Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅନୁଗୁଳରେ କଲରାପତାରିଆ ବାଘର ମୃତ୍ୟୁ

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ପୁଣି ବାଘର ମୃତ୍ୟୁ ହୋଇଛି । ଜରପଡ଼ା ରେଞ୍ଜ ଓ ଆଠମଲ୍ଲିକ ବନଖଣ୍ଡ ଧଣ୍ଡାତୋପା ରେଞ୍ଜ ବାତ୍ରାଖୋଲ ନିକଟରେ ବାଘର ମୃତ୍ୟୁ ଘଟିଥିବା ଦେଖିବାକୁ ମିଳିଛି । ଗତକାଲି ରାତିରେ ଏକ କଲରାପତରିଆ ବାଘ ମରିପଡ଼ିଥିବା ଜଣାପଡ଼ିଛି । କେଉଁ ପରିସ୍ଥିତିରେ ବାଘଟିର ମୃତ୍ୟୁ…

[ଭିଡ଼ିଓ] ଯାଜପୁର ଜିଲ୍ଲାରେ ବିଜୁ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ

ଯାଜପୁର: ଯାଜପୁର ଜିଲ୍ଲାବାସୀଙ୍କୁ ମିଳିଲା ବିଜୁ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ । ଏହି କାର୍ଡ ମାଧ୍ୟମରେ ଜିଲ୍ଲା ବାସୀ ଉନ୍ନତ ମାନର ଚିକିତ୍ସା ସୁବିଧା ପାଇପାରିବେ । କେବଳ ସରକାରୀ ନୁହେଁ ରାଜ୍ୟ ଓ ରାଜ୍ୟ ବାହାରର ବଡ ବଡ ବେସରକାରୀ ହସ୍ପିଟାଲରେ ଉନ୍ନତ ମାନର ଚିକିତ୍ସା ସୁବିଧା ପାଇ ପାରିବେ…

ବଢ଼ୁଛି ଓମିକ୍ରନ ଚିନ୍ତା, ରାଜ୍ୟରେ ୭ଜଣ ବିଦେଶ ଫେରନ୍ତା କୋଭିଡ଼ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ବଢ଼ୁଛି ଓମିକ୍ରନ ଚିନ୍ତା । ଦିନକୁ ଦିନ ସଂଖ୍ୟା ବଢ଼ୁଥିବାବେଳେ ଯାହା ଚିନ୍ତାଜନକ ହୋଇପଡ଼ିଛି । ଏଯାଏଁ ରାଜ୍ୟରେ ୭ଜଣ ବିଦେଶ ଫେରନ୍ତା କୋଭିଡ଼ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରୁ ୪ଜଣଙ୍କ ଜିନମ ସିକ୍ୱେନ୍ସିଂ କରାଯାଇଥିଲା । ସେମାନଙ୍କ ମଧ୍ୟରେ ଓମିକ୍ରନରେ ଆକ୍ରାନ୍ତ…

ଖବର ପ୍ରସାରଣ କରି ଜେଲ ଗଲେ ପାଞ୍ଚ ଜଣ ସାମ୍ବାଦିକ

ମାଲକାନଗିରି: ସତ୍ୟ ଖବର ପ୍ରସାରଣ କରି ଜେଲ ଗଲେ ପାଞ୍ଚ ଜଣ ସାମ୍ବାଦିକ । ଏହିଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲ୍ଲାରେ । ଜିଲ୍ଲାର କୋରକୋଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅବ୍ୟବସ୍ଥା ସମ୍ପର୍କରେ ଖବର ପ୍ରସାରଣ କରାଯାଇଥିଲା । ଖବର ପ୍ରସାରଣ ପରେ ଡ଼ାକ୍ତର ଓ ମେଡ଼ିକାଲ…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜେଜେମା ଓ ଜେଜେବାପା ସମ୍ମିଳନୀ

ଗୁଣୁପୁର: ଗୁଣୁପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜେଜେମା ଜେଜେବାପା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପଦ୍ମଶ୍ରୀ ପାଇଥିବା ଗୁଣୁପୁରର ସାମାଜିକ କର୍ମୀ ପଦ୍ମଶ୍ରୀ ଶାନ୍ତି ଦେବୀ ଯୋଗଦେଇଥିଲେ । ଶାନ୍ତି ଦେବୀଙ୍କୁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଘୋଷ…

ରାଜ୍ୟର ୯ସ୍ଥାନରେ ୧୨ଡ଼ିଗ୍ରୀ ତଳେ ରାତି ତାପମାତ୍ରା

ଭୁବନେଶ୍ୱର: ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ । ରାଜ୍ୟର ୯ଟି ସ୍ଥାନରେ ୧୨ଡ଼ିଗ୍ରୀ ତଳେ ରାତି ତାପମାତ୍ରା ଥିବା ଜଣାପଡ଼ିଛି । ୮.୫ ସହ ଦାରିଙ୍ଗବାଡ଼ି ଓଡ଼ିଶାର ସବୁଠୁ ଥଣ୍ଡା ସହର ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୧୨ ଡ଼ିଗ୍ରୀ ତାପମାତ୍ରା ତଳେ…

ବେଆଇନ ଗୋରୁ ଚାଲାଣବେଳେ ଜବତ କଲା ପୋଲିସ, ୬ଜଣ ଅଟକ

ମୟୁରଭଞ୍ଜ: ଚୋରା ଚାଲାଣବେଳେ ୧୪୪ଗୋରୁ ଉଦ୍ଧାର ହୋଇଛି । ରାଜ୍ୟ ବାହାରକୁ ବେଆଇନଭାବେ ଗୋରୁ ଚାଲାଣ ହେଉଥିଲା । ଏଥିରେ ୫ଟି ପିକଅପ୍ ଭ୍ୟାନ୍ ଜବତ ହୋଇଛି । ପଶ୍ଚିମବଙ୍ଗକୁ ବେଆଇନଭାବେ ଗୋରୁ ଚୋରା ଚାଲାଣ ହେଉଥିଲା । ପେଟ୍ରୋଲିଂବେଳେ ରାସଗୋବିନ୍ଦପୁର ସୁବାନଡ଼ିହି ଛକରୁ ଜବତ କଲା ପୋଲିସ ।…

ବନ୍ଧୁକ ଡିଲ୍ ବେଳେ ମାଡ଼ିବସିଲା ଏସଟିଏଫ୍: ୮ଟି ଦେଶୀ ବନ୍ଧୁକ ସହ ଅଭିଯୁକ୍ତ ଗିରଫ

ଅନୁଗୋଳ: ଏସଟିଏଫର ଚଢ଼ାଉ ବେଳେ ମିଳିଲା ୮ଟି ଦେଶୀ ବନ୍ଧୁକ । ୭ଟି ଗୁଳି । ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ କେରଜାଙ୍ଗ ଗାଁ ନିକଟରୁ ଏସବୁ ବନ୍ଧୁକ ଜବତ କରିଛି ଏସଟିଏଫ୍ । ଗିରଫ ଅଭିଯୁକ୍ତର ନାଁ ରତ୍ନାକର କାଲଟା । ଘର ସମ୍ୱଲପୁର ଜିଲ୍ଲା…

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର: କରୋନାରେ ପୁଣି ଦୁଇଜଣଙ୍କ ମୃତ୍ୟୁ । ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଦୁଇଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ଜନିତ ମୃତକଙ୍କ…

ରାଜ୍ୟରେ ୨୪ଘଣ୍ଟାରେ ୧୯୩ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୧୨ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୮୧ଜଣ କେସ୍ ବାହାରିଛି । ସେହିପରି ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୩୪ଜଣ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା…