Latest Odisha News

BREAKING NEWS

Browsing Category

ଓଡିଶା

Odisha

ତୃତୀୟ ଦିନରେ ବି ମମିତା ଝଡ଼ : ପୂର୍ବାହ୍ନ ସାଢ଼େ ୧୧ଟା ଯାଏଁ ବିଧାନସଭା ମୁଲତବୀ

ଭୁବନେଶ୍ବର: ଆଜି ତୃତୀୟ ଦିନରେ ବି ଚାଲି ପାରିଲାନି ଗୃହ । ଆରମ୍ଭରୁ ଗୃହରେ ମମିତା ଝଡ଼ ।  ବିଧାନସଭାର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ବି ଗୃହରେ ମମିତା ଝଡ଼ ଉଠିଛି । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଲଗାତାର  କଂଗ୍ରେସ ଓ ବିଜେପି ସଦସ୍ୟ ହଟଗୋଳ…

ମମିତା ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି:୯ରେ ବିଧାନସଭା ଘେରାଉ କରିବ ବିଜେପି

ଭୁବନେଶ୍ବର : ବହୁ ଚର୍ଚ୍ଚିତ ମମିତା ହତ୍ୟାକାଣ୍ଡ ମାମଲା । ପୀଡ଼ିତାକୁ ନ୍ୟାୟ ପ୍ରଦାନ, ଅଭିଯୁକ୍ତ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର କରିବା ଏବଂ ଘଟଣାର ସିବିଆଇ ତଦନ୍ତ ଦାବିରେ ଆସନ୍ତା ୯ତାରିଖରେ ବିଜେପି ପକ୍ଷରୁ ବିଧାନସଭା ଘେରାଉ ହେବ । ଏନେଇ…

୨୪ଘଣ୍ଟାରେ ରାଜ୍ୟରେ ୨୭୦ଜଣ କୋଭିଡ଼୍ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ଘଣ୍ଟା ଭିତରେ ୨୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ୧୫୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୧୧୧ଜଣ ସ୍ଥାନୀୟ ସଂକ୍ରମଣରୁ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୫୭ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା…

ବାତ୍ୟା ଆଣିବ ସର୍ବାଧିକ ୧୧୦ କିଲୋମିଟର ବେଗରେ ପବନ

ଭୁବନେଶ୍ୱର: ବଙ୍ଗୋପସାଗରରେ ବାତ୍ୟା ଭୟ ଧୀରେ ଧୀରେ ବଢୁଛି । ଆଜି ଗଭୀର ଅବପାତ ହୋଇଛି । ୧୨ ଘଣ୍ଟାରେ ସୃଷ୍ଟି ହେବ ବାତ୍ୟା । ଆନ୍ଧ୍ର କାଲି ସୁଦ୍ଧା ଉତ୍ତର ଆନ୍ଧ୍ର ପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳରେ ପାଦ ଥାପିବ । ଏଥିପାଇଁ ଜାରି ହୋଇଛି ସାଇକ୍ଲୋନ୍ ଆଲର୍ଟ । ପରବର୍ତ୍ତୀ ୨୪ ଘଣ୍ଟାରେ…

ଲ୍ୟାମ୍ପସ ଏମଡିଙ୍କ ଘରେ ପଞ୍ଝା ମାରିଲା ଭିଜିଲାନ୍ସ

ସମ୍ୱଲପୁର: ଭିଜିଲାନ୍ସ ଜାଲରେ ସମବାୟ ଲ୍ୟାମ୍ପସର ଏମଡି । ସମ୍ୱଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଲ୍ୟାମ୍ପସ ଏମଡି ଫଣୀନ୍ଦ୍ର ସାହୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସକାଳୁ ସକାଳୁ ଚଢ଼ାଉ ଚାଲିଛି । ଏକକାଳୀନ ୫ଟି ସ୍ଥାନରେ ରେଡ୍ ଚଳାଇଛି…

ବନ୍ଧୁକ ଦେଖାଇ ଓ ବୋମା ଫୁଟାଇ ଲୁଟିଲେ ଦୁର୍ବୁତ୍ତ, ସିସିଟିଭିରେ କଏଦ ଲୁଟର ଦୃଶ୍ୟ

ଖୋର୍ଦ୍ଧା: ବନ୍ଧୁକ ଦେଖାଇ ଓ ବୋମା ଫୁଟାଇ ଲୁଟ୍ । ଅଳଙ୍କାର ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଥିବା ଅଭିଯୋଗ ହୋଇଛି । ଏହିଭଳି ଘଟଣା ଖୋର୍ଦ୍ଧା ଜିଲ୍ଲା ଧଳାପଥର ବଜାରରେ ଥିବା ସୁନା ଦୋକାନରେ ଘଟିଛି । ଲୁଟ୍ ବେଳର ଦୃଶ୍ୟ ଦୋକାନରେ ଲାଗିଥିବା…

କାଲିଠୁ ୨ ଦିନ ଶିମିଳିପାଳ ବନ୍ଦ

ବାରିପଦା: ଆସନ୍ତାକାଲିଠୁ ୨ ଦିନ ବନ୍ଦ ରହିବ ଶିମିଳିପାଳ । ୪ ଓ ୫ ତାରିଖ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଜାତୀୟ ପ୍ରାଣୀ ଉଦ୍ୟାନ ।  ସମ୍ଭାବ୍ୟ ବାତ୍ୟା ଜଓ୍ୱାଦକୁ ଦୃଷ୍ଟିରେ ରଖି ବନ୍ଦ ଘୋଷଣା କରିଛନ୍ତି କର୍ତ୍ତୃପକ୍ଷ । ଏହାପରେ କେବେ ଖୋଲିବ ସୂଚନା ଦିଆଯିବ । ବାତ୍ୟା ଜଓ୍ୱାଦ ଓଡ଼ିଶା…

୧୨ଘଣ୍ଟାରେ ବାତ୍ୟା, ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଲା ଅବପାତ

ଭୁବନେଶ୍ୱର: ଆସନ୍ତା ୧୨ଘଣ୍ଟାରେ ବାତ୍ୟା । ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଲା ଅବପାତ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକାଳ ୫ଟା ୩୦ରେ ଗଭୀର ଅବପାତ ରୂପ ନେଇଛି ଅବପାତ । ଅଧିକ ଘନୀଭୂତ ହୋଇ ୧୨ଘଣ୍ଟାରେ ବାତ୍ୟାର ରୂପ ନେବା ସମ୍ଭାବନା । ଏନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ…

ଆସୁଛି ବାତ୍ୟା: ପ୍ରବଳ ବର୍ଷା ସମ୍ଭାବନା, ଜୋରରେ ବହିବ ପବନ

ଭୁବନେଶ୍ୱର: ଆସୁଛି ବାତ୍ୟା । ଆଜି ବାତ୍ୟାର ରୂପ ନେବ ବଙ୍ଗୋପସାଗରରେ ଘନିଭୂତ ହୋଇଥିବା ଅବପାତ । ଏହି ଅବପାତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ବାତ୍ୟାର ରୂପ ନେବ । ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୮୫୦କିଲୋମିଟର ଦୂରରେ ରହିଛି । ୪ତାରିଖ ସକାଳ…

କୋଭିଡ୍ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଅନ୍ୟରାଜ୍ୟ ପାଇଁ ଉଦାହରଣ ପାଲଟିଛି : ସାଂସଦ ଅଚ୍ୟୁତ ସାମନ୍ତ

ନୂଆଦିଲ୍ଲୀ : ସଂସଦରେ କୋଭିଡ ସମ୍ପର୍କରେ ଆଲୋଚନା କଲେ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ। କୋଭିଡ୍ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଅନ୍ୟରାଜ୍ୟ ପାଇଁ ଉଦାହରଣ ପାଲଟିଛି ବୋଲି ଅଚ୍ୟୁତ ସାମନ୍ତ ଲୋକସଭାରେ କହିଛନ୍ତି। ଉତ୍ତମ କୋଭିଡ୍‍ ପରିଚାଳନା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶା…