ ‘ବିଜେବି ଫ୍ରେଣ୍ଡସ୍’ର ସଭାଗୃହ ଉଦଘାଟିତ

ଭୁବନେଶ୍ବର : ବିଜେବି କଲେଜ ପୁରାତନ ଛାତ୍ରଛାତ୍ରୀ ସଂଘ ‘ବିଜେବି ଫ୍ରେଣ୍ଡସ୍’ର ନୂତନ ସଭାଗୃହ ଉଦଘାଟିତ ହୋଇଛି । ବିଜେବି କଲେଜ ପରିସରରେ ନିର୍ମିତ ଏହି ଗୃହକୁ କଲେଜର ପୂର୍ବତନ ଛାତ୍ର ତଥା ଓଡ଼ିଶା ସରକାରଙ୍କ ବିଜ୍ଞାନ ଏବଂ ପ୍ରଯୁକ୍ତି, ସାମାଜିକ ସୁରକ୍ଷା, ସାର୍ବଜନୀନ ଉଦ୍ୟୋଗ ଏବଂ…

ବିଏମସିର ନୂଆ ଅଭିଯାନ, ବାହାରେ ଅଳିଆ ପକାଇଲେ ଘରେ ଲଗାଇବ ଲାଲ୍ ଷ୍ଟିକର

ଭୁବନେଶ୍ବର : ଘର ବାହାରେ ଅଳିଆ ପକାଉଛନ୍ତି କି ? ଯଦି ପକାଇଛନ୍ତି ତେବେ ହୋଇ ଯାଆନ୍ତୁ ସାବଧାନ । କାରଣ ଆପଣଙ୍କ ଘର କାନ୍ଥରେ ଲାଗିବ ଲାଲ୍ ଷ୍ଟିକର । ଏପରି ପଦକ୍ଷେପ ନେଇଛି ଭୁବନେଶ୍ବର ମହାନଗର ନିଗମ । ବର୍ଜ୍ୟ ସଂଗ୍ରହ, ପ୍ରକ୍ରିୟାକରଣ ଓ ପରିଚାଳନା କ୍ଷେତ୍ରରେ ଭୁବନେଶ୍ବର ବାସିନ୍ଦାଙ୍କୁ…

ଆସନ୍ତାକାଲି ଉଦଘାଟିତ ହେବ ରାଜ୍ୟର ଦୀର୍ଘତମ ସେତୁ ‘ଟି ସେତୁ’

କଟକ : କମିବ କଟକ ବଡ଼ମ୍ବା ଓ ନରସିଂହପୁରରୁ ବାଙ୍କି ଓ ଖୋର୍ଦ୍ଧାକୁ ଦୂରତା । ଯାତାୟାତ ହେବ ସୁଗମ । କାରଣ ଆସନ୍ତାକାଲି ଉଦଘାଟିତ ହେବ ରାଜ୍ୟର ଦୀର୍ଘତମ ସେତୁ ‘ଟି ସେତୁ’ । ଏହି ସେତୁ ଉଦଘାଟିତ ହେବା ପରେ ଏହାଦ୍ବାରା ଉପକୃତ ହେବେ ଲକ୍ଷ ଲକ୍ଷ ଲୋକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ମାଲକାନଗିରିରୁ ଆରମ୍ଭ ହେବ ଏୟାର ଆମ୍ବୁଲାନ୍ସ ସେବା

ମାଲକାନଗିରି: ଆରମ୍ଭ ହେବ ବାୟୁ ସ୍ୱାସ୍ଥ୍ୟ ସେବା । ମୁଖ୍ୟମନ୍ତ୍ରୀ ଓ ୫ଟି ସଚିବଙ୍କ ଫୋକସରେ ଏବେ ମାଲକାନଗିରି ଜିଲ୍ଲା । ଗରିବ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ଏହି ପଦକ୍ଷେପ ନିଆଯାଇଛି । ରାଜ୍ୟ ସରକାର ପ୍ରଥମ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ଼…