Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟର ସବୁ ହାଇସ୍କୁଲକୁ ମିଳିବ ସ୍ୱତନ୍ତ୍ର ପ୍ୟାକେଜ୍: ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ବିକାଶ ଉପରେ ସରକାରଙ୍କ…

କଟକ: ରାଜ୍ୟର ଶିକ୍ଷା ବ୍ୟବସ୍ଥା, ବିଶେଷ କରି ସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି । ସମଗ୍ର ଓଡ଼ିଶାର ସମସ୍ତ ହାଇସ୍କୁଲରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା…

Balianta Soumya Murder Case: ତଦନ୍ତ ବାଟବଣା ହେଉଥିବା ଆଶଙ୍କା, ଅସଲ ଅପରାଧୀଙ୍କୁ ଘଣ୍ଟ ଘୋଡ଼ାଉଛି ପୋଲିସ?

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ବହୁଚର୍ଚ୍ଚିତ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଏବେ ଏକ ନୂଆ ମୋଡ଼ ଆସିଛି । ନିଜ ପୁଅକୁ ହରାଇ ନ୍ୟାୟ ପାଇଁ ଲଢ଼େଇ କରୁଥିବା ଜଣେ ଅସହାୟ ମା' ପୋଲିସର ତଦନ୍ତ ପ୍ରକ୍ରିୟା ଓ ପ୍ରସ୍ତୁତ ହୋଇଥିବା ଚାର୍ଜସିଟକୁ ନେଇ ସାଂଘାତିକ…

ଓରାଙ୍ଗଉଟାନଙ୍କ ସୁରକ୍ଷା ପାଇଁ ୫ ଜଣିଆ ବୈଷୟିକ କମିଟି ଗଠନ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ଏକ ଜଙ୍ଗଲରୁ ଚଳିତ ସପ୍ତାହ ଆରମ୍ଭରେ ଉଦ୍ଧାର କରାଯାଇଥିବା ପାଞ୍ଚଟି ଓରାଙ୍ଗଉଟାନ ଛୁଆଙ୍କ ସେବା ଓ ଯତ୍ନ ପାଇଁ ଓଡ଼ିଶା ସରକାର ଏକ ପାଞ୍ଚ-ସଦସ୍ୟ ବିଶିଷ୍ଟ ବୈଷୟିକ କମିଟି ଗଠନ କରିଛନ୍ତି। ବିରଳ ଶ୍ରେଣୀଭୁକ୍ତ ଏହି ପ୍ରାଣୀମାନେ ଭାରତର ମୂଳ ବାସିନ୍ଦା…

ପାର୍ବଣ ପୂର୍ବରୁ ହାଇଓ୍ବେ ଲୁଟେରା ଗ୍ୟାଙ୍ଗ ଗିରଫ

ଭୁବନେଶ୍ବର: ପାର୍ବଣ ପୂର୍ବରୁ ପୁରୀ ପୋଲିସକୁ ବଡ଼ ସଫଳତା ମିଳିଛି। ହାଇଓ୍ବେ ଲୁଟେରା ଗ୍ୟାଙ୍ଗର ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁରୀ ପୋଲିସ। ସୂଚନା ଅନୁଯାୟୀ, ଅଭିଯୁକ୍ତଙ୍କ ଠାରୁ ୧୩ଟି ସୁନା ଚେନ୍, ଗୋଟିଏ ହାର, ୨ ହଳ ସୁନା କାନ ଫୁଲ, ଗୋଟିଏ ସୁନା ବ୍ରେସଲେଟ୍…

Ganesh Puja Guidelines:ଗଣେଶ ପୂଜାରେ ଡିଜେ,ବାଣ ମନା: ରାତି ୧୦ଟା ଭିତରେ ସରିବ ମେଲୋଡି

ଭୁବନେଶ୍ବର: ଗଣେଶ ପୂଜା ପାଇଁ ଚଳିତବର୍ଷ ଭୁବନେଶ୍ୱରରେ କଟକଣା ଜାରି କରିଛି କମିଶନରେଟ ପୋଲିସ। କମିଶନରେଟ୍ ପୋଲିସ୍ (CP) ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ଗଣେଶ ପୂଜାକୁ ସୁରୁଖୁରୁରେ ଓ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରିବା ପାଇଁ ବିସ୍ତୃତ ନିର୍ଦ୍ଦେଶାବଳୀ ଜାରି କରିଛି। ଏଥର…

୧୭ ଯାଏଁ ବର୍ଷାରୁ ନିସ୍ତାର ନାହିଁ…

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ଓ ବଜ୍ରପାତ ନେଇ ପୂର୍ବାନୁମାନ କରିଛି। ଯାହା ଫଳରେ ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ୟେଲୋ ଆଲର୍ଟ ଜାରି କରାଯାଇଛି। ରବିବାର ପାଇଁ ଆଇଏମଡି ଝଡ଼ବର୍ଷା ନେଇ ହଳଦିଆ ଚେତାବନୀ ଜାରି କରିଛି। ଯେଉଁଥିରେ ବାଲେଶ୍ୱର, ଭଦ୍ରକ,…

ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତର ବଡ଼ ସଫଳତା: ଓଡ଼ିଶାକୁ ମିଳିଲା ୨.୪୩ ଲକ୍ଷ କୋଟିର ବିପୁଳ ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ବିକାଶ ଏବଂ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ଯୋଡ଼ି ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସଦ୍ୟ ସମାପ୍ତ ସଂଯୁକ୍ତ ଆରବ ଏମିରେଟ୍ସ ଅର୍ଥାତ୍ ଦୁବାଇ ଗସ୍ତ ରାଜ୍ୟ ପାଇଁ ଆଶାତୀତ ସଫଳତା ଆଣିଦେଇଛି । ବିଦେଶୀ ନିବେଶକମାନେ ଏବେ ଓଡ଼ିଶାରେ ନିଜର…

କମିଲା ବର୍ଷା, ଖୋଲିଲା ରାସ୍ତା: ମାଲକାନଗିରିରୁ ଅଟକି ରହିଥିବା ଶହ ଶହ ଗାଡ଼ି ଗଡ଼ିଲା

ମାଲକାନଗିରି: ଦୀର୍ଘ ସମୟର ବନ୍ୟା ସଙ୍କଟ ପରେ ରବିବାର ମାଲକାନଗିରି ଜିଲ୍ଲାରେ ପରିସ୍ଥିତି ସମ୍ପୂର୍ଣ୍ଣ ସ୍ୱାଭାବିକ ହୋଇଛି । ଲଗାଣ ବର୍ଷା ଓ ବନ୍ୟା ଯୋଗୁଁ ଜିଲ୍ଲାରେ ଯେଉଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା, ବନ୍ୟାଜଳ ହ୍ରାସ ପାଇବା ପରେ ସେଠାରେ ଏବେ ଆଶ୍ୱସ୍ତିର ନିଶ୍ୱାସ ଛାଡ଼ିଛନ୍ତି…

ଜୟଦେବ ବିହାରରେ ହଙ୍ଗାମା: ହଷ୍ଟେଲ୍ ମାଲିକଙ୍କ ଆକ୍ରମଣରେ ଛାତ୍ରୀ ମେଡିକାଲରେ ଭର୍ତ୍ତି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଅଞ୍ଚଳରେ ଥିବା ଏକ ଘରୋଇ ମହିଳା ହଷ୍ଟେଲ୍ ପରିସରରେ ରବିବାର ଏକ ଅଭାବନୀୟ ତଥା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ହଷ୍ଟେଲ୍ ମାଲିକଙ୍କ ଆକ୍ରମଣରେ ଜଣେ ଛାତ୍ରୀ ଗଭୀର ଭାବରେ ଆହତ ହୋଇଥିବା ଅଭିଯୋଗ ହୋଇଛି । ଆହତ ଛାତ୍ରୀଙ୍କୁ…

ପୁରୀ ଏସବିଆଇ ଲକର୍‌ରୁ ୫୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର ଗାଏବ: ଅବସରପ୍ରାପ୍ ପ୍ରଧାନଶିକ୍ଷୟିତ୍ରୀଙ୍କ ଥାନାରେ…

ପୁରୀ: ସହରର ଏକ ପ୍ରମୁଖ ରାଷ୍ଟ୍ରୀୟକୃତ ବ୍ୟାଙ୍କ ଲକର୍‌ରୁ ୫୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର ନିଖୋଜ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଥିବା ବେଳେ ବ୍ୟାଙ୍କ ଗ୍ରାହକମାନଙ୍କ ମଧ୍ୟରେ ଭୟ ଓ ଅସନ୍ତୋଷ ଦେଖାଦେଇଛି । ଜଣେ ଅବସରପ୍ରାପ୍…