Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଣି ବିଗିଡିଲା ନନ୍ଦ ସାରଙ୍କ ସ୍ୱାସ୍ଥ୍ୟବସ୍ଥା

ଯାଜପୁର : ପୁଣି ବିଗିଡିଲା ନନ୍ଦ ସାରଙ୍କ ସ୍ୱାସ୍ଥ୍ୟ ଅବସ୍ଥା । ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ଉତ୍ତମ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥିତ ସମ୍ ହସ୍ପିଟାଲକୁ ସ୍ତାନାନ୍ତର କରାଯାଇଛି। ଗତ ୩୦ ତାରିଖରେ ତାଙ୍କ ଦେହ ଯେତେବେଳେ ଅସୁସ୍ଥ ହୋଇପଡିଥିଲା।ତାଙ୍କୁ ପ୍ରଥମେ ଯାଜପୁର ମେଡିକାଲରେ…

ଦୁର୍ବଳ ହେଉଛି ବାତ୍ୟା, ତଥାପି ସତର୍କ ରହିବାକୁ ପରାମର୍ଶ

କୋଣାର୍କ : ଧିରେ ଧିରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ’ । ଆସନ୍ତାକାଲି ମଧ୍ୟାହ୍ନରେ ପୁରୀ ପହଞ୍ଚିଲା ବେଳକୁ ଏହାର ତୀବ୍ରତା କମିଯିବ । ଏନେଇ ଆକାଳନ କରିଛି ପାଣିପାଗ ବିଭାଗ । ସେହିପରି ପୁରୀ ଛୁଇଁଲା ବେଳକୁ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିମି ରହିବ । ତେବେ ପୁରୀରୁ ଜିଲ୍ଲା ବିପଦ…

ବାତ୍ୟା ପ୍ରଭାବରେ ଭଦ୍ରକରେ ଲାଗି ରହିଛି ବର୍ଷା, ମୁତୟନ ଅଛନ୍ତି ଜରୁରୀକାଳୀନ ଟିମ୍

ଭଦ୍ରକ : ଦୁର୍ବଳ ହୋଇଛି ବାତ୍ୟା ଜଓ୍ବାଦ । ତଥାପି ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆବଶ୍ୟକୀୟ ପଦକ୍ଷେପ ନିଆଯାଇଥିବା ବେଳେ, ଜିଲ୍ଲାରେ ଝିପି ଝିପି ବର୍ଷା ଲାଗି ରହିଛି । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ, ସତର୍କତା…

ଓମିକ୍ରନ ମୁକାବିଲା ପାଇଁ ପ୍ରସ୍ତୁତ ରାଜ୍ୟ ସରକାର

ଭୁବନେଶ୍ବର : କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରାଜ୍ୟ ସରକାର । ଓମିକ୍ରନ ବିରୋଧରେ ସ୍ବଦେଶୀ ଟିକା କାମ କରୁଛି । ଏହାକୁ ନେଇ ଭୟଭୀତ ହେବାର କିଛି କାରଣ ନାହିଁ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ଯେଉଁମାନେ ବିଦେଶରୁ…

୩୮ ଦେଶକୁ ବ୍ୟାପିଲା ନୂଆ ଭ୍ୟାରିଆଣ୍ଟ ଓମିକ୍ରନ୍

ନୂଆଦିଲ୍ଲୀ : ୩୮ଟି ଦେଶକୁ ବ୍ୟାପିଲା କରୋନାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ । ତେବେ ବର୍ତ୍ତମାନ ସୁଦ୍ଧା କୌଣସି ଓମିକ୍ରନ ଜନିତ ମୃତ୍ୟୁ ହୋଇନାହିଁ ବୋଲି କହିଛି ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ । ଏବେ ବି ଓମିକ୍ରନ ସମ୍ପର୍କରେ ସବିଶେଷ ତଥ୍ୟ ଜଣାପଡିନି ଏବଂ ଆସନ୍ତା କିଛି ସପ୍ତାହ ମଧ୍ୟରେ ଏହି…

ଚାଲିପାରିଲାନି ବିଧାନସଭା, ସୋମବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା

ଭୁବନେଶ୍ୱର:  ଚାଲିପାରିଲାନି ବିଧାନସଭା, ସୋମବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି । ବିଧାନସଭାରେ ଚାଲିଛି ଶୀତକାଳୀନ ଅଧିବେସନ । ହେଲେ ମମିତା ମେହେର ହତ୍ୟା ମାମଲାକୁ ନେଇ ମନ୍ତ୍ରୀଙ୍କ ବହିସ୍କାର ଦାବି କରୁଛନ୍ତି ବିରୋଧୀ । ଏହାରି ମଧ୍ୟରେ ଅପରାହ୍ଣ ଅଧିବେସନରେ ବିରୋଧୀ ହଟ୍ଟଗୋଳ…

ଗାଡ଼ି ଭାଙ୍ଗିଲେ, ପୋଲିସକୁ ମାଡ଼ ମାରି ବନ୍ଧୁକ ଛଡ଼ାଇନେଲେ

ପାରାଦୀପ: ପାରାଦୀପ ଅଭୟଚାନ୍ଦପୁର ଥାନା ଢ଼ିଙ୍କିଆ ଗ୍ରାମରେ ପୋଲିସକୁ ମାଡ । ଏହାସହ ବନ୍ଧୁକ ଛଡ଼ାଇ ନେଇଛନ୍ତି ଗ୍ରାମବାସୀ । ପୋଲିସର ଦୁଇଟି ବସର କାଚ ଭାଙ୍ଗିଛନ୍ତି । ଆଇଆଇସିଙ୍କ ସମେତ ୧୧ଜଣ ପୋଲିସ ଆହତ ହୋଇଥିବା ଜଗତସିଂହପୁର ଏସପି ଅଖିଳେଶ ସିଂ ପ୍ରକାଶ କରିଛନ୍ତି । ସୂଚନା ଅନୁସାରେ,…

ସିସୋର କମ୍ପାନୀର ଆଉ ୬ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ଭୁବନେଶ୍ୱର: ସିସୋର କଂପାନୀର ଆଉ ୬ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ । ସିସୋର ଠାରୁ ୬ କୋଟି ନେଇଥିବା ୨ ବ୍ୟବସାୟୀଙ୍କ ସମ୍ପତ୍ତି ବାଜ୍ୟାପ୍ତି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ସିସୋର ପାଇଁ ଅହମ୍ମଦାବାଦରେ ଜମି କିଣାଇ ଦେବାକୁ ଜଣେ ବ୍ୟବସାୟୀ ୫ କୋଟି ଟଙ୍କା ନେଇଥିଲେ  ।…

ରାଜସ୍ଥାନରୁ ବ୍ରାଉନ୍‌ସୁଗର ମାଫିଆ ଅଜବହର ଗିରଫ

ଭୁବନେଶ୍ୱର : କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ୍‌କୁ ବଡ଼ ସଫଳତା । ରାଜସ୍ଥାନରୁ ବ୍ରାଉନ୍‌ସୁଗାର ମାଫିଆ ଅଜବହରକୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ । ଗିରଫ ପରେ ରାଜସ୍ଥାନ ଯୋଧପୁରରୁ ଅଜବହରକୁ ଓଡିଶା ଆଣୁଛି ଏସ୍‌ଟିଏଫ୍‌ର ସ୍ୱତନ୍ତ୍ର ଟିମ୍‌ । ଆନ୍ତଃରାଜ୍ୟ ବ୍ରାଉନସୁଗାର ବେପାରୀଙ୍କ …

ଜୁନିଅର ବିଶ୍ୱକପ୍ ହକିରେ ପଶିଲା କରୋନା

ଭୁବନେଶ୍ୱର: ଜୁନିଅର ବିଶ୍ୱକପ୍ ହକିରେ ପଶିଲା କରୋନା। ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଖେଳା ଯାଉଥିବା ଜୁନିଅର ପରୁଷ ବିଶ୍ୱକପ୍ ହକିରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। । ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ କଳିଙ୍ଗ ଷ୍ଟାଡିୟମର ମିଡିଆ ସେଣ୍ଟର ବ୍ୟବହାର କରିଥିଲେ ।…