Latest Odisha News

BREAKING NEWS

Browsing Category

ଓଡିଶା

Odisha

ସନ୍ଦେହଜନକ ଅବସ୍ଥାରେ ପୋଖରୀରୁ ଉଦ୍ଧାର ନାବାଳିକାର ମୃତଦେହ

ଭଦ୍ରକ: ପୋଖରୀରୁ ନାବାଳିକା ଛାତ୍ରୀର ମୃତଦେହ ଉଦ୍ଧାର ହୋଇଛି । ଏହିଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ମଜୁରି ଗଡ଼ିଆ ଗ୍ରାମରେ । ଗାଁର ମାନସ କୁମାର ଜେନାଙ୍କ ୧୫ବର୍ଷର ନାବାଳିକା ଛାତ୍ରୀ ମଧୁସ୍ମିତା ଜେନା ସକାଳୁ ଫୁଲ ତୋଳିବାକୁ ଯାଇଥିଲେ । ହେଲେ ସେ ଆଉ ଫେରିନଥିଲେ । ପରିବାର…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଦୂରନ୍ତ ଏକ୍ସପ୍ରେସ

ଯାଜପୁର: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଦୂରନ୍ତ ଏକ୍ସପ୍ରେସ । ଯାଜପୁର ଜିଲ୍ଲାର ହରିଦାସପୁର ଷ୍ଟେସନ ନିକଟରେ ଦୂରନ୍ତ ଏକ୍ସପ୍ରେସର ତିନିଟି ବଗି ଲାଇନଚ୍ୟୁତ ହୋଇଥିବାର ଖବର ମିଳିଛି । ୧୨୨୪୬ ନମ୍ବର ଟ୍ରେନ ବେଙ୍ଗାଲୁରୁଠାରୁ ହାୱଡ଼ା ଯିବା ବେଳେ ପୂର୍ବତଟ ରେଳପଥର ହରିଦାସପୁର ଷ୍ଟେସନ…

ଓମିକ୍ରନ୍ ଆତଙ୍କ : ଜୟପୁରରେ ଦକ୍ଷିଣ ଆଫ୍ରିକା ଫେରନ୍ତା ଗୋଟିଏ ପରିବାରରେ ୪ ପଜିଟିଭ୍ !

ଜୟପୁର : ଦକ୍ଷିଣ ଆଫ୍ରିକାରେ ଓମିକ୍ରନ୍ ଭ୍ୟାରିଆଣ୍ଟ ଆତଙ୍କ ଖେଳାଇବା ପରେ ଭାରତକୁ ମଧ୍ୟ ଘାରିଛି ଓମିକ୍ରନ୍ ଭୟ । ଏହା ମଧ୍ୟରେ ଦକ୍ଷିଣ ଆଫ୍ରିକାରୁ ରାଜସ୍ଥାନ ଜୟପୁର ଫେରିଛନ୍ତି ଗୋଟିଏ ପରିବାର । ଏମାନଙ୍କ ମଧ୍ୟରୁ ୪ଜଣ କରୋନା ପଜିଟିଭ ଥିବା ଜଣାପଡିଛି । ଦେଶରେ ଓମିକ୍ରନର ଦୁଇଟି…

ଏସିଡ଼ ମାଡ଼ରେ ଦୁଇଜଣ ଯୁବକ ଗୁରୁତର

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଗୁଲୁଣ୍ଡା ଗାଁରେ ଏସିଡ଼ ମାଡ଼ । ଗାଁର ଦୁଇ ଜଣଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଏସିଡ଼ ଫିଙ୍ଗା ଫିଙ୍ଗି ହୋଇ ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି । ଯୁବକ ଦୁଇଜଣ ହେଲେ ଗୁଲୁଣ୍ଡା ଗାଁର ବିକ୍ରମ ହରିପାଲ ଓ ବୃନ୍ଦାବନ ଛତ୍ରିଆ । ସୂଚନା ଅନୁସାରେ, କୌଣସି…

ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା

ଭୁବନେଶ୍ୱର: ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା । ବାତ୍ୟା ସମ୍ପର୍କରେ ସୂଚନା ଦେଲେ ଏସଆରସି ପ୍ରଦୀପ ଜେନା । ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଆକଳନ ଅନୁସାରେ ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା । ୪ତାରିଖ ସନ୍ଧ୍ୟାରୁ ୫ତାରିଖ ସକାଳ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ ।…

[ଭିଡ଼ିଓ] ବିରୋଧୀଙ୍କ ହଟ୍ଟଗୋଳ: ଗୃହ ବାହାରେ ଗଙ୍ଗାଜଳ, ଗୋବର ପାଣି ଛିଞ୍ଚି ପ୍ରତିବାଦ

ଭୁବନେଶ୍ୱର: ଗୃହ ଆରମ୍ଭରୁ ଗୃହରେ ମମିତା ମେହେର ଝଡ଼ । ମନ୍ତ୍ରୀ ଦିବ୍ୟଶଙ୍କର ବହିଷ୍କାର ଦାବି କଲେ ବିରୋଧୀ । ମମିତା ମେହେର ମାମଲାକୁ ନେଇ ଆଜି ବିଧାନସଭାରେ ବିଜେପି ପ୍ରତିବାଦ କରିଛି । ପବିତ୍ର ଗୃହକୁ, ଗୃହ ରାଷ୍ଟମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରବେଶ କରିଥିବାରୁ ଗୃହ ଅପବିତ୍ର…

ମାଷ୍ଟରକ୍ୟାଣ୍ଟିନ ଛକରେ ଘଣ୍ଟ ବଜାଇ ବିଜେପିର ଅଭିନବ ପ୍ରତିବାଦ

ଭୁବନେଶ୍ୱର : ମାଷ୍ଟର କ୍ୟାଣ୍ଟିନ ଛକରେ ଘଣ୍ଟ ବଜାଇ ଅଭିନବ ପ୍ରତିବାଦ କରିଛନ୍ତି ବିଜେପି କର୍ମୀ । ମୁଖ୍ୟମନ୍ତ୍ରୀଙ୍କୁ ନିଦରୁ ଉଠାଇବା ପାଇଁ ଜିଲ୍ଲା ବିଜେପି କର୍ମୀମାନେ ଏଭଳି ଅଭିନବ ପ୍ରତିବାଦ କରିଛନ୍ତି । ବିଜେଡି ଶାଶନ କାଳରେ ମହିଳା ସୁରକ୍ଷିତ ନୁହଁନ୍ତି ବୋଲି ନାରା ଦେଇ ଜିଲ୍ଲା…

ନନ୍ଦନକାନନର ନୂଆ ନିର୍ଦ୍ଦେଶକ ହେଲେ ଆଇଏଫଏସ୍ ମନୋଜ ଭି ନାୟାର

ଭୁବନେଶ୍ୱର : ବଦଳିଲେ ନନ୍ଦନକାନନ ନିର୍ଦ୍ଦେଶକ । ନନ୍ଦନକାନନର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଇଛନ୍ତି ମନୋଜ ଭି ନାୟାର । ମନୋଜ ପୂର୍ବରୁ ମସୁରିରେ ଥିବା ଲାଲବାହାଦୁର ଶାସ୍ତ୍ରୀ ଜାତୀୟ ଶିକ୍ଷା ପ୍ରଶାସନ ବିଭାଗ ଡେପୁଟି ଡାଇରେକ୍ଟର ଭାବେ କାର୍ଯ୍ୟରତ ଥିଲେ। ସେ ୨୦୦୧ ଓଡ଼ିଶା କ୍ୟାଡରର…

ମମିତା ହତ୍ୟା ମାମଲା: ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କଲେ ରାଜ୍ୟ ସରକାର

କଟକ: ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲେ ରାଜ୍ୟ ସରକାର । ତଦନ୍ତର ଅଗ୍ରଗତି ନେଇ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ କରିଛନ୍ତି । ବର୍ତ୍ମାନ ମାମଲାର ତଦନ୍ତ ଚାଲୁଥିବାରୁ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ ହୋଇଛି…

ଜମନକିରା ଲ୍ୟାମ୍ପସ ଏମଡିଙ୍କ ଘରୁ ପୁଳା ପୁଳା ଟଙ୍କା ଜବତ

ସମ୍ୱଲପୁର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ସମ୍ୱଲପୁର ଜିଲ୍ଲା ଜମନକିରା ଲ୍ୟାମ୍ପସ ଏମଡି ଫଣୀନ୍ଦ୍ର ସାହୁ । ତାଙ୍କ ଘରେ ରେଡ୍ ବେଳେ ଭିଜିଲାନ୍ସ ନଗଦ ୨ ଲକ୍ଷ ୩୬ହଜାର ୮୭୦ ଟଙ୍କା ଜବତ କରିଛି । ୪ଟି ଚାରି ଚକିଆ ଗାଡ଼ି ଓ ଗୋଟିଏ ଦୁଇ ଚକିଆ ଗାଡ଼ି ଠାବ ହୋଇଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ…