Latest Odisha News

BREAKING NEWS

Browsing Category

ଓଡିଶା

Odisha

ପରିତ୍ୟକ୍ତ ବିୟର କ୍ୟାନ୍‌ରୁ ନାଗ ସାପ ଉଦ୍ଧାର

ପୁରୀ : ପରିତ୍ୟକ୍ତ ବିୟର କ୍ୟାନ୍‌ରୁ ଉଦ୍ଧାର ହୋଇଛି ନାଗ ସାପ । ପୁରୀ ବଳଙ୍ଗା ମାଧିପୁର ଗାଁର ଜଣେ ବ୍ୟକ୍ତିଙ୍କ ଘର ବାଡିପଟେ ଏହି ସାପଟିକୁ ଉଦ୍ଧାର କରାଯାଇଛି । ପରିତ୍ୟକ୍ତ ସ୍‌ଥାନରେ ପଡିଥିବା ଏକ ବିୟର କ୍ୟାନରେ ସାପଟି ଫସି ଯାଇଥିଲା । କ୍ୟାନ୍ ଭିତରେ ନାଗର ମୁଣ୍ଡ ଫସି ରହିଥିବା ବେଳେ…

ସମ୍ଭାବ୍ୟ ବାତ୍ୟାର ସମୀକ୍ଷା କଲେ କ୍ୟାବିନେଟ୍ ସଚିବ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଆସୁଛି ସମ୍ଭାବ୍ୟ ବାତ୍ୟା ଜଓ୍ୱାଦ୍ । ଆଜି ଡିପ୍ରେସନ୍ ହେବ । କାଲି ହୋଇପାରେ ବାତ୍ୟା । କେଉଁଠି ଲାଣ୍ଡଫଲ୍ କରିବ ସ୍ପଷ୍ଟ ହୋଇନି । ତାପୂର୍ବରୁ ମୁକାବିଲା ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି । ସମ୍ଭାବ୍ୟ ବାତ୍ୟାର ସମୀକ୍ଷା କରିଛନ୍ତି କ୍ୟାବିନେଟ୍ ସଚିବ ରାଜୀବ…

ଓମିକ୍ରମ୍ ଆତଙ୍କ : ଦକ୍ଷିଣ ଆଫ୍ରିକା ପରେ ୨୩ ରାଷ୍ଟ୍ରରୁ ଚିହ୍ନଟ ହେଲେଣି ସଂକ୍ରମିତ

ଭୁବନେଶ୍ୱର: କରୋନାର ନୂଆ ପ୍ରଜାତି ‘ଓମିକ୍ରନ୍‌’ ଏବେ ୨୩ ରାଷ୍ଟ୍ରକୁ ବ୍ୟାପିଲାଣି। ଅଧିକାଂଶ ୟୁରୋପୀୟ ରାଷ୍ଟ୍ରରେ ଓମିକ୍ରନ୍‌ ଚିହ୍ନଟ ହୋଇଥିବାରୁ କଟକଣା ବଢ଼ାଇ ଦିଆଯାଇଛି । ପ୍ରଥମେ ନଭେମ୍ବର ୨୪ରେ ୟୁରୋପରେ ଓମିକ୍ରନ୍ ଚିହ୍ନଟ ହୋଇଥିବା ଘୋଷଣା ହୋଇଥିଲା । କରୋନାର ଅନ୍ୟ…

ଆସୁଛି ବାତ୍ୟା ‘ଜୱାଦ’: ଓଡିଶା ଦେଇ ଯାଉଥିବା ୯୫ଟି ମେଲ ଓ ଏକ୍ସପ୍ରେସ ବାତିଲ

ଭୁବନେଶ୍ୱର: ଓଡିଶା ଦେଇ ଯାଉଥିବା ୯୫ଟି ମେଲ ଓ ଏକ୍ସପ୍ରେସ ବାତିଲ  । ସମ୍ଭାବ୍ୟ ବାତ୍ୟା ଜୱାଦକୁ ଦୃଷ୍ଟିରେ ରଖି ୩ ଓ ୪ତାରିଖରେ ଯାତ୍ରା କରିବାକୁ ଥିବା ଟ୍ରେନକୁ ବାତିଲ କରାଯାଇଛି । ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି…

ଆଜିଠାରୁ ନକ୍ସଲଙ୍କ PLGA ସପ୍ତାହ, ମାଓ ଇଲାକାରେ ସୁରକ୍ଷା କଡ଼ାକଡ଼ି

ମାଲକାନଗିରି: ଆଜିଠାରୁ ପିଏଲଜିଏ ସପ୍ତାହ ପାଳନ କରୁଛନ୍ତି ମାଓବାଦୀ । ଆସନ୍ତା ୮ତାରିଖ ଯାଏ ଏହି ସପ୍ତାହ ପାଳନ କରିବାକୁ ଦୁର୍ଗମ ଅଞ୍ଚଳରେ ପୋଷ୍ଟର ବ୍ୟାନର ଲଗାଇ ଆହ୍ୱାନ ଦେଇଛି ଲାଲବାହିନୀ । ପିଏଲଜିଏ ସପ୍ତାହକୁ ଦୃଷ୍ଟିରେ ରଖି ରାଜ୍ୟର ମାଓବାଦୀ ଅଧ୍ୟୁଷିତ ଜିଲ୍ଲାରେ ସୁରକ୍ଷା କଡ଼ାକଡ଼ି…

ବାତ୍ୟା ପ୍ରଭାବରେ କେଉଁଠି କେତେ ପବନ ବହିବ ? ଜାଣନ୍ତୁ

ଭୁବନେଶ୍ୱର: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଜଓ୍ୱାଦ ସାଙ୍ଗରେ ନେଇ ଆସିବ ପ୍ରବଳ ବର୍ଷା ପବନ । ଉପକୂଳ ଆଡ଼କୁ ଅଗ୍ରସର ବେଳେ ଆରମ୍ଭ ହେବ ବର୍ଷା ପବନ । ଲଘୁଚାପ ଅବପାତ ରୂପ ନେବା ବେଳେ ଦକ୍ଷିଣ-ପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୫୦-୬୦ କିଲୋମିଟର ବେଗରେ…

ଆସୁଛି ବାତ୍ୟା: ଆଜି ସ୍ପଷ୍ଟ ହେବ କୁଆଡ଼େ ଯିବ ‘ଜଓ୍ୱାଦ୍’

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଛି ବାତ୍ୟା । ଆଣ୍ଡାମାନ ସାଗରରେ ସକ୍ରିୟ ଲଘୁଚାପ ଆଜି ଅବପାତରେ ପରିଣତ ହୋଇପାରେ । ଆସନ୍ତାକାଲି ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇପାରେ ବାତ୍ୟା । ଏହାର ନାଁ ରହିବ ଜଓ୍ୱାଦ । ସାଇକ୍ଲୋନ ହେବା ପରେ ଉପକୂଳ ମୁହାଁ ହେବ । ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି…

ଢେଙ୍କାନାଳରେ ୩୩ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍

ଢେଙ୍କାନାଳ : ଢେଙ୍କାନାଳରୁ ୩୩ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ । ଏକ ଘରୋଇ ଆବାସିକ ମହାବିଦ୍ୟାଳୟରୁ ୩୩ଜଣ ଛାତ୍ରଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଢେଙ୍କାନାଳ ସହରର କୁଞ୍ଜକାନ୍ତ ସ୍ଥିତ ସାଇକୃପା ଆବାସିକ କଲେଜରେ ପଢ଼ୁଥିବା ୩୩ଜଣ ଛାତ୍ରଛାତ୍ରୀଙ୍କ ରିପୋର୍ଟ ପଜିଟିଭ ଆସିଛି…

କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ଏମ୍‌ସ ଭୁବନେଶ୍ବରର ଆଉ ଏକ ସଫଳତା

ଭୁବନେଶ୍ବର : କର୍କଟ ରୋଗୀଙ୍କ ପାଇଁ ଖୁସି ଖବର । ଏମ୍‌ସ ଭୁବନେଶ୍ବରରେ ଏବେ ସ୍ବଳ୍ପ ମୂଲ୍ୟରେ ମିଳିପାରିବ କର୍କଟ ରୋଗର ଚିକିତ୍ସା ସୁବିଧା । ଆଜି ଏମ୍‌ସ ଭୁବନେଶ୍ବର ନିର୍ଦ୍ଦେଶିକା ଡ. ବି ଗୀତାଞ୍ଜଳୀ ପେଟ୍‌-ସିଟି ସ୍କାନ ମେସିନ୍‌ ସେବାର ଉଦ୍‌ଘାଟନ କରିଛନ୍ତି । ସମଗ୍ର ପୂର୍ବ ଭାରତରେ…

ଆରମ୍ଭ ହେଲା କୋଣାର୍କ ମହୋତ୍ସବ, ଭର୍ଚୁଆଲରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କୋଣାର୍କ : ଆରମ୍ଭ ହେଲା କୋଣାର୍କ ମହୋତ୍ସବ । କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ୩୨ତମ କୋଣାର୍କ ମହୋତ୍ସବକୁ ଭର୍ଚୁଆଲରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ…