Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଭିଡ଼ିଓ] ମାର୍ଗଶୀରରେ ଦେବଗୁଣିଆ ପରମ୍ପରା

ନୂଆପଡା: ଓଡ଼ିଶା କଳା ଓ ସଂସ୍କୃତିର ରାଜ୍ୟ। ଏହାର ସଂସ୍କୃତିକୁ ସମୃଦ୍ଧ କରିଛି ଏହାର ପ୍ରାଚୀନ ପରମ୍ପରା । ସେପରି ଏକ ପରମ୍ପରା ହେଉଛି ଦେବଗୁଣିଆ ପରମ୍ପରା । ଦେବଗୁଣିଆମାନେ ଏକ କଳାପ୍ରିୟ ଜାତି । ପଶ୍ଚିମ ଓଡ଼ିଶାର କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡା ଜିଲ୍ଲାରେ ଦେବଗୁଣିଆ ଜାତି ରହନ୍ତି।…

ଜଗତସିଂହପୁରରେ କେନ୍ଦ୍ରୀୟ ଟିମ୍, ଜଓ୍ବାଦ କ୍ଷୟକ୍ଷତିର କଲା ଆକଳନ

ଜଗତସିଂହପୁର : ବାତ୍ୟା ଜଓ୍ବାଦ ଜନିତ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଓଡ଼ିଶାରେ ପହଞ୍ଚିଛି କେନ୍ଦ୍ରୀୟ ଟିମ୍ । କେନ୍ଦ୍ର ଗୃହ ବିଭାଗର ଯୁଗ୍ମ ସଚିବ ସୌରଭ ରୟଙ୍କ ନେତୃତ୍ବରେ ଓଡ଼ିଶା ଗସ୍ତରେ ଅଛନ୍ତି ୬ ଜଣିଆ ପ୍ରତିନିଧି ଦଳ । ତିନୋଟି ଟିମ୍ ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, ଯାଜପୁର,…

ଆସନ୍ତାକାଲି କଟକ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଏସକେଓ୍ବାଇ କାର୍ଡ

କଟକ : ଆସନ୍ତାକାଲି କଟକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ଅବସରରେ ଜିଲ୍ଲାର ହିତାଧିକାରୀଙ୍କୁ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଏହାସହ ବିଭିନ୍ନ ଜନକଲ୍ୟାଣ ଯୋଜନାର ମଧ୍ୟ ଶୁଭାରମ୍ଭ କରିବେ । ଏଥିପାଇଁ ବାଲିଯାତ୍ରା ପଡିଆରେ ସମସ୍ତ ପ୍ରସ୍ତୁତି…

କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଓ ରାଜନଗରରେ ଜଓ୍ବାଦ କ୍ଷୟକ୍ଷତି ଅନୁଧ୍ୟାନ କଲା କେନ୍ଦ୍ରୀୟ ଟିମ୍

କେନ୍ଦ୍ରାପଡ଼ା : ବାତ୍ୟା ଜଓ୍ବାଦ ଜନିତ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଓଡ଼ିଶାରେ କେନ୍ଦ୍ରୀୟ ଟିମ୍ । କେନ୍ଦ୍ର ଗୃହ ବିଭାଗର ଯୁଗ୍ମ ସଚିବ ସୌରଭ ରୟଙ୍କ ନେତୃତ୍ବରେ ଓଡ଼ିଶା ଗସ୍ତରେ ଅଛନ୍ତି ୬ ଜଣିଆ ପ୍ରତିନିଧି ଦଳ । ଆଜିଠୁ ତିନୋଟି ଟିମ୍ ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, ଯାଜପୁର,…

କଥା ରଖିଲେ ମୁଖ୍ୟମନ୍ତ୍ରୀ, ପଞ୍ଚାୟତ ପ୍ରତିନିଧିଙ୍କୁ ପ୍ରସାଦ ବାଣ୍ଟିଲେ

ଭୁବନେଶ୍ବର : ଆଜି ଗଞ୍ଜାମରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ୨୧୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ତାରାତାରିଣୀ ପୀଠରେ…

[ଭିଡ଼ିଓ] ଲାଲଗଡ଼ରେ ଡିଜିପି

ମାଲକାନଗିରି: ଲାଲଗଡ଼ରେ ପୋଲିସ ଡିଜିପି ଶ୍ରୀ ଅଭୟ । ଆଜି ଡିଜିପି ଶ୍ରୀ ଅଭୟ ମାଲକାନଗିରି ଗସ୍ତ କରି ସ୍ୱାଭିମାନ ଅଂଚଳର ପଣସପୁଟ୍ ଗ୍ରାମପଞ୍ଚାୟତର ଘନବେଡ଼ା ଠାରେ ପହଞ୍ଚିଲଥିଲେ । ସେଠାରେ ନୂତନ ଭାବେ ସ୍ଥାପନ ହୋଇଥିବା ବିଏସ୍ଏଫ କ୍ୟାମ୍ପ ପରିଦର୍ଶନ କରିଥିଲେ । ପୂର୍ବରୁ ସେହି ଅଂଚଳରେ…

[ଭିଡ଼ିଓ] ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାରାଙ୍କ ଟାର୍ଗେଟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ନିର୍ବାଚନ ସମୟ ଆସିଲେ ନବୀନ ଜିତିବା ନେଇ ଏହି ଭଳି ରାଜନୀତି ଆରମ୍ଭ କରିଛନ୍ତି । ସବୁଆଡେ ଇନ୍ଦିରାଆବାସ ଯୋଜନା ମିଳୁଛି ହେଲେ ଏପର୍ଯ୍ୟନ୍ତ କେବିକେ ଅଞ୍ଚଳରେ ଗୋଟିଏ ବି…

ନିଜ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ

ଗଞ୍ଜାମ: ନିଜ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ । ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତକୁ ହିଞ୍ଜିଳି ଆରଏମସି ଛକରେ ବିରୋଧ । କଂଗ୍ରେସ କର୍ମୀ ମାନେ ରାସ୍ତା ଉପରକୁ ଆସି କଳା ପତାକା ପ୍ରଦର୍ଶନ କରିଥିବାର ଦେଖିବାକୁ ମିଳିଛି । ମମିତା ମେହେର ପ୍ରସଙ୍ଗକୁ ନେଇ ଦଳ…

[ଭିଡ଼ିଓ] ପୋଲିସ କମିଶନରଙ୍କୁ ତାରାଙ୍କ ଚ୍ୟାଲେଞ୍ଜ

ଭୁବନେଶ୍ୱର: ପୋଲିସ କମିଶନରଙ୍କୁ ତାରାଙ୍କ ଚ୍ୟାଲେଞ୍ଜ  ।  କଂଗ୍ରେସ କର୍ମୀ ପଥର ମାରିବା ପ୍ରମାଣ କଲେ ରାଜନୀତି ଛାଡ଼ିଦେବି । ସିପିଙ୍କୁ କଂଗ୍ରେସର ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଚ୍ୟାଲେଞ୍ଜ ।  ହେଲେ ତାହା ପ୍ରମାଣିତ କରିନପାରିଲେ ପୋଲିସ କମିଶନର ତାଙ୍କ ଚାକିରି ଛାଡିବେ କି…

ଲାଲଗଡ଼ରେ ପୋଲିସ ଡିଜି: ମାଓ ମୁକାବିଲା ରଣନୀତିର ସମୀକ୍ଷା

ମାଲକାନଗିରି: ଲାଲଗଡ଼ରେ ପୋଲିସ ଡିଜି ଅଭୟ । ଦିନିକିଆ କୋରାପୁଟ ଓ ମାଲକାନଗିରି ଗସ୍ତରେ ଯାଇ ମାଓ ମୁକାବିଲା ରଣନୀତିର ସମୀକ୍ଷା କରିଛନ୍ତି ଡିଜିପି ଅଭୟ । ପ୍ରଥମେ ସେ ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା  ସ୍ୱାଭିମାନ ଅଞ୍ଚଳ ଘନବେଡ଼ାରେ ହୋଇଥିବା ନୂତନ ବିଏଏଫ୍ କ୍ୟାମ୍ପରେ ପହଞ୍ଚିଥିଲେ…