Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୋଆରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଇଁ ପୁସ୍ତକ ଲୋକାର୍ପିତ

ଭୁବନେଶ୍ବର : ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ‘ମାନୁଆଲ ଅଫ୍ କ୍ଲିନିକାଲ କେସେସ୍ ଇନ୍ ଇଏନଟି ଆଣ୍ଡ ହେଡ୍-ନେକ୍ ସର୍ଜରୀ’ ପୁସ୍ତକ ଲୋକାର୍ପିତ ହୋଇଛି । ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜ ରଞ୍ଜନ ନାୟକଙ୍କ ଦ୍ବାରା ଏହି ପୁସ୍ତକ ଲୋକାର୍ପିତ…

[ଭିଡ଼ିଓ] ଚିତ୍ତରଞ୍ଜନ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ଖୋଳତାଡ

ପୁରୀ: ଦିନକୁ ଦିନ ବଢୁଛି ଚିତ୍ତରଞ୍ଜନଙ୍କ ମୃତ୍ୟୁ ରହସ୍ୟ। କେମିତି ହେଲା ଚିତ୍ତଙ୍କ ମୃତ୍ୟୁ ? ଘଟଣାର ମୋଡ ବଦଳୁଥିବା ବେଳେ ଏବେ କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି । କଣ ରହିଛି ମୃତ୍ୟୁ ରହସ୍ୟ ଏନେଇ ଚିତ୍ତଙ୍କ ଗାଁ ସାନବନ୍ଧକେରା ଗାଁରେ ଟିମ୍ ପହଂଚି ଖୋଳତାଡ କରିଛି କ୍ରାଇମବ୍ରାଞ୍ଚ ।…

କଳିଙ୍ଗା ଘାଟିରେ ଓଲଟିଲା ବସ୍, ୩୦ ଆହତ

କନ୍ଧମାଳ : କନ୍ଧମାଳ ଜି.ଉଦୟଗିରି କଳିଙ୍ଗା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟି ପଡିଛି ଏକ ଟୁରିଷ୍ଟ ବସ୍ । ଦୁର୍ଘଟଣାରେ ବସରେ ଥିବା ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରାଯାଇ ଜି. ଉଦୟଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେମାନଙ୍କ…

୮୯ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ବର : ବିଭିନ୍ନ ଜିଲ୍ଲାରେ କ୍ରୀଡ଼ା ପ୍ରକଳ୍ପ ସମୂହର ଉଦ୍‌ଘାଟନ ଓ ଭତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଉପଲକ୍ଷେ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଅବସରରେ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡିୟମ…

[ଭିଡ଼ିଓ] ଦିନକୁ ଦିନ ବଢୁଛି ଓମିକ୍ରନ୍ ଚିନ୍ତା, ପୁଣି ରାଜଧାନୀରେ ୪ ଚିହ୍ନଟ

ଭୁବନେଶ୍ୱର : ଆତଙ୍କ ଖେଳାଇଛି ଓମିକ୍ରନ୍ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଛି । ୭୦ରୁ ଅଧିକ ଦେଶରେ ବର୍ତ୍ତମାନ ଓମିକ୍ରନ୍ ଆତଙ୍କ ଖେଳାଇ ସାରିଛି। କିଛି ଦେଶରେ ଓମିକ୍ରନ୍ ଚିହ୍ନଟ ହୋଇଛି । ମହାରାଷ୍ଟ୍ରରେ ବୁଧବାର ସୁଦ୍ଧା ୩୨ ଆକ୍ରାନ୍ତ ଚିହ୍ନଟ ହୋଇଛି । ସେହିଭଳି ରାଜଧାନୀ…

[ଭିଡିଓ] କଟକରେ ଆରମ୍ଭ ହେଲା ‘ମହାନଦୀ ଉତ୍ସବ’

କଟକ : ଉଦଘାଟିତ ହେଲା ମହାନଦୀ ଉତ୍ସବ । କଟକ ବାଲିଯାତ୍ରା ପଡିଆଠାରେ ଏହି ଉତ୍ସବ ଆୟୋଜନ କରାଯାଇଛି । ଆଜି ଉତ୍ସବରେ ମୁଖ୍ୟ ଅତିଥି ଭାବେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ ମହାନଦୀ ଉତ୍ସବକୁ ଉଦଘାଟନ କରିଥିଲେ । ମହାନଦୀର ସୁରକ୍ଷା ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।…

[ଭିଡ଼ିଓ] ଖୋଲିଲା ପରେ ପୁଣି ଅଚଳ ହୋଇଗଲା ଧାନ ମଣ୍ଡି, ଚିନ୍ତାରେ ଚାଷୀ

ମାଲକାନଗିରି: ବହୁ ବାଦ ବିବାଦ ପରେ ଶେଷରେ ମାଲକାନଗିରିରେ ଖୋଲିଲା ଧାନ ମଣ୍ଡି। ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ୬୫ଟି ଧାନ ମଣ୍ଡି ଖୋଲାଯିବାକୁ ନିଷ୍ପତି ହୋଇଛି ।। ତେବେ ଅବାଶ୍ୟକ ସ୍ଥଳେ ଏହାକୁ ବଢାଯିବ । ଚଳିତବର୍ଷ ୯ଲକ୍ଷ ୩୫ହଜାର କୁଇଣ୍ଟାଲ ଧାନ କିଣା ଯିବାକୁ ସ୍ଥିର କରାଯାଇଥିବା ବେଳେ…

ଏକା ଥରକେ ନିଯୁକ୍ତି ପାଇଲେ ୬୧୩୧ ଜଣ ଶିକ୍ଷକ

ଭୁବନେଶ୍ବର : ଓଡ଼ିଶାରେ ନିଯୁକ୍ତି କ୍ଷେତ୍ରରେ ନୂଆ ରେକର୍ଡ । ଏକାଥରକେ ନିଯୁକ୍ତି ପାଇଛନ୍ତି ୬୧୩୧ ଜଣ ଶିକ୍ଷକ । ରାଜ୍ୟ ନିଯୁକ୍ତି ଇତିହାସରେ ଏହା ଏକ ସର୍ବକାଳୀନ ରେକର୍ଡ । କଳିଙ୍ଗ ଷ୍ଟାଡିଅମରେ ଆୟୋଜିତ ନବ ନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ଓରିଏଣ୍ଟେସନ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ଭୋଟର ପରିଚୟପତ୍ର ସହ ସଂଯୋଗ କରାଯିବ ଆଧାର କାର୍ଡ

ନୂଆଦିଲ୍ଲୀ : ଭୋଟର ପରିଚୟପତ୍ର ସହ ସଂଯୋଗ କରାଯିବ ଆଧାର କାର୍ଡ । ନିର୍ବାଚନୀ ସଂସ୍କାର ପାଇଁ ୨୦୧୯ରୁ ଏଭଳି ପ୍ରସ୍ତାବ ଭାରତୀୟ ନିର୍ବାଚନ କମିଶନ ଦେଇଥିବା ବେଳେ, କେନ୍ଦ୍ର କ୍ୟାବିନେଟ ଏହା ଉପରେ ମୋହର ମାରିଛି । ଏହାଦ୍ବାରା ନକଲି ଭୋଟରଙ୍କ ଉପରେ ଅଙ୍କୁଶ ଲାଗିବ । ଖାଲି ସେତିକୁ…

ମା ଗୋଜବାୟାଣୀଙ୍କ ପୀଠକୁ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ଦାବି

ଭୁବନେଶ୍ୱର: ମା ଗୋଜବାୟାଣୀଙ୍କ ପୀଠକୁ ମିଳୁ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା । ୫ଟି ଯୋଜନାରେ ସ୍ୱତନ୍ତ୍ର ଆର୍ଥିକ ଅନୁଦାନ ଦ୍ୱାରା ମନ୍ଦିର ଓ ପାରିପାଶ୍ୱିର୍କ ଉନ୍ନୟନ କରାଯାଉ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଦାବି ଜଣାଇଲେ ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ଼ର ପୂର୍ବତନ ସଭାପତି…