Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭଡ଼ା ଘରେ ଏକୁଟିଆ ଅଛନ୍ତି ତପସ୍ବିନୀ, କୁଆଡେ ଗଲେ ସୁମିତ ?

ବ୍ରହ୍ମପୁର : ଭଡ଼ା ଘରେ ଏକୁଟିଆ ଅଛନ୍ତି ତପସ୍ବିନୀ ଓରଫ ଡିମ୍ପଲ । ସ୍ତ୍ରୀକୁ ଛାଡି କୁଆଡେ ଗଲେ ସ୍ବାମୀ ସୁମିତ ? ମନ ମିଳିବା ପାଇଁ ସାତ ଦିନ ଏକାଠି ରହିବାକୁ ଉଭୟଙ୍କୁ ଆଦେଶ ଦେଇଥିଲେ ବ୍ରହ୍ମପୁର ଏସଡିଜେଏମ୍ କୋର୍ଟ । କିନ୍ତୁ ଆଜି ସ୍ବାମୀ ସୁମିତ କେଉଁ ଆଡେ ପଳାଇଥିବା ଅଭିଯୋଗ…

ସୋଆ ଓ ଭାରତୀୟ ଜଳ ପରିଚାଳନା ସଂସ୍ଥା ମଧ୍ୟରେ ଏମଓୟୁ

ଭୁବନେଶ୍ବର : ଶିକ୍ଷା ଓ ଅନୁସନ୍ଧାନ ବା ସୋଆ ଓ ଭାରତୀୟ ଜଳ ପରିଚାଳନା ସଂସ୍ଥା ମଧ୍ୟରେ ସ୍ବାକ୍ଷରିତ ହୋଇଛି ଏମଓୟୁ । ଉଭୟ ଅନୁଷ୍ଠାନ ମଧ୍ୟରେ ଜଳ ପରିଚାଳନା ନେଇ ଉଚ୍ଚତର ଗବେଷଣା ଓ ଶିକ୍ଷାର ଆଦାନ ପ୍ରଦାନ ନିମନ୍ତେ ଏହି ବୁଝାମଣା ସ୍ବାକ୍ଷରିତ ହୋଇଛି । ବୁଝାମଣା ସ୍ବାକ୍ଷରିତ ହେବା…

ସ୍କୁଲ ପରିସରରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗିର : ସ୍କୁଲ ପରିସରରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧର୍ଲା ପଞ୍ଚାୟତ ଶୁଣ୍ଢିମୁଣ୍ଡା ପ୍ରାଥମିକ ବିଦ୍ୟାଳୟ ପରିସରରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ସ୍କୁଲ ଭିତରୁ ଦୁର୍ଗନ୍ଧ ବାହାରିବାରୁ ସ୍ଥାନୀୟ ଲୋକ ଖୋଜାଖୋଜି…

ସହାୟତା ଅପେକ୍ଷାରେ ଶରତ

କାମାକ୍ଷାନଗର : ଭଗବାନଙ୍କ ସୃଷ୍ଟି ବଡ ବିଚିତ୍ର । ଦୁନିଆ କଣ ଜାଣିବା ଆଗରୁ ଦୃଷ୍ଟିହୀନ । ଅଳି ଅଝଟ ବୁଝିବା ପାଇଁ ପାଖରେ ମା' ନାହିିଁ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ଆମ୍ବପଳାଶ ଗାଁରେ ବାଲିଜୁରୀ ସାହିର ଲାଲମୋହନ କୁଲଡି ଓ ଶୁଶିଳା କୁଲଡିଙ୍କ ୭ ବର୍ଷର ସାନ ପୁଅ ଶରତ କୁଲଡି ।…

୨୦ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ବର : ଚାଲି ପାରିଲାନି ବିଧାନସଭାର ଶୀତକାଳୀନ ଅଧିବେଶନ । ହୋହଲ୍ଲା ଓ ନାରାବାଜି ଯୋଗୁଁ ଅଚଳ ହୋଇଛି ଅଧିବେଶନ । ଫଳରେ ୨୦ ଦିନ ପୂର୍ବରୁ ଶେଷ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ । ୧୭ଟି କାର୍ଯ୍ୟ ଦିବସ ବାକି ଥାଇ ଶୀତକାଳୀନ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି…

ରାଜ୍ୟରେ ଓମିକ୍ରନ ସଂକ୍ରମିତ ଏଯାଏଁ ଚିହ୍ନଟ ହୋଇନାହାନ୍ତି

ଭୁବନେଶ୍ୱର: ରାଜ୍ୟରେ ଓମିକ୍ରନ ସଂକ୍ରମିତ ଏଯାଏଁ ଚିହ୍ନଟ ହୋଇନାହାନ୍ତି । ଏନେଇ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି । ନଭେମ୍ବର ୨୯ପରଠାରୁ ଜିନୋମ ସିକ୍ୱେନ୍ସିଂ ପାଇଁ ଆଇଏଲଏସକୁ ଯାଇଥିବା ୨୪୬ ନମୂନାରେ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ନଭେମ୍ବର ମାସରେ ପୂର୍ବରୁ ୧୪୧ ନମୂନା…

[ଭିଡିଓ] ଏସଓପି କଡାକଡି ପାଳନ ହେଉଛି, ଥଣ୍ଡା ଜ୍ଵର ହେଲେ ସ୍କୁଲ ଆସିବା ମନା : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ସ୍କୁଲ ଗୁଡିକରେ ସଂକ୍ରମଣ ବୃଦ୍ଧି ନେଇ ପ୍ରତିକ୍ରିୟା ରଖିଲେ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ । ଥଣ୍ଡା ଜ୍ଵର ହେଲେ କୌଣସି ପିଲା ସ୍କୁଲ ନଆସନ୍ତୁ ବୋଲି ଶିକ୍ଷାମନ୍ତ୍ରୀ କହିଛନ୍ତି । ସ୍କୁଲରେ ସଂକ୍ରମଣ ଏତେଟା ନାହିଁ ।ଅଭିଭାବକ ମାନେ ଚାହିଁଲେ ପିଲାମାନଙ୍କୁ…

ପୁରୀ ଶ୍ରୀମନ୍ଦିରରେ ଯୌନ ନିର୍ଯାତନା ଅଭିଯୋଗ, ଗିରଫ ହେଲେ ବରିଷ୍ଠ ସେବାୟତ

ପୁରୀ : ଶ୍ରୀମନ୍ଦିରରେ ଯୌନ ନିର୍ଯାତନା ଅଭିଯୋଗ। ପୁରୀ ଶ୍ରୀମନ୍ଦିରର ବରିଷ୍ଠ ସେବାୟତଙ୍କ ନାଁରେ ଏପରି ସାଙ୍ଘାତିକ ଅଭିଯୋଗ ଆସିଛି। ଜଣେ ଦୃଷ୍ଟିହୀନ ସେବାୟତଙ୍କ ନାବାଳକ ପୁଅକୁ ବରିଷ୍ଠ ସେବାୟତ କିଛି ଦିନ ହେଲା ଯୌନ ନିର୍ଯାତନା ଦେଇଆସୁଥିଲେ । ଏନେଇ ଆଜି ସେବାୟତ ଜଣକ ସିଂହଦ୍ୱାର ଥାନାରେ…

ରାଜ୍ୟରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ବଢ଼ିବ ଶୀତ, ୩ ରୁ ୪ ଡିଗ୍ରୀ ଖସିପାରେ ପାରଦ

ଭୁବନେଶ୍ୱର : ରାଜ୍ୟରେ କୋହଲା ପାଗ ପରେ ପୁଣି ବଢ଼ିବ ଶୀତ । ଆସନ୍ତା ୪୮ ଘଣ୍ଟାରେ ରାଜ୍ୟରେ ବଢ଼ିବ ଶୀତ। ୩ ରୁ ୪ ଡିଗ୍ରୀ କମିପାରେ ପାରଦ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ରହିବା…

ନିଖୋଜ କାଦୁଆ ପଞ୍ଚାୟତ ସରପଞ୍ଚଙ୍କ ମୃତଦେହ ଉଦ୍ଧାର

କାମାକ୍ଷାନଗର: ନିଖୋଜ କାଦୁଆ ପଞ୍ଚାୟତ ସରପଞ୍ଚଙ୍କ ମୃତଦେହ ଉଦ୍ଧାର । ଢ଼େଙ୍କାନାଳ ଜିଲ୍ଲା ମହୁଲପାଳ ଗାଁ ନାମଯୋଡ଼ି ଜଙ୍ଗଲରୁ ସରପଞ୍ଚ ବିବେକାନନ୍ଦ ମହାକୁଡ଼ଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ, ଗତ ୭ତାରିଖ ଦିନ ଅପରାହ୍ନଠାରୁ ନିଖୋଜ ଥିଲେ ବିବେକାନନ୍ଦ…