Latest Odisha News

BREAKING NEWS

Browsing Category

ଓଡିଶା

Odisha

Parrot Hatchlings: ବନାଞ୍ଚଳ ରେଞ୍ଜରୁ ୧୦୮ ଶୁଆ ଶାବକ ଉଦ୍ଧାର; ଜଣେ ଗିରଫ

ମୟୂରଭଞ୍ଜ: ରାଇରଙ୍ଗପୁର ବନଖଣ୍ଡରେ ୧୦୮ଟି ଶୁଆ ଶାବକକୁ ଉଦ୍ଧାର କରିଛି ବନ ବିଭାଗ। ସୂଚନା ଅନୁଯାୟୀ ରାଇରଙ୍ଗପୁର ବନଖଣ୍ଡ ଗୋରୁମହିଷାଣି ଅଞ୍ଚଳର ସେକ ଜାକିର ହୁସେନ (୩୮) ବେଆଇନ୍ ଭାବେ ବିଭିନ୍ନ ଅଞ୍ଚଳରୁ ସଂଗ୍ରହ କରିଥିବା ୧୦୮ ଶୁଆ ଶାବକକୁ ବିକ୍ରି କରିବାକୁ ଯୋଜନା କରୁଥିବା ବେଳେ ଗିରଫ…

ସରଣ୍ଡା ଜଙ୍ଗଲରେ ପୁଣି ପୁଲିସ-ମାଓବାଦୀ ମୁହାଁମୁହିଁ, ଘେରାବନ୍ଦୀରେ କୋଟିଏ ଟଙ୍କିଆ ଟପ୍ ମାଓବାଦୀ

ସୁନ୍ଦରଗଡ: ସରଣ୍ଡାରେ ଚାଲିଛି ବଡ଼ ମାଓ ଅପରେସନ୍ । ଓଡ଼ିଶା-ଝାଡ଼ଖଣ୍ଡ ପଶ୍ଚିମ ସିଂହଭୂମ ସରଣ୍ଡା ଜଙ୍ଗଲର କୁମଡ଼ିହ ଓ କୋଲବୋଙ୍ଗା ଅଞ୍ଚଳରେ ମୁହାଁମୁହିଁ ହୋଇଛନ୍ତି ମାଓବାଦୀ ଓ ସୁରକ୍ଷାକର୍ମୀ । ଉଭୟଙ୍କ ମଧ୍ୟରେ ଚାଲିଛି ପ୍ରବଳ ମାତ୍ରାରେ ଗୁଳିବିନିମୟ । ଟପ୍ ମାଓ ନେତା ମିସିର ବେସରା ସହ…

Mohammed Moquim: ଏପ୍ରିଲ୍‌ ୮ରେ ନୂଆ ଦଳ ଲଞ୍ଚ୍‌ କରିବେ ମହମ୍ମଦ ମୋକିମ୍‌

କଟକ: ନୂଆ ଦଳ ଲଞ୍ଚ କରିବା ନେଇ ବଡ଼ ଘୋଷଣା କଲେ ମହମ୍ମଦ ମୋକିମ୍‌ । ଏପ୍ରିଲ୍‌ ୮ରେ ନୂଆ ଦଳ ଲଞ୍ଚ୍‌ କରିବେ । ଏହା ସହ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’ ରହିବ । ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ନୂଆ ଦଳ ଲଞ୍ଚ କହିଲେ ବୋଲି ମୋକିମ୍‌ ଘୋଷଣା କରିଛନ୍ତି । ମୋକିମ୍ ପୂର୍ବରୁ ସ୍ପଷ୍ଟ…

Subhadra Money: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମହିଳାଙ୍କୁ ମିଳିଲା ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ବର: ବିଶ୍ବ ମହିଳା ଦିବସ ଉପଲକ୍ଷେ ମହିଳାଙ୍କ ଖାତାକୁ ଗଲା ‘ସୁଭଦ୍ରା’ ଟଙ୍କା । ‘ସୁଭଦ୍ରା’ର ଚତୁର୍ଥ କିସ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୁରୀ ତାଳବଣିଆ କାର୍ଯ୍ୟକ୍ରମରେ ଅର୍ଥ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟର ୧ କୋଟି ୨ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ…

ଦୁର୍ନୀତି ନକରିବାକୁ ମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ୱର: ରାଜ୍ୟରେ ଦୁର୍ନୀତି ବୃଦ୍ଧି ପାଇଛି। ବିଶେଷ କରି ସରକାରୀ କର୍ମଚାରୀଙ୍କ କ୍ଷେତ୍ରରେ ଅଧିକ ପରିଲକ୍ଷିତ ହେଉଛି। ତେଣୁ ସବୁବେଳେ ସରକାରୀ କାର୍ଯ୍ୟରେ କୌଣସି ପ୍ରକାର ଦୁର୍ନୀତି ନକରିବାକୁ ନିର୍ଦ୍ଦେଶ ଦିଆଯାଉଛି। ଦୁର୍ନୀତିର ଅଭିଯୋଗ ଆସିଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…

କାନ୍ଥ ଭାଙ୍ଗି ଘରେ ପଶିଗଲା ଆମ୍ବୁଲାନ୍ସ; ୩ ଗୁରୁତର, ପୋଷା କୁକୁର ମୃତ

ନୟାଗଡ଼: ରାତି ଅଧରେ କାନ୍ଥ ଭାଙ୍ଗି ଘରେ ପଶିଗଲା ଆମ୍ବୁଲାନ୍ସ। ନୟାଗଡ ଜିଲ୍ଲା ଦଶପଲ୍ଲାରେ ଘଟିଛି ଏହି ଅଘଟଣ। ଏହି ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି। ଭାରସାମ୍ୟ ହରାଇ ବୁଗୁଡ଼ା ଛକରେ ଥିବା ଏକ ଘରେ ପଶିଗଲା ଆମ୍ବୁଲାନ୍ସ। ୩ ଜଣ ଗୁରୁତର ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…

Low Pressure Triggers: ୩ ଦିନ ପ୍ରବଳ ବର୍ଷା, ଏହି ୪ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କତା

ଭୁବନେଶ୍ବର: କମିବ ତାପମାତ୍ରା। ଘୂର୍ଣ୍ଣିବଳୟ ପ୍ରଭାବରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। : ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠୁ ୩ ଦିନ ବର୍ଷା ହେବ। ରାଜ୍ୟର ବିଭିନ୍ନ…

Puri Station: ଆସନ୍ତା ୧୧ରୁ ଏହି ଦିନ ଯାଏଁ ପୁରୀକୁ ଆସିବନି ଟ୍ରେନ୍‌

ପୁରୀ: ପୁରୀ ରେଳ ଷ୍ଟେସନର ନବୀକରଣ କରାଯାଉଛି । ତେଣୁ ୬୫ ଦିନ ଯାଏଁ ପୁରୀକୁ ଯିବନି ଟ୍ରେନ୍ । ଆସନ୍ତା ୧୧ ତାରିଖରୁ ମେ ମାସ ୧୬ ତାରିଖ ଯାଏଁ ରେଳ ସେବା ପ୍ରଭାବିତ ହେବ । ଏହି ୬୫ ଦିନ ପର୍ଯ୍ୟନ୍ତ କୌଣସି ଟ୍ରେନ୍‌ ପୁରୀ ଆସିବ ନାହିଁ । ଟ୍ରେନ୍‌ ଗୁଡ଼ିକ ସାକ୍ଷୀଗୋପାଳ, ମାଳତିପାଟପୁର…

ଜଙ୍ଗଲ ଜମିର ସୀମା ନିର୍ଦ୍ଧାରଣ ଏବଂ ପଟ୍ଟା ଓ ନକ୍ସାର ସଂଶୋଧନ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି

ଭୁବନେଶ୍ୱର:ରାଜ୍ୟରେ ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ବନବାସୀଙ୍କର (ଜଙ୍ଗଲ ଅଧିକାର ସ୍ଵୀକୃତି) ସଂଶୋଧନ ଆଇନରେ ଉଲ୍ଲିଖିତ ଅଧିକାର ଅନୁଯାୟୀ ରାଜସ୍ୱ ବିଭାଗ ଦ୍ଵାରା ସେଥିରେ ନିର୍ଦ୍ଦିଷ୍ଟ ଥିବା ଜଙ୍ଗଲ ଜମିର ଅନ୍ତିମ ନକ୍ସା ପ୍ରସ୍ତୁତ କରାଯିବ । ରାଜସ୍ୱ ଅଥବା ଜଙ୍ଗଲ ବିଭାଗର…