Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଯୋଡିହେଲା କଟକ

କଟକ : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଯୋଡିହେଲା କଟକ । କଟକରେ ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା କଟକର ହିତାଧୀକାରୀ ଉପକୃତ ହେବେ । ଏହି କାର୍ଯ୍ୟକ୍ରମରେ  ପ୍ରତ୍ୟେକଟି ଜୀବନ ମୋ ପାଇଁ ମୂଲ୍ୟବାନ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କଟକ…

ଗାଁ ରେ ଉତ୍ପାତ କରୁଛନ୍ତି ୨୬ ଟିକିଆ ହାତୀପଲ,ଭାଙ୍ଗିଲେ ଘରଦ୍ୱାରା

କେନ୍ଦୁଝର : କେନ୍ଦୁଝରରେ ଦିନକୁ ଦିନ ହାତୀ ଆତଙ୍କ ବଢିବାରେ ଲାଗିଛି ।ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜରେ ୨୬ ଟିକିଆ ହାତୀପଲ ଗାଁ ରେ ଉତ୍ପାତ କରୁଛନ୍ତି । ବିଳମ୍ବିତ ରାତିରେ ହାତୀପଲ ଗାଁ ଭିତରେ ପଶି ଧନ ଫସଲ ନଷ୍ଟ କରିବା ସହ ମୁଗ ବିରି ସବୁ ଖାଇଯାଉଛନ୍ତି । ଫଳରେ…

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା । ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ…

୧୫ କୋଟିର ଗଞ୍ଜେଇ ଚାଷ ନଷ୍ଟ

ବାଲିଗୁଡ଼ା(କନ୍ଧମାଳ): ବିପୁଳ ପରିମାଣର ଗଞ୍ଜେଇ ଚାଷ ନଷ୍ଟ । ଏକର ଏଖର ଜାଗାରେ ବେଆଇନ ଗଞ୍ଜେଇ ଚାଷକୁ ନଷ୍ଟ କରିଛି ପୋଲିସ ଓ ଅବକାରୀ ବିଭାଗ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ୧୫ କୋଟି ଟଙ୍କାର ଗଞ୍ଜେଇ ଗଛକୁ କାଟି ପୋଡିଛି ପୋଲିସ ଓ ଅବକାରୀ ବିଭାଗ । ମହାସିଙ୍ଗ ପଞ୍ଚାୟତର ଗୁମାପଦର…

ଆଜି ରାଜ୍ୟରୁ ୧୭୮ କରୋନା ପଜିଟିଭ୍ ଚିହ୍ନଟ, ୧୨ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେ ରହିଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଶହ ଭିତରେ ରହିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୭୮ ସଂକ୍ରମିତ । ୧୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୦୫ ଓ ଲୋକାଲ୍ କଣ୍ଟାକ୍ଟ…

କଟକ ଓ ଖୋର୍ଦ୍ଧାରେ ଆଜି BSKY ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡ଼ି ହେବ କଟକ ଓ ଖୋର୍ଦ୍ଧା ଜିଲ୍ଲା । ଏହି ଦୁଇ ଜିଲ୍ଲାବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକର ଉପର ବାଲିଯାତ୍ରା ପଡ଼ିଆରେ ମୁଖ୍ୟମନ୍ତ୍ରୀଙ୍କ…

କିଟ୍ ଇଣ୍ଟର ନ୍ୟାସନାଲ ସ୍କୁଲରେ ଦିବ୍ୟାଙ୍ଗ ଓ ମାନସିକ ଅନଗ୍ରସର ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିଲା ସ୍ବତନ୍ତ୍ର ବିଭାଗ

ଭୁବନେଶ୍ବର : କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲରେ ଦିବ୍ୟାଙ୍ଗ ଓ ମାନସିକ ଅନଗ୍ରସର ଛାତ୍ରଛାତ୍ରୀଙ୍କ ପାଇଁ ଉଦଘାଟିତ ହୋଇଛି ସ୍ପେଶାଲ ଏଜୁକେଶନ ନିଡସ (ଏସଇଏନ୍) ଗ୍ଲୋବ । ଏଥିରେ ବିଭିନ୍ନ ବର୍ଗର ଦିବ୍ୟାଙ୍ଗ ଓ ମାନସିକ ଅନଗ୍ରସର ଛାତ୍ରଛାତ୍ରୀଙ୍କ ପାଇଁ ଉନ୍ନତ ଉପଚାରାତ୍ମକ ଚିକିତ୍ସା ସହ…

୨୫ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାଙ୍କ ଦ୍ବାରା ୨୫ ହଜାର ଗ୍ରାମରେ ଖାଦ୍ୟମେଳା

ଭୁବନେଶ୍ବର : ଗ୍ରାମୀଣ ଓଡ଼ିଶାରେ ପୁଷ୍ଟିକର ଖାଦ୍ୟର ପ୍ରସାର ଓ ପ୍ରଚାର ପାଇଁ ଜୀବିକା ମିଶନ ଆନୁକୂଲ୍ୟରେ ୨୫୦୦ ଗ୍ରାମ ପଞ୍ଚାୟତରେ ସପ୍ତାହବ୍ୟାପୀ ‘ଓଡ଼ିଶା ପୁଷ୍ଟି ମହୋତ୍ସବ’ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟବାସୀଙ୍କ ମଧ୍ୟରେ ମୋ ଉପକାରୀ ବଗିଚାର ପ୍ରଚାର ପ୍ରସାର ଏବଂ ଉତ୍ତମ ଓ ପୁଷ୍ଟି…

[ଭିଡ଼ିଓ] ଶିଶୁ ପାଇଁ ସହାୟତା ଅପେକ୍ଷାରେ ପରିବାର

ଢେଙ୍କାନାଳ: ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର । ନବଜାତ ଶିଶୁର ଚିକିତ୍ସା ପାଇଁ ମେଡ଼ିକାଲରୁ ମେଡ଼ିକାଲକୁ ବୁଲିଲେ ଦମ୍ପତି । ତଥାପି ପାଇ ପାରିଲେ ନାହିଁ ଚିକିତ୍ସା । ଶେଷରେ ସରକାରଙ୍କୁ ଛୁଆର ଜୀବନ ଭିକ୍ଷା ମାଗିଲେ ଶିଶୁର ପିତାମାତା । ଏ ଦୃଶ୍ୟ ହେଉଛି ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼…

[ଭିଡ଼ିଓ] ମାର୍ଗଶୀରରେ ଦେବଗୁଣିଆ ପରମ୍ପରା

ନୂଆପଡା: ଓଡ଼ିଶା କଳା ଓ ସଂସ୍କୃତିର ରାଜ୍ୟ। ଏହାର ସଂସ୍କୃତିକୁ ସମୃଦ୍ଧ କରିଛି ଏହାର ପ୍ରାଚୀନ ପରମ୍ପରା । ସେପରି ଏକ ପରମ୍ପରା ହେଉଛି ଦେବଗୁଣିଆ ପରମ୍ପରା । ଦେବଗୁଣିଆମାନେ ଏକ କଳାପ୍ରିୟ ଜାତି । ପଶ୍ଚିମ ଓଡ଼ିଶାର କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡା ଜିଲ୍ଲାରେ ଦେବଗୁଣିଆ ଜାତି ରହନ୍ତି।…