Latest Odisha News

BREAKING NEWS

Browsing Category

ଓଡିଶା

Odisha

୧୨୫ ପୋଲିସ ହୋମଗାର୍ଡ ପଦବୀ ପାଇଁ ପରୀକ୍ଷା ଦେଲେ ୫ ହଜାର ୬୯୦ ପରୀକ୍ଷାର୍ଥୀ

କୋରାପୁଟ: କୋରାପୁଟ ଲାଣ୍ଡିଗୁଡ଼ାସ୍ଥିତ ଡିଏଭି ସରକାରୀ ମହାବିଦ୍ୟାଳୟଠାରେ ଆଜି ୧୨୫ଟି ହୋମଗାର୍ଡ ପଦବୀ ପାଇଁ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଡିଏଭି ମହାବିଦ୍ୟାଳୟ ପଡିଆରେ ଆଜି ସକାଳ ୭ଟାରୁ ଆରମ୍ଭ ହୋଇଥିଲା ଲିଖିତ ପରୀକ୍ଷା । ଗ୍ରାଜୁଏଟ ଆଉ ପୋଷ୍ଟ ଗ୍ରାଜୁଏଟ କରିଥିବା ଯୁବକ…

‘ମାଉଣ୍ଟ କିଲିମାଞ୍ଜାରୋ’ରେ ଓଡ଼ିଶା ଯୁବକ; ତ୍ରିରଙ୍ଗା ସହ ଉଡାଇଲେ ମା’ ସମଲେଶ୍ୱରୀଙ୍କ ପତାକା

ବରଗଡ଼: ବରଗଡ଼ର ଜଣେ ୨୯ ବର୍ଷୀୟ ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ଆଫ୍ରିକାର ସର୍ବୋଚ୍ଚ ଶିଖର ମାଉଣ୍ଟ କିଲିମାଞ୍ଜାରୋ ଆରୋହଣ କରି ଇତିହାସ ରଚିଛନ୍ତି। ଅତାବିରା ବ୍ଲକର କୁଲିତା ଟୁକୁରା ଗ୍ରାମର ଜଣେ ଚାଷୀ ପୁଅ ଆଶୀର୍ବାଦ ମହାପାତ୍ର ୫,୮୯୫ ମିଟର ଶିଖରରେ ପହଞ୍ଚିବା ପରେ ତ୍ରିରଙ୍ଗା ଏବଂ…

୨୫ରେ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା; ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ପୁଣି ଆଉ ୩ଟି ଲଘୁଚାପ ଆସୁଥିବାବେଳେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି, କାରଣ, ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମିଆଁମାର ଉପକୂଳ ଉପରେ ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଏକ…

ଉଚ୍ଚ ଗୁଣବତ୍ତାସମ୍ପନ୍ନ ପନ୍ଦରଟି ଉଦ୍ୟାନ କୃଷି ଫସଲ କିସମ ଅନୁମୋଦିତ

ଭୁବନେଶ୍ୱର: କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ ବିହନ ଉପ-କମିଟି ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସର୍ବସମ୍ମତି କ୍ରମେ ୧୫ଟି ଉଚ୍ଚଗୁଣବତ୍ତା ସମ୍ପନ୍ନ ଉଦ୍ୟାନ କୃଷି ଫସଲ କିସମକୁ ଅନୁମୋଦନ…

ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ, ୧୦ରୁ ଉର୍ଦ୍ଧ୍ୱ ଗୁରୁତର

ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଜିଆଁକଟା ଗାଁରେ ଅଘଟଣ । ଗାଁରେ ଥିବା ଏକ ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତମାନଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ପୁରୁଣାକଟକ ଗୋଷ୍ଠୀ…

Namo Yuva Run: “ମୋ ସାଙ୍ଗେ ଚା’ ଟିକେ ପିଇବନି…”, ‘ନମୋ ଯୁବ ଦୌଡ଼’ କାର୍ଯ୍ୟକ୍ରମ ବେଳେ ଚା’ ଷ୍ଟଲରେ ଅଟକି…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଭୁବନେଶ୍ବର ସହରରେ ‘ନମୋ ଯୁବ ଦୌଡ଼’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପରେ ମେଫେୟାର ଛକ ନିକଟରେ ଥିବା ଲୋକପ୍ରିୟ ଅର୍ଜୁନ ଟି ଷ୍ଟଲରେ କିଛି ସମୟ ଚାଏ ପେ ଚର୍ଚ୍ଚା କରିଥିଲେ । ସେଠି ଉପସ୍ଥିତ ଥିବା ସାଧାରଣ ଲୋକଙ୍କ ସହ ବି କଥା…

ନୂଆପଡ଼ା ଉପନିର୍ବାଚନକୁ ନେଇ ବିଜେପି ରାଜ୍ୟ ସଭାପତିଙ୍କ ବଡ ଭବିଷ୍ୟବାଣୀ

ଭୁବନେଶ୍ୱର: ଆଜି ପବିତ୍ର ମହାଳୟ ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ କରିବାକୁ ସମ୍ବଲପୁରରେ ପହଞ୍ଚିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଏହି ସମୟରେ ମନମୋହନ ନୂଆପଡ଼ା ଉପନିର୍ବାଚନକୁ ନେଇ ଏକ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ,…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ୍

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ୍ । ବର୍ଷା ସମ୍ଭାବନାକୁ ନେଇ ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଥିବା ସୂଚନା । ରଙ୍ଗେଇଲୁଣ୍ଡାରେ ହେବାକୁ ଥିବା ସେବା ପର୍ବ କାର୍ଯ୍ୟକ୍ରମ ବାତିଲ୍ ସୂଚନା । ଆସନ୍ତା ୨୭ରେ ଗଞ୍ଜାମ ଗସ୍ତରେ ଆସିଥାନ୍ତେ…

‘ନିଶା ମୁକ୍ତ ଭାରତ’ ପାଇଁ ବିଶାଳ ଗଣଦୌଡ଼

ଭୁବନେଶ୍ୱର: ‘ନିଶା ମୁକ୍ତ ଭାରତ’ ପାଇଁ ରାଜଧାନୀରେ ବିଶାଳ ଗଣଦୌଡ଼ । ଆଜି ସକାଳୁ କଳିଙ୍ଗ ଷ୍ଟାଡିୟମ୍‌ ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ଏହି ଗଣଦୌଡ଼ ଆୟୋଜନ ହୋଇଛି ।  ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାପରେ ନିଜେ ମୁଖ୍ୟମନ୍ତ୍ରୀ ମଧ୍ୟ ଗଣଦୌଡରେ ଦୌଡିଥିବା…

ଆଜି ପବିତ୍ର ମହାଳୟା ଅବସରରେ ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ୱର: ଆଜି ପବିତ୍ର ମହାଳୟା । ପିତୃପକ୍ଷର ଶେଷ ଦିନରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଚାଲିଛି ଶ୍ରାଦ୍ଧ ଓ ପିଣ୍ଡଦାନ । ସକାଳୁ ସକାଳୁ ପୁରୀର ବିଭିନ୍ନ ପବିତ୍ର ତୀର୍ଥ ପୁଷ୍କରୀଣି ସହ ଭୁବନେଶ୍ବରର ବିନ୍ଦୁସାଗର ଓ ଯାଜପୁରର ନାଭିଗୟାରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଏକାଠି ହୋଇଥିବା…