Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୦,୦୦୦ ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ମହାକାଳପଡ଼ା ତହସିଲଦାର

ଭୁବନେଶ୍ୱର: ଓଡିଶା ଭିଜିଲାନ୍ସ ଅଧିକାରୀମାନେ ମଙ୍ଗଳବାର ଦିନ ମହାକାଳପଡ଼ା ତହସିଲଦାର ସିବା ମଲ୍ଲିକଙ୍କୁ ଲାଞ୍ଚ ନେଉଥିବା ବେଳେ ଗିରଫ କରିଛନ୍ତି। ସେ ସରକାରୀ ଜମିରୁ ବେଆଇନ ନିର୍ମାଣ ହଟାଇବା ପାଇଁ ୨୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି। ଭିଜିଲାନ୍ସର ଏକ ବିଜ୍ଞପ୍ତି ଅନୁଯାୟୀ,…

୧୩ ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ସେବା ସମବାୟ ସୋସାଇଟିର ପୂର୍ବତନ ସେକ୍ରେଟାରୀ ଗିରଫ

ଭଦ୍ରକ: ଭିଜିଲାନ୍ସ ହାତରେ ଭଦ୍ରକ ଜିଲା ତିହିଡ଼ି ଅଞ୍ଚଳର ବାମନବିନ୍ଧା ସର୍ଭିସ ସମବାୟ ସମିତିର ପୂର୍ବତନ ସମ୍ପାଦକ ସୁଦର୍ଶନ ଖଟୁଆ । ୧୩ ଲକ୍ଷ ୩୨ ହଜାର ୨୬୦ ଟଙ୍କା ଆତ୍ମସାତ୍ କରିଥିବା ଅଭିଯୋଗରେ ମଙ୍ଗଳବାର ତାଙ୍କୁ ବାନ୍ଧିଛି ଭିଜିଲାନ୍ସ ଟିମ୍ । ଖବର ମୁତାବକ, ସୁଦର୍ଶନ ଖଟୁଆ ତିହିଡ଼ି…

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଶେଷ; ସ୍ବାଭାବିକ ହେଲା ଶ୍ରୀଜୀଉଙ୍କ ଦର୍ଶନ

ପୁରୀ: ଶ୍ରୀମନ୍ଦିର ମୂଳ ରତ୍ନ ଭଣ୍ଡାରକୁ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହୋଇଛି । ଏହି ପ୍ରକ୍ରିୟା ଆଜି ପୂର୍ବାହ୍ନ ୧୦ଟା ୫୫ରେ ଆରମ୍ଭ ହୋଇ ୨ଟା ୫୫ରେ ଶେଷ ହୋଇଛି । ଅଳଙ୍କାର ମାନ ସ୍ଥାନାନ୍ତରଣ ପରେ ମାଜିଷ୍ଟ୍ରେଟ ତଥା ଜିଲାପାଳଙ୍କ ଉପସ୍ଥିତିରେ…

୨୭ରେ ଝାରସୁଗୁଡ଼ା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି 

ଭୁବନେଶ୍ୱର: ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସେପ୍ଟେମ୍ବର ୨୭ ତାରିଖରେ ହେବାକୁ ଥିବା ସାଧାରଣ ସଭା ବ୍ରହ୍ମପୁରରୁ ଝାରସୁଗୁଡ଼ାକୁ ସ୍ଥାନାନ୍ତର କରାଯାଇଛି। ବଙ୍ଗୋପସାଗର ଉପରେ ଲଗାତାର ଲଘୁଚାପ ପ୍ରଭାବରେ ସେପ୍ଟେମ୍ବର ୨୯ ତାରିଖ ପର୍ଯ୍ୟନ୍ତ…

୩ ବର୍ଷରେ ୧୦୧ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର: ଗତ ତିନି ବର୍ଷରେ ୧୦୧ ଜଣ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି । ବିଧାନସଭାରେ ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ସେ କହିଛନ୍ତି ଯେ, ରାଜ୍ୟରେ ଗତ ୩ ବର୍ଷରେ ୧୦୧ ଶିଶୁ ଶ୍ରମିକଙ୍କୁ ଉଦ୍ଧାର…

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ମୃତ୍ୟୁ ଘଟଣା; ଆନ୍ଦୋଳନରେ ବସିଲେ ସୁରକ୍ଷାକର୍ମୀ

ଭୁବନେଶ୍ୱର: ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ଶିଶୁ ମୃତ୍ୟୁକୁ ନେଇ ମଙ୍ଗଳବାର ଦିନ ଉତ୍ତେଜନା ଦେଖାଦେଇଥିଲା। ହିଂସା କାଣ୍ଡ ପରେ ମେଡିକାଲରେ ନିୟୋଜିତ ସୁରକ୍ଷା କର୍ମୀମାନେ ପ୍ରତିବାଦରେ ବସିଛନ୍ତି। ସୂତ୍ର ଅନୁଯାୟୀ, ଶିଶୁ ମୃତ୍ୟୁ ପରେ ଉତ୍ତ୍ୟକ୍ତ ଘର ଲୋକେ ହସ୍ପିଟାଲ୍ ପରିସରରେ…

ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ସୁପରଷ୍ଟାର ବୁଦ୍ଧାଦିତ୍ୟ

କଟକ: ଦୀର୍ଘ ୮ ଦିନ ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ସୁପରଷ୍ଟାର ବୁଦ୍ଧାଦିତ୍ୟ ମହାନ୍ତି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚାଲୁଥିଲା ଚିକିତ୍ସା। ୮ ଦିନ ପରେ ସୁସ୍ଥ ହେଇ ଆଜି ଘରକୁ ଫେରିଲେ ବୁଦ୍ଧାଦିତ୍ୟ। ବହୁତ କମ କଥା ହେବାକୁ ପରାମର୍ଶ ଦେଇଛନ୍ତି ଡାକ୍ତର।…

ବାରମ୍ବାର ଭୂସ୍ଖଳନ ଯୋଗୁଁ କଳିଙ୍ଗା ଘାଟ ବନ୍ଦ…

ଭୁବନେଶ୍ୱର: ପ୍ରବଳ ବର୍ଷା ଜନିତ ଭୂସ୍ଖଳନରେ କନ୍ଧମାଳ ଜିଲ୍ଲାର କଳିଙ୍ଗା ଘାଟରେ ମରାମତି କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଯାହା ଫଳରେ କର୍ତ୍ତୃପକ୍ଷ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ରାସ୍ତା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ସୂଚନା ଅନୁଯାୟୀ, ସୋମବାର ଦିନ ପୁଣି ଭୂସ୍ଖଳନ ଯୋଗୁଁ…

ଧବଳେଶ୍ୱରଙ୍କ ପୀଠରେ ନଭେମ୍ବର ୩ରେ ବଡ଼ଓଷା..୫ରେ ଡ଼ଙ୍ଗା ଭସା

କଟକ: କଟକର ପ୍ରସିଦ୍ଧ ଧବଳେଶ୍ୱର ପୀଠରେ ନଭେମ୍ବର ୩ ସୋମବାର ବଡ଼ଓଷା ପାଳନ ହେବ । ନଭେମ୍ବର ୪ ମଙ୍ଗଳବାର ସକାଳୁ ଗଜଭୋଗ ବିତରଣ କରାଯିବ। ନଭେମ୍ବର ୧ରୁ ୫ ପର୍ଯ୍ୟନ୍ତ ପଞ୍ଚକ ବ୍ରତ ପାଳନ କରାଯିବ । ଏନେଇ ଧବଳେଶ୍ୱର ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।…

ପ୍ରଶ୍ନପତ୍ର ଲିକ୍ ରୋକିବାକୁ ସରକାର ନେଲେ ବଡ ପଦକ୍ଷେପ

ଭୁବନେଶ୍ୱର: ନିଯୁକ୍ତି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣା ଅନେକ ସମୟରେ ଚର୍ଚ୍ଚାରେ ରହୁଛି । ପ୍ରଶ୍ନପତ୍ର ଲିକ୍ କାରଣରୁ ଛାତ୍ରଛାତ୍ରୀ ନିରାଶ ହେଉଛନ୍ତି । ନିଯୁକ୍ତି ପରୀକ୍ଷା ବିଭ୍ରାଟ ରୋକିବାକୁ ସରକାର ଏବେ ଏହାର ସମାଧାନର ବାଟ ବାହାର କରିଛନ୍ତି । ପରୀକ୍ଷା ପରିଚାଳନା କରୁଥିବା…