Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓମିକ୍ରନ ଭାରିଆଣ୍ଟର ଫଟୋ ପ୍ରକାଶ, ଡେଲଟା ଭାରିଆଣ୍ଟ ଠାରୁ ଅଧିକ ଭୟଙ୍କର

ନୂଆଦିଲ୍ଲୀ : ଓମିକ୍ରନ ଭାରିଆଣ୍ଟକୁ ନେଇ ବଢ଼ିଲା ଚିନ୍ତା । ଲୋକଙ୍କ ମନରେ ଏହି ନୂଆ ଭାରିଆଣ୍ଟକୁ ନେଇ ଭୟ ଦେଖା ଦେଇଥିବା ବେଳେ, ଏବେ ଏହି ଭାରିଆଣ୍ଟର ପ୍ରକାଶ ପାଇଛି ଫଟୋ । ଏହା ଡେଲଟା ଭାରିଆଣ୍ଟ ଠାରୁ ଅଧିକ ଭୟଙ୍କର ବୋଲି ଜଣାପଡିଛି । ସେପଟେ ବର୍ତ୍ତମାନର ଟିକା ଓମିକ୍ରନକୁ ଆଂଶିକ…

ଗିରଫ କଣ୍ଟ୍ରାକ୍ଟ କିଲର ସମ୍ପଦ ସାହୁକୁ ରିମାଣ୍ଡରେ ନେବ ପୋଲିସ

ଭୁବନେଶ୍ବର : ରିମାଣ୍ଡରେ ଯିବ ଗିରଫ କଣ୍ଟ୍ରାକ୍ଟ କିଲର ସମ୍ପଦ ସାହୁ । କଣ୍ଟ୍ରାକ୍ଟ କିଲର ସମ୍ପଦ ସାହୁକୁ ୫ ଦିନିଆ ରିମାଣ୍ଡରେ ନେବାକୁ ଏସଡିଜେଏମ୍ କୋର୍ଟରେ ଆବେଦନ କରିଛି ଭୁବନେଶ୍ବର ନୟାପଲ୍ଲୀ ଥାନା ପୋଲିସ । ଫେରାର ଅଭିଯୁକ୍ତ ଓ ସମ୍ପଦର ପୂରା ଅପରାଧିକ କାର୍ଯ୍ୟକଳାପ ବିଷୟରେ ଜାଣିବା…

ଟ୍ରାକ୍ଟର ବାଇକ ଧକ୍କାରେ ଜଳିଗଲା ବାଇକ, ଦୁଇ ମୃତ

କଳାହାଣ୍ଡି : ମର୍ମନ୍ତୁଦ ଦୁର୍ଘଟଣାରେ ନିମିଷକେ ଚାଲିଗଲା ଜୀବନ । ଟ୍ରାକ୍ଟରକୁ ଧକ୍କା ଦେଲା ବାଇକ । ଦୁଇ ବାଇକ ଆରୋହୀ ମୃତ ଜଣେ ଗୁରୁତର ।ଭବାନିପାଟଣା ପଟୁ ଥୁଆମୂଳ ରାମପୁର ଆଡେ ଯାଉଥିବା ବେଳେ ସାଇମନ୍ଦିର ନିକଟରେ ଟ୍ରାକ୍ଟରକୁ ପଛପଟୁ ବାଇକ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ବାଇକଟି…

ଠକେଇ ମାମଲାରେ ୩ ଫେରାର ଅଭିଯୁକ୍ତଙ୍କ ଫଟୋ ଜାରି କଲା ଇଓଡବ୍ଲ୍ୟୁ

ଭୁବନେଶ୍ବର : ଠକେଇ ମାମଲାରେ ୩ ଫେରାର ଅଭିଯୁକ୍ତଙ୍କର ଜାରି ହେଲା ଫଟୋ । ଚିଟଫଣ୍ଡ ମାମଲାରେ ସମ୍ପୃକ୍ତ ୩ ଫେରାର ଅଭିଯୁକ୍ତଙ୍କ ଫଟୋ ଜାରି କରିଛି ଇଓଡବ୍ଲ୍ୟୁ । ଏହାସହ ଠକେଇ ମାମଲାରେ ଗୋଲ୍‌ଡେନ ବାବା ଓରଫ ଜ୍ୟୋତି ରଞ୍ଜନ ବେଉରାଙ୍କୁ ମଧ୍ୟ ଖୋଜୁଛି ଇଓଡବ୍ଲ୍ୟୁ । କ୍ରାଇମବ୍ରାଞ୍ଚ…

୮ ଜିଲ୍ଲାରେ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ : ଏସ୍‌ଆରସି

ଭୁବନେଶ୍ବର: ରାଜ୍ୟ​‌ରେ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କରିଛନ୍ତି ରାଜ୍ୟ ସରକାର । ଚାଷୀ ତୁରନ୍ତ ଧାନ କାଟି ଆଣିବାକୁ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିସନର ପ୍ରଦୀପ ଜେନା । ଏହା ସହିତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି…

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଡ଼ିସେମ୍ବର ୨ରେ ଗଜପତି, ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁରରେ ଗୋଟିଏ କି ଦୁଇଟି ସ୍ଥାନରେ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି । ଭାରତୀୟ ପାଣିପାଗ କେନ୍ଦ୍ରର…

ପଦ୍ମଶ୍ରୀ ନନ୍ଦ ସାର ଅସୁସ୍ଥ, ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତି

ଯାଜପୁର : ଅସୁସ୍ଥ ହୋଇପଡ଼ିଛନ୍ତି ପଦ୍ମଶ୍ରୀ ନନ୍ଦ ସାର । ସୁକିନ୍ଦା ବ୍ଲକ କନ୍ତିରା ଗାଁର ନନ୍ଦ କିଶୋର ପୃଷ୍ଟିଙ୍କୁ ଗୁରୁତର ଅବସ୍ଥାରେ ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତି କରାଯାଇଛି। ନନ୍ଦ ସାର କିଛି ଦିନ ଧରି ଜ୍ୱରରେ ପିଡିତ ଥିଲେ। ଆଜି ହଠାତ୍ ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ…

ଗଣଶିକ୍ଷା ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବାରୁ ବିଜେପି ଯୁବମୋର୍ଚ୍ଚାର ୯ ଜଣ ଥାନାରେ ଅଟକ

ଯାଜପୁର : ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବା ପଡ଼ିଲା ମହଙ୍ଗା । ଗଣଶିକ୍ଷା ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ଯାଜପୁର ଯୁବ ମୋର୍ଚ୍ଚାର ୯ ଜଣ କର୍ମୀ ଥାନା ରେ ଅଟକ । ଆଜି ଯାଜପୁର ବିରଜା ହାଇସ୍କୁଲ ପରିସରରେ ସ୍କୁଲ ରୂପାନ୍ତରଣ ଉଦଘାଟନ କୁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆସିବାକୁ ଥିବା ବେଳେ…

[ଭିଡ଼ିଓ] ପିପିଲି ଗଣଦୁଷ୍କର୍ମ ମାମଲାରେ ବିଜେଡ଼ିକୁ କଂଗ୍ରେସର ଟାର୍ଗେଟ

ଭୁବନେଶ୍ୱର: ଥମୁନି ମମିତା ଝଡ଼ । ଏବେ ପୁଣି କଂଗ୍ରେସ ଦୋହରାଇବ ପିପିଲି ଗଣଦୁଷ୍କର୍ମ ମାମଲା । ଏହି ଗଣଦୁଷ୍କର୍ମ ମାମଲାରେ ବିଜେଡ଼ିକୁ ଟାର୍ଗେଟ କରାଯାଇଛି । ଏ ନେଇ ବିଧାନସଭାରେ ବିଜେଡ଼ିକୁ ଘେରିବାକୁ ପ୍ରସ୍ତୁତ ହେଉଛି କଂଗ୍ରେସ । ପିପିଲି ଗଣଦୁଷ୍କର୍ମର ତଦନ୍ତ କମିଶନରଙ୍କ ରିପୋର୍ଟ…

୬୪ଟି ରୂପାନ୍ତରିତ ହାଇସ୍କୁଲକୁ ଅନଲାଇନ୍ ମାଧ୍ୟମରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଯାଜପୁର: ଆଜି ଯାଜପୁର ଜିଲ୍ଲାର ପ୍ରଥମ ପର୍ଯ୍ୟାୟରେ ହୋଇଥିବା ୬୪ଟି ରୂପାନ୍ତରିତ ହାଇସ୍କୁଲକୁ ଅନଲାଇନ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଉଦଘାଟନ କରିବେ । ଅପରାହ୍ନରେ ହେବାକୁ ଥିବା ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।…