Latest Odisha News

BREAKING NEWS

Browsing Category

ଓଡିଶା

Odisha

Weather Update: ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ: ୨୮ ପର୍ଯ୍ୟନ୍ତ ଉତ୍ତର, ଦକ୍ଷିଣରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ। ଉତ୍ତର, ଦକ୍ଷିଣରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ସୁନ୍ଦରଗଡ଼ ଓ ସମ୍ବଲପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଲଘୁଚାପ ସୃଷ୍ଟି ହୋଇଛି।…

ଲାଞ୍ଚ ନେଇ ଫସିଲେ ଡାଟା ଏଣ୍ଟ୍ରି ଅପରେଟର

ଭୁବନେଶ୍ବର: ବାଲେଶ୍ୱର ସିମୁଳିଆ ବ୍ଲକର ଜନ କଲ୍ୟାଣ ବିଭାଗର ଅଫିସ ଆସିଷ୍ଟାଣ୍ଟ-କମ-ଡାଟା ଏଣ୍ଟ୍ରି ଅପରେଟର ବିଶ୍ୱରଞ୍ଜନ ପ୍ରଧାନଙ୍କୁ ଲାଞ୍ଚ ନେବା ବେଳେ ସୋମବାର ଦିନ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ଇଣ୍ଟରକାଷ୍ଟ ବିବାହ ପାଇଁ ୨.୫ ଲକ୍ଷ ଟଙ୍କାର ସରକାରୀ ସହାୟତା ପ୍ରଦାନ କରୁଥିବା…

୧୦ ଦେଶର ରାଷ୍ଟ୍ରଦୂତ କିଟ ଓ କିସ ପରିଦର୍ଶନ ସହ ଏସଡିଜି ବୈଠକରେ ସାମିଲ

ଭୁବନେଶ୍ୱର: ଲାଟିନ ଆମେରିକା ଏବଂ କାରିବିଆନ୍ ଦେଶଗୁଡିକର ପ୍ରତିନିଧିତ୍ୱ କରୁଥିବା ୧୦ ଜଣ ରାଷ୍ଟ୍ରଦୂତ କିଟ୍ ଏବଂ କିସ ପରିଦର୍ଶନ କରିବା ସହ ଜାତିସଂଘ ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସଡିଜି) ଗୋଲ ଟେବଲ ବୈଠକରେ ଯୋଗଦେଇଥିଲେ। ପେରୁ, ଆର୍ଜେଣ୍ଟିନା, ଉରୁଗୁଏ, ପାରାଗୁଏ, ସୁରିନାମ, ଚିଲି,…

୩.୪୬ କୋଟି ଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରୁ ଏତିକିଙ୍କୁ ମିଳିଛି ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ…

ଭୁବନେଶ୍ୱର: ୧.୪୭ କୋଟି ହିତାଧୀକାରୀଙ୍କୁ ମିଳିଛି ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ । ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ଦ୍ୱାରା ଉଠାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ସୋମବାର ରାଜ୍ୟ ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।…

୩ ବର୍ଷରେ ୨୩,୧୩୦ ନବଜାତ ଶିଶୁଙ୍କ ମୃତ୍ୟୁ, ପ୍ରାଣ ହରାଇଛନ୍ତି ଏତିକି ପ୍ରସୂତୀ…

ଭୁବନେଶ୍ୱର: ଗତ ତିନି ବର୍ଷ ମଧ୍ୟରେ ରାଜ୍ୟରେ ମୋଟ ୧୯ ଲକ୍ଷ ୩୪ ହଜାର ୪୧୨ ଜଣ ମହିଳା ଗର୍ଭବତୀ ହୋଇଥିବାବେଳେ, ଏଥିରୁ ୨ ହଜାରରୁ ଅଧିକ ପ୍ରସୂତୀଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୧୭ ଲକ୍ଷ ୬୦ ହଜାର ୫୭୭ ମହିଳା ସ୍ୱାସ୍ଥ୍ୟସେବା କେନ୍ଦ୍ରରେ ପ୍ରସବ କରିଥିବା ବେଳେ, ବାକି ୧୪ ହଜାର ୪୨୪ ଜଣ ଘରେ…

ଭୁବନେଶ୍ୱରରେ ଟ୍ୟାକ୍ସି ଡ୍ରାଇଭର ମୃତ୍ୟୁ ଘଟଣା; ୪ ଗିରଫ

ଭୁବନେଶ୍ୱର: ସେପ୍ଟେମ୍ବର ୨୦ରେ ଭୁବନେଶ୍ୱର ଉପକଣ୍ଠରେ ଥିବା ଦାରୁଠେଙ୍ଗା ନିକଟବର୍ତ୍ତୀ ଚନ୍ଦକା-ବାରଙ୍ଗ ରୋଡରେ ଜଣେ ଟ୍ୟାକ୍ସି ଡ୍ରାଇଭରଙ୍କ ମୃତ୍ୟୁ ଘଟଣାରେ ପୋଲିସ ଚାରି ଜଣଙ୍କୁ ଗିରଫ କରିଛି। ତେବେ ସମସ୍ତ ଚାରି ଜଣ ଅଭିଯୁକ୍ତ ଗଜପତି ଜିଲ୍ଲାର ମୂଳ ବାସିନ୍ଦା ବୋଲି ଜଣାପଡ଼ିଛି।…

ରାଜ୍ୟରେ ୧୪ ମାସରେ ବଢିଛି ନାରୀ ନିର୍ଯାତନା; ‘ସାରା ଦେଶରେ ଓଡ଼ିଶାର ମୁଣ୍ଡ ତଳକୁ ହୋଇଯାଇଛି’

ଭୁବନେଶ୍ବର: ସୋମବାର ବିଧନସଭାରେ ବିଧାୟକ ଅରୁଣ ସାହୁ ଅଭିଯୋଗ ଆଣି କହିଛନ୍ତି ଯେ, ଗତ ୧୪ ମାସରେ ୩୭ ହଜାରରୁ ଅଧିକ ମହିଳା ବିରୋଧୀ ହିଂସା ମାମଲା ପଞ୍ଜିକୃତ ହୋଇଛି । ମହିଳାମାନେ ଏବେ ଘରୁ ବାହାରକୁ ଗୋଡ଼ କାଢିପାରୁ ନାହାଁନ୍ତି, ଘର ବାହାରେ ସେମାନେ ନିଜକୁ ଅସୁରକ୍ଷିତ ଅନୁଭବ କରୁଛନ୍ତି…

‘୧୪ ମାସରେ ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଫେରସ୍ତ ହୋଇଛି ୪୯ କୋଟି ୬୭ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା’

ଭୁବନେଶ୍ବର: ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ ନେଇ ବିଧାନସଭାରେ ସୋମବାର ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ, ଗତ ୧୪ ମାସ ମଧ୍ୟରେ ରାଜ୍ୟ ସରକାର ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଫେରସ୍ତ କରିଛନ୍ତି ୪୯.୬୭ କୋଟି ଟଙ୍କା । ରୋଜ୍ ଭ୍ୟାଲି ଗ୍ରୁପ୍ ଅଫ୍…

ଜୁନ୍ ୨୦୨୪ରୁ ଗଲାଣି ୨୨ ଛାତ୍ରଛାତ୍ରୀଙ୍କ ଜୀବନ, ୧୧ ଗିରଫ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୁନ୍ ୨୦୨୪ରୁ ଓଡ଼ିଶାରେ ୨୨ଟି ଆତ୍ମହତ୍ୟା ଜନିତ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ଯେଉଁଥିରେ ସରକାରୀ ଏବଂ ବେସରକାରୀ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ସାମିଲ ଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସୂଚନା ଦେଇଛନ୍ତି। ରାଜ୍ୟ ବିଧାନସଭାରେ…

ନିଜ ଦେହରେ କିରୋସିନି ଢାଳି ନିଆଁ ଲଗାଇଥିଲେ ବଳଙ୍ଗା ପୀଡ଼ିତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଳଙ୍ଗା ପୀଡ଼ିତାଙ୍କ ଉପରେ ବଡ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଧାନସଭାର ମୌସୁମୀ ଅଧିବେଶନର ସୋମବାର ଗୃହରେ ମୋହନ କହିଛନ୍ତି ଯେ, ନିଜେ ନିଜ ଉପରେ କିରୋସିନ ଢ଼ାଳି ନିଆଁ ଲଗାଇଦେଇଥିଲେ ପୀଡିତା ଜଣଙ୍କ । ଦିଲ୍ଲୀ ଏମ୍ସରେ ଚିକିତ୍ସା କରୁଥିବା ଡାକ୍ତାରଙ୍କ…