Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତାକାଲି ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ ,ବାଣ୍ଟିବେ ସ୍ମାର୍ଟ ହେଲଥ୍ କାର୍ଡ

ବ୍ରହ୍ମପୁର :ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଯିବେ। ଗଞ୍ଜାମରେ BSKY ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ହିଞ୍ଜିଳିକାଟୁରେ ବିଭିନ୍ନ ପ୍ରକଳ୍ପର ଶୁଭାକମ୍ଭ କରିବେ। ସକାଳ ୧୦ ଟାରେ ମୁଖ୍ୟମନ୍ତ୍ରୀ ତାରାତାରିଣୀ ମନ୍ଦିରରେ ମା’ ଙ୍କ ଦର୍ଶନ…

ଓଡ଼ିଶାରେ ଜୱାଦ କ୍ଷେୟକ୍ଷତିର ଆକଳନ କରିବେ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର : ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ଟିମ୍ । ଜୱାଦ କ୍ଷେୟକ୍ଷତିର ଆକଳନ କରିବା ପାଇଁ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସୁଛନ୍ତି। ଏହି ଟିମ୍ ଜଗତସିଂହପୁର, କଟକ ,କେନ୍ଦ୍ରାପଡ଼ା ଯାଇ କ୍ଷୟକ୍ଷତିର ଆକଳନ କରିବାର କାର୍ଯ୍ୟକ୍ରମ ରହିଛି। ଜୱାଦ ପ୍ରଭାବିତ ଅଞ୍ଚଳର ପରିବଦର୍ଶନ କରିବା ସହ ଯାଞ୍ଚ…

ମମିତା ମେହେର ହତ୍ୟା ଘଟଣା, ୧୫ରେ ଗୋବିନ୍ଦ ସାହୁଙ୍କ ଜାମିନ ଶୁଣାଣି

କଣ୍ଟାବାଞ୍ଜି:- ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣା । ଆସନ୍ତା ୧୫ରେ ହେବ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ ଆବେଦନ ଶୁଣାଣି । କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ହେବ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁର ଜାମିନ ଶୁଣାଣି । ଗୋବିନ୍ଦ ସାହୁଙ୍କ ଓକିଲ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ…

କଂଗ୍ରେସ କର୍ମୀଙ୍କୁ ପୋଲିସ ପିଟିବା ଘଟଣା ,୧୪ ତାରିଖରେ ଏସପିଙ୍କ ଅଫିସ ଆଗରେ ଧାରଣା ଦେବ କଂଗ୍ରେସ

ଭୁବନେଶ୍ୱର : କଂଗ୍ରେସ ଭବନରେ ପଶି ପୋଲିସ ଛାତ୍ର କଂଗ୍ରେସ କର୍ମୀଙ୍କୁ ପିଟିବା ଘଟଣାରେ ପ୍ରତିବାଦ କରିବ କଂଗ୍ରେସ। ଆସନ୍ତା ୧୪ ତାରିଖରେ ଜିଲ୍ଲା ଏସପିଙ୍କ ଅଫିସ ଆଗରେ ଧାରଣା ଦେବ କଂଗ୍ରେସ। ୧୪ ତାରିଖ ସକାଳ ୯ ଟାରୁ ଅପରାହ୍ନ ୧ ଟାଏ ଯାଏଁ ଧାରଣା ଦେବ କଂଗ୍ରେସ। ଶନିବାର ଲୋୟର…

[ଭିଡ଼ିଓ] ବିଜେଡିରେ ମିଶିଲେ ବିଜେପି ନେତା ଧନୁର୍ଜୟ ସିଦ୍ଧୁ

ଭୁବନେଶ୍ବର: ବିଜେଡିରେ ମିଶିଲେ ତେଲକୋଇର ବିଜେପି ନେତା ଧନୁର୍ଜୟ ସିଦ୍ଧୁ । ତେଲକୋଇର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ । ବିଜୁ ଜନତା ଦଳ ପକ୍ଷରୁ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ବିଜେଡିରେ ସାମିଲ ହୋଇଛନ୍ତି । ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ…

ଶୀତକାଳିନ ଅଧିବେସନ ଅଧାରୁ ବନ୍ଦ ନେଇ ରାଜ୍ୟପାଳଙ୍କୁ ଭେଟିଲା ବିଜେପି ଟିମ୍

ଭୁବନେଶ୍ଵର : ବାରମ୍ବାର ଶୀତକାଳିନ ଅଧିବସେନ ଅଧାରୁ ବନ୍ଦ ହେବା ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଭେଟିଲା ବିଜେପି ପ୍ରତିନିଧି ଦଳ। ବାରମ୍ବାର ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବୀ ରହୁଥିଲା । ଏହି ପ୍ରସଙ୍ଗ ନେଇ ଆଜି ରାଜ୍ୟପାଳଙ୍କୁ ଭେଟିଥିଲା ବିଜେପି ପ୍ରତିନିଧି ଦଳ। ଶୁକ୍ରବାର ବିଧାନସଭା ଅଧିବେସନ…

କଂଗ୍ରେସ କର୍ମୀଙ୍କୁ ପୋଲିସର ମାଡ଼ ଘଟଣା: ବିଚାରବିଭାଗୀୟ ତଦନ୍ତ ଦାବି କଲେ ନରସିଂହ

ଭୁବନେଶ୍ୱର: ବିକ୍ଷୋଭ ପ୍ରଦର୍ଶନ ବେଳେ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସର ମାଡ଼ ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି ବରିଷ୍ଠ ବିଧାୟକ ନରସିଂହ ମିଶ୍ର । ପ୍ରେସମିଟରେ ଘଟଣାକୁ ନିନ୍ଦା କରିବା ସହ ପୋଲିସ ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ନରସିଂହ କହିଛନ୍ତି, ଗୋଡ଼େଇ ପିଟିବା ଓ ମୁଣ୍ଡ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହାକୁ ମିଶାଇ…

ଭୁବନେଶ୍ୱରରେ ପହଞ୍ଚିଲା JWO ରାଣା ପ୍ରତାପଙ୍କ ପାର୍ଥିବ ଶରୀର, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲା ତାମିଲନାଡୁରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାରେ ମୃତ ଓଡ଼ିଆ ବାୟୁସେନା ଅଫିସର ରାଣା ପ୍ରତାପ ଦାସଙ୍କ ପାର୍ଥିବ ଶରୀର । ଦିଲ୍ଲୀରୁ ମର ଶରୀର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି । ସେଠାରେ ରାଣା ପ୍ରତାପ ଦାସଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ହିତାଧିକାରୀଙ୍କୁ ଆଉ ୪ ମାସ ମିଳିବ ମାଗଣା ଚାଉଳ

ଭୁବନେଶ୍ୱର: ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା । ହିତାଧିକାରୀଙ୍କୁ ଆଉ ୪ ମାସ ମିଳିବ ଅତିରିକ୍ତ ଚାଉଳ । ହିତାଧିକାରୀ ପିଛା ମାସକୁ ୫ କେଜି ଅତିରିକ୍ତ ଚାଉଳ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଡିସେମ୍ବରରୁ ମାର୍ଚ୍ଚ ମାସ ଯାଏ…