Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସରୁ ବହିଷ୍କୃତ

ଭୁବନେଶ୍ୱର : ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସରୁ ବହିଷ୍କୃତ। ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସ ଦଳରୁ ପୂର୍ବତନ ବିଧାୟକ ଡକ୍ଟର ପ୍ରଫୁଲ୍ଲ ମାଝୀଙ୍କୁ ବହିଷ୍କାର କରାଯାଇଛି। ଏନେଇ କଂଗ୍ରେସ ଦଳ ପକ୍ଷରୁ ସଂଯୋଜକ ଦୀପକ କୁମାର ମହାପାତ୍ର ଗଣମାଧ୍ୟମକୁ ସୂଚନା…

ଓଡ଼ିଶା ଫେରିଥିବା ଯାତ୍ରୀଙ୍କ ମଧ୍ୟରୁ ୪୦ ପ୍ରତିଶତ ବିଦେଶ ଫେରନ୍ତାଙ୍କ ମିଳୁନି ପତ୍ତା

ଭୁବନେଶ୍ୱର: ଓମିକ୍ରନ ନେଇ ବଢ଼ୁଛି ଚିନ୍ତା । ରାଜ୍ୟକୁ ଆସିଥିବା ବିଦେଶ ଫେରନ୍ତାଙ୍କ ସଠିକ୍ ତଥ୍ୟ ମିଳୁନି । ଓମିକ୍ରନ ଆକ୍ରାନ୍ତ ଦେଶରୁ ୮ଶହରୁ ଅଧିକ ଯାତ୍ରୀ ଓଡ଼ିଶା ଆସିଛନ୍ତି । ସେମାନଙ୍କ ମଧ୍ୟରୁ ୪୦ପ୍ରତିଶତ ବିଦେଶ ଫେରନ୍ତାଙ୍କ ପତ୍ତା ମିଳୁନି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ…

ପଦାରେ ପଡିଲା ନକଲି ଡାକ୍ତରଙ୍କ କେଳେଙ୍କାରୀ, ଯୁବତୀଙ୍କୁ ଫସାଇ ଲୁଟୁଥିଲେ ଟଙ୍କା

ଭୁବନେଶ୍ୱର: ନକଲି ଡାକ୍ତର କେଳେଙ୍କାରୀ ପର୍ଦ୍ଦଫାଶ ହୋଇଛି । ଲୁଟେରାକୁ ସହିଦନଗର ଥାନା ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ କଟକ ବଡମ୍ବା ଅଞ୍ଚଳର ପ୍ରଭାସ ଦାସ । ସୋସିଆଲ ମିଡିଆରେ ଯୁବତୀ ମାନଙ୍କୁ ପ୍ରେମରେ ଫସାଇ ମୋଟା ଅଙ୍କର ଲୁଟ୍ ଚଳାଇଥିଲା। ନିଜକୁ ଏମକେସିଜିରେ ଗାଇନୋକୋଲୋଜିଷ୍ଟ…

ଫସଲ ନଷ୍ଟ ହେବାରୁ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ

ବ୍ରହ୍ମପୁର: ଚାଷୀଙ୍କ ପାଇଁ ଦୁଃଖର କାରଣ ସାଜିଲା ଜୱାଦ । ବାତ୍ୟାରେ ଫସଲ ନଷ୍ଟ ହୋଇଯିବାରୁ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଏହିଭଳି ଅଘଟଣ ଘଟିଛି ଗଞ୍ଜାମ ଜିଲ୍ଲା ତୁରୁବୁଡ଼ି ପଞ୍ଚାୟତର ଉଲୁମ ଗାଁରେ । ମୃତ ଚାଷୀ ଜଣକ ହେଲେ କୈଳାସ ଶବର । କୈଳାସ ୨ ଏକର ଜମିକୁ ଭାଗରେ…

[ଭିଡିଓ] ପଞ୍ଚମ ଦିନରେ ବିଧାନସଭା ଅଚଳ, ଅପରାହ୍ନ ୪ ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ଆଜି ପଞ୍ଚମ ଦିନରେ ବି ଚାଲିପାରିଲାନି ଗୃହ । ସୋମବାର ଗୃହ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି । ମମିତା ପ୍ରସଙ୍ଗକୁ ନେଇ ବିରୋଧୀ ହୋ ହାଲ୍ଲା ଓ ପ୍ରତିବାଦ ଜାରି ରଖିଥିବା ବେଳେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରିଛନ୍ତି। ଗୃହର ମଧ୍ୟ…

ରାଜ୍ୟରେ ଆଉ ଜଣେ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ଏବେ ଜଣଙ୍କ ପରେ ଜଣଙ୍କ ଜୀବନ ନେଉଛି କରୋନା। ଗତ ୨୪ ଘଣ୍ଟାରେ ୧୦୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୩ କୁ ବୃଦ୍ଧି…

ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ

ସମ୍ବଲପୁର: ଭିଜିଲାନ୍ସ ହାତରେ ଧରାପଡ଼ିଲା ପଞ୍ଚାୟତ ନିର୍ବାହୀ ଅଧିକାରୀ । ସମ୍ବଲପୁର ଯୁଯୁମୁରା ବ୍ଲକ ଝାଙ୍କରପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ ଅଚ୍ୟୁତାନନ୍ଦ ଖୁଣ୍ଟିଆଙ୍କ ଘରେ ଭିଜିଲାନ୍ସ ରେଡ଼୍ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି ।…

ଗତ ୨୪ଘଣ୍ଟାରେ ରାଜ୍ୟରେ ୧୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୬୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ସଂକ୍ରମଣରୁ ୪୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୧୯ଜଣ କରୋନା ପଜିଟିଭ ଚିହ୍ନଟ…

ଆଜି ୧୨ଘଣ୍ଟିଆ ମଦନପୁର ରାମପୁର ବନ୍ଦ

ଭବାନୀପାଟଣା:ଆଜି ୧୨ଘଣ୍ଟିଆ ମଦନପୁର ରାମପୁର ବନ୍ଦ । ଦୀର୍ଘ ୨୫ବର୍ଷ ହେଲା ଦାବି ଶୁଣୁନଥିଲେ ସରକାର । ସବଡ଼ିଭିଜନ ମାନ୍ୟତା ଦାବିରେ ବର୍ଷ ବର୍ଷ ଧରି ଆନ୍ଦୋଳନ ଚାଲୁଥିଲା । ହେଲେ ସରକାର କର୍ଣ୍ଣପାତ କରୁନଥିଲେ । ଶେଷରେ ଆଜି ରାସ୍ତାକୁ ଓହ୍ଲାଇଛନ୍ତି କଳାହାଣ୍ଡି ଜିଲ୍ଲା ଏମ୍.ରାମପୁର, ନର୍ଲା…

ରାଜଧାନୀ ଛାତିରେ ଲୁଟେରାଙ୍କ ରାଜୁତି, କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ସୁନା ଓ ରୁପା ଗହଣା ଲୁଟ୍

ଭୁବନେଶ୍ୱର: ଭୁବନେଶ୍ୱର ଡ଼େଲଟା ଛକରେ ଥିବା ସୁନା ଦୋକାନରୁ ବଡ଼ ଧରଣର ଲୁଟ୍ । ଲକ୍ଷ୍ମୀ ନାରାୟଣ ନାମକ ଗହଣା ଦୋକାନରୁ ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । କୋଟିଏରୁ ଅଧିକ ଟଙ୍କାର ସୁନା ଓ ରୁପା ଗହଣା ଲୁଟ୍ ହୋଇଛି । ଚୋରୀ ସାମଗ୍ରୀ ମଧ୍ୟରେ ରହିଛି ୧ କେଜି ସୁନା, ୧୦କେଜି ରୁପା ଓ…