Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆବାସିକ କଲେଜ ପାଲଟିଲା ସୁପରସ୍ପ୍ରେଡର, ପୁଣି୧୬ ସଂକ୍ରମିତ

ଢେଙ୍କାନାଳ: ଢେଙ୍କାନାଳ ଆବାସିକ କଲେଜ ପାଲଟିଲା ସୁପରସ୍ପ୍ରେଡର। କଲେଜରୁ ପୁଣି୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟରୁ ଏହି ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଲେଜରୁ ପ୍ରଥମେ ୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ…

ମମିତା ହତ୍ୟାକାଣ୍ଡ ଘଟଣା : ୯ ଡିସେମ୍ବରରେ ବିଧାନସଭା ଘେରିବ ବିଜେପି ଯୁବ ମୋର୍ଚ୍ଚା

ଭୁବନେଶ୍ୱର : ୯ ଡିସେମ୍ବରରେ ବିଧାନସଭା ଘେରାଉ କରିବ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ।ମମିତା ହତ୍ୟା ଘଟଣାରେ ଯେପର୍ଯ୍ୟନ୍ତ ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ଗିରଫ ସହ ବହିଷ୍କାର କରାଯାଇନାହିଁ । ଯୁବ ମୋର୍ଚ୍ଚା ଆନ୍ଦୋଳନକୁ ଆହୁରି ତୀବ୍ରତର କରିବ । …

[ଭିଡ଼ିଓ] ୩୩ ଶିକ୍ଷାର୍ଥୀ କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ କଲେଜ୍ ସିଲ୍

ଢ଼େଙ୍କାନାଳ : ଶିକ୍ଷାନୁଷ୍ଠାନରେ ପୁଣି ଚିନ୍ତା ବଢ଼ାଇଛି କରୋନା ସଂକ୍ରମଣ । ୩୩ ଶିକ୍ଷାର୍ଥୀ କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା ପରେ ଯୁକ୍ତ ଦୁଇ ଆବାସିକ କଲେଜ୍ ସିଲ୍ କରିଦିଆଯାଇଛି । ଢ଼େଙ୍କାନାଳ ସହର କୁଞ୍ଜକାନ୍ତ ସ୍ଥିତ ଆବାସିକ କଲେଜ୍ ସିଲ୍ କରାଯାଇଛି । ତେବେ ଆବାସିକ କଲେଜ୍ ସହିତ…

ପାରିବାରିକ ମାମଲାର ଶୁଣାଣି ତାରିଖ ଧାର୍ଯ୍ୟ ପାଇଁ ଆବେଦନ

ଗୁଣୁପୁର :ପାରିବାରିକ ମାମଲାରେ ଏମଆଇଟିଏସ୍ ଇଞ୍ଜିନିୟରଂ କଲେଜର ଚେୟାରମ୍ୟାନ ବାଳକୃଷ୍ଣ ପଣ୍ଡା ପାରିବାରିକ ମାମଲାରେ ଶୁଣାଣି ତାରିଖ ଧାର୍ଯ୍ୟ ପାଇଁ ଅଦାଲତରେ ଆବେଦନ। ରାୟଗଡ଼ା ଜିଲ୍ଲାର ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନ ର ଚେୟାରମ୍ୟାନ ନିଜ ଘରୋଇ ପାରିବାରିକ ମାମଲାରେ ଛନ୍ଦି ହୋଇଥିଲେ।…

ଭାରତରେ ଓମିକ୍ରନ ଆତଙ୍କ, କର୍ଣ୍ଣାଟକରୁ ୨ ଆକ୍ରାନ୍ତ ଚିହ୍ନଟ

ଦିଲ୍ଲୀ: ବିଶ୍ୱରେ ଅନେକ ଦେଶରେ କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’କୁ ନିଜର କାୟା ବିସ୍ତାର କରୁଥିବା ବେଳେ ଆସିଛି ବଡ଼ ଖବର । ଭାରତରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କର୍ଣ୍ଣାଟକରେ କୋଭିଡର ନୂଆ ଭାରିଆଣ୍ଟ ଓମିକ୍ରନରେ ୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଆକ୍ରାନ୍ତ…

ବାତ୍ୟା ଜୱାଦକୁ ନେଇ ଚିନ୍ତାରେ ଯାଜପୁର ଜିଲ୍ଲାର ଚାଷୀମାନେ

ଯାଜପୁର : ଆସୁଛି ସାମୁଦ୍ରିକ ଝଡ 'ଜୱାଦ' । ଏଥିପାଇଁ ରାଜ୍ୟର ଉପକୂଳ ସହିତ ଅଧିକାଂଶ ଜିଲ୍ଲାରେ ବର୍ଷା ଓ ପବନ ହେବାର ସମ୍ଭାବନା ଥିବାରୁ ଚିନ୍ତାରେ ପଡ଼ିଛନ୍ତି ଯାଜପୁର ଜିଲ୍ଲାର ଚାଷୀମାନେ। ବର୍ତମାନ ବିଲରେ ପାଚିଲା ଥାନ ଲହଡି ଭାଙ୍ଗୁଥିବା ବେଳେ ବର୍ଷା ଓ ବାତ୍ୟା ପୂର୍ବରୁ କିଭଳି ଅମଳ ହେବ…

[ଭିଡ଼ିଓ] ଗାଁରେ ଆତଙ୍କ ଖେଳାଉଛି ୨୬ ଟିକିଆ ହାତୀ ପଲ

କରଞ୍ଜିଆ : ଗାଁ ଭିତରେ ଦନ୍ତା ଦୌରାତ୍ମ୍ୟ। ଦିନ ଦିପହରରେ ଗାଁରେ ପଶି ଆତଙ୍କ ଖେଳାଉଛି ୨୬ ଟିିକିଆ ହାତୀ ପଲ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ମୟୁରଭଞ୍ଜ କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜରେ । ଧାନ ଅମଳ ସମୟ ହୋଇଥିବା ବେଳେ ପାଚିଲା ଧାନ ସବୁ ନଷ୍ଟ କରିଚାଲିଛନ୍ତି । ଯାହାକୁ ନେଇ…

ଅସହ୍ୟ ଋଣଭାର, ଇଚ୍ଛାମୃତ୍ୟୁ ପାଇଁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ଯୁବକ

ଯାଜପୁର: ଇଚ୍ଛାମୃତ୍ୟୁ ପାଇଁ ରାଷ୍ଟ୍ରପତିଙ୍କୁ ଆବେଦନ କଲେ ଯାଜପୁର ଜିଲ୍ଲାର ଜଣେ ଦିବ୍ୟାଙ୍ଗ ଯୁବକ । ବ୍ୟବସାୟ ପାଇଁ ଋଣ ଆଣି ବିଫଳ ହେବାରୁ କିଛି ଏପରି ନିଷ୍ପତ୍ତି ନେଇଛନ୍ତି ରାକେଶ ଦାସ । ଏହି ଘଟଣା କେବଳ ଯାଜପୁର ନୁହେଁ ବରଂ ସାରା ଓଡିଶାରେ ଆଲୋଡନ ସୃଷ୍ଟି କରିଛି । ବିଂଝାରପୁର…

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ , ୩ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର:ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍ଗ ବିରୁଦ୍ଧରେ ରାଜ୍ୟ ସରକାରଙ୍କ କଠୋର ଆଭିମୁଖ୍ୟ ଜାରି । ୩ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର। ଜଣେ ଆରଆଇ ଚାକିରୀରୁ ବହିଷ୍କୃତ କରାଯାଇଛି। ଦୁଇ ଜଣ ପୂର୍ବତନ ଅଧିକାରୀଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି। ।…

ବିଧାନସଭା ଗାନ୍ଧି ମୂର୍ତ୍ତି ତଳେ ବିଜେଡିର ପ୍ରତିବାଦ

ଭୁବନେଶ୍ବର: ବିରୋଧୀଙ୍କ ହୋହାଲ୍ଲା ଭିତରେ ଅପରାହ୍ଣ ୪ଟା ଯାଏଁ ବିଧାନସଭା ମୁଲତବୀ । ବିରୋଧୀଙ୍କ ଏପରି ଆଚରଣକୁ ନେଇ ଶାସକ ଦଳର କ୍ଷୋଭ । ବିରୋଧୀ ମୁଖ୍ୟ ପ୍ରସଙ୍ଗକୁ ଏଡାଇ ଦେଇ ବିଧାନସଭା ଚାଲିବାକୁ ଦେଉନଥିବା ଓ ଦରଦାମ ବୃଦ୍ଧି ପ୍ରତିବାଦରେ ବିଧାନସଭା ପରିସରରେ ଥିବା ଗାନ୍ଧିମୂର୍ତ୍ତି…