Latest Odisha News

BREAKING NEWS

Browsing Category

ଓଡିଶା

Odisha

ବ୍ରିଟେନରେ ତାଣ୍ଡବ ରଚୁଛି କରୋନା: ଦିନକରେ ୯୩ ହଜାର ସଂକ୍ରମିତ

ଲଣ୍ଡନ: ବ୍ରିଟେନରେ ଦ୍ରୁତ ମାଡୁଛି କରୋନା । ରେକର୍ଡ ଭାଙ୍ଗୁଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ୯୩ହଜାର ୪୫ କେସ୍ ବାହାରିଛି । ଯାହାକି ଲଗାତାର ତୃତୀୟ ଦିନରେ ରେକର୍ଡ । ଲଣ୍ଡନରେ ଓମିକ୍ରନ୍ ଓ ସ୍କଟଲାଣ୍ଡରେ ଡେଲଟା ମାଡୁଛି । ବର୍ତ୍ତମାନ ସୁଦ୍ଧା ବ୍ରିଟେନରୁ ଚିହ୍ନଟ ହୋଇଛି ୧୪ହଜାର ୯୦୯…

ପୁଣି ନ୍ୟାୟ ପାଇଁ ଶ୍ୱଶୁର ଘର ଆଗରେ ତପସ୍ୱିନୀଙ୍କ ଧାରଣା

ଭୁବନେଶ୍ୱର: ପୁଣି ଧାରଣାରେ ତପସ୍ଵିନୀ । ନ୍ୟାୟ ପାଇବାକୁ  ପୁଣି ଦ୍ୱିତୀୟ ଥର ପାଇଁ ତପସ୍ୱିନୀ ସମାଜସେବୀ ପ୍ରମିଳା ତ୍ରିପାଠୀଙ୍କ ସହ ମିଶି ଶ୍ୱଶୁର ଘର ଆଗରେ ଧାରଣାରେ ବସିଛନ୍ତି । ପ୍ରବଳ ଶୀତ, କାକରରେ ବସି ନିଜ ହକ୍ ପାଇଁ ଲଢେଇ ଆରମ୍ଭ କରିଛନ୍ତି । ଆସନ୍ତା ୨୦ ତାରିଖରେ ଏହି ମାମଲାର…

ରାଜ୍ୟରେ ନିୟନ୍ତ୍ରଣରେ କରୋନା ସଂକ୍ରମଣ, ଆଜି ୧୬୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେ ରହିଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଶହ ଭିତରେ ରହିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୬୯ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୯୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୨ । ୧୮ ବର୍ଷ ଭିତରେ ଆଉ ୨୯…

ଜାଡ଼ରେ ଥରୁଛି ଓଡ଼ିଶା, ଆହୁରି ୫ ଦିନ ହାଡ଼ଭଙ୍ଗା ଶୀତ

ଭୁବନେଶ୍ୱର: ଜାଡ଼ରେ ଥରୁଛି ଓଡ଼ିଶା । ଉପକୂଳରୁ ଦକ୍ଷିଣ ପୁଣି ପଶ୍ଚିମ ଓଡ଼ିଶା । ସବୁଠି ଅସହ୍ୟ ଶୀତ । ୭ଟି ସରରରେ ତାପମାତ୍ରା ୧୧ ଡିଗ୍ରୀ ସେଲସିୟସ୍ ତଳକୁ ଖସିଛି । ୨୫ ସହରରେ ପାରଦ ୧୫ ଡିଗ୍ରୀ ତଳେ ରହିଛି । ୭ ଡ଼ିଗ୍ରୀ ସେଲସିୟସ ସହ ସବୁଠୁ ଥଣ୍ଡା ସହର ପାଲଟିଛି ଫୁଲବାଣୀ । ରାଜ୍ୟକୁ…

ମୋବାଇଲ ଫାଟି ୨ ନାବାଳକ ଭାଇ ଗୁରୂତର

ବାଲେଶ୍ୱର: ମୋବାଇଲ ହେଲା କାଳ  । ମୋବାଇଲ ବ୍ୟାଟେରୀ ଧରି ଖେଳୁ ଖେଳୁ ତାହା ଫାଟିଯିବାରୁ ୨ ନାବାଳକ ଗୁରୁତର ହୋଇଛନ୍ତି। ଏପରି ଅଘଟଣ ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ଧୋବଶିଲା ଗାଁରେ ଘଟିଛି। ୨ ଜଣ ନାବାଳକ ଭାଇ ଏକ ମୋବାଇଲ ବ୍ୟାଟେରୀ ଧରି ଖେଳୁଥିଲେ। ହେଲେ ହଠାତ୍‌ ଏହା ଫାଟି…

କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ ଦେଶର ସବୁଠୁ ବଡ଼ ଷ୍ଟିଲ ପ୍ଲାଣ୍ଟ

ଭୁବନେଶ୍ବର : କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ ଦେଶର ସବୁଠୁ ବଡ଼ ଷ୍ଟିଲ ପ୍ଲାଣ୍ଟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି । ପ୍ରକଳ୍ପ ଲାଗି ୧ ଲକ୍ଷ କୋଟିରୁ ଅଧିକ ଟଙ୍କା ନିବେଶ କରିବ ଆର୍ସେଲର ମିତ୍ତଲ…

ଏକାଥରେ ୩୦ ଇଲେକ୍ଟ୍ରିକାଲ ଇଞ୍ଜିନିୟର ପାଇଲେ ନିଯୁକ୍ତି

ଭୁବନେଶ୍ବର : ଏକାଥରକେ ନିଯୁକ୍ତି ପାଇଛନ୍ତି ୩୦ ଜଣ ଇଲେକ୍ଟ୍ରିକାଲ ଇଞ୍ଜିନିୟର । ୩୦ ଜଣ ଇଲେକ୍ଟ୍ରିକାଲ ଇଞ୍ଜିନିୟରଙ୍କୁ ନିଯୁକ୍ତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବନିଯୁକ୍ତି ଇଞ୍ଜିନିୟରଙ୍କୁ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଜରିଆରେ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୦…

କିଟ୍ ଓ କିସରେ କଳାକୁମ୍ଭ ଉଦଯାପିତ,ବିଭିନ୍ନ ରାଜ୍ୟରୁ ୨ଶହରୁ ଊର୍ଦ୍ଧ୍ୱ କଳାକାର ଯୋଗ ଦେଇଥିଲେ

ଭୁବନେଶ୍ୱର : କିଟ୍ ଓ କିସରେ କଳାକୁମ୍ଭ ଉଦଯାପିତ । ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରାହଳୟ ପକ୍ଷରୁ କିଟ ଓ କିସ୍ ସହଯୋଗରେ ଡିସେମ୍ବର ୧୨ ତାରିଖରୁ ଚାଲିଥିବା କଳାକୁମ୍ଭ ଶୁକ୍ରବାର ଉଦଯାପିତ ହୋଇଯାଇଛି । ପ୍ରଥମ ଥର ପାଇଁ ସମଗ୍ର ଭାରତରେ ଏତେ ବଡ଼ ଆକାରରେ ଓଡ଼ିଶାର କିଟ୍‍ ଓ କିସରେ ଅନୁଷ୍ଠିତ…

ଚିତ୍ତରଞ୍ଜନ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ବୋଲି ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ୱର : ମମିତା ମେହେରକୁ ନ୍ୟାୟ ଦାବିରେ ଆନ୍ଦୋଳନ କରିଥିବା ଛାତ୍ର କଂଗ୍ରେସ କର୍ମକର୍ତ୍ତାଙ୍କୁ ପୋଲିସ ଆକ୍ରମଣ କରିଛି । ଅନ୍ୟପଟେ ପୁରୀର ଜନୈକ ଯୁବକ ଚିତ ରଞ୍ଜନ ପଲାଇ ହତ୍ୟାକାଣ୍ଡରେ ପରିବାର ପକ୍ଷରୁ ଯାହାଙ୍କ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ କରାଯାଇଛି ସେ ବିଜୁ ଜନତା ଦଳର ରାଜ୍ୟ…

ବ୍ୟାଙ୍କ ଧର୍ମଘଟ ସାଜିଲା ବାଧକ, ୧୯ ହଜାର କୋଟି ଟଙ୍କାର ବ୍ୟାବସାୟିକ କାର୍ଯ୍ୟ ବାଧାପ୍ରାପ୍ତ

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ଘରୋଇକରଣକୁ ନୀତି ବିରୋଧରେ ଦେଶବ୍ୟାପୀ ଦିଆଯାଇଥିବା ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ ଶେଷ ହୋଇଛି । ଧର୍ମଘଟରେ ୭ ଲକ୍ଷରୁ ଅଧିକ କର୍ମଚାରୀ ସାମିଲ ହେବା ଯୋଗୁ ବ୍ୟାପକ ଭାବେ ବାଧାପ୍ରାପ୍ତ ହୋଇଥିଲା ବ୍ୟାଙ୍କ କାର୍ଯ୍ୟ । ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ୍…