Latest Odisha News

BREAKING NEWS

Browsing Category

ଓଡିଶା

Odisha

ଇଡିରେ ହାଜର ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ,ଚାଲିଛି ପଚରା ଉଚରା

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଆଜି ଇଡିରେ ହାଜର ହୋଇଛନ୍ତି । ଟାଟାରେ ଚାକିରୀ ସ୍କାମ ଓ ତାଙ୍କ ଆକାଉଣ୍ଟକୁ ବେଆଇନ ଅର୍ଥ କାରାବାର ନେଇ ସମନ ହୋଇଥିଲା। ପୂର୍ବରୁ ଦୁଇଥର ସ୍ୱାସ୍ଥ୍ୟଗତ କାରଣରୁ ଇଡିରେ ହାଜର ହୋଇନଥିଲେ ପ୍ରଦୀପ। ମାତ୍ର ଆଜି ଦିନ ୧୦ ଟାରେ ଇଡିରେ ହାଜର…

ପୁଣି ଏସସିବିର ସମ୍ପ୍ରସାରଣ ଲାଗି ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

କଟକ: କଟକ ଏସସିବି ସମ୍ପ୍ରସାରଣ ଲାଗି ପୁଣି ଉଚ୍ଛେଦ ଆରମ୍ଭ ହୋଇଛି । ଏସସିବି ସମ୍ପ୍ରସାରଣ ପାଇଁ ହିନ୍ଦ୍ ସିନେମା ହଲ ଉଚ୍ଛେଦ କରାଯାଉଛି । ଏହି ପ୍ରକ୍ରିୟାରେ ରାଣୀହାଟ କେନାଲ ରୋଡ଼ର ପୋଲଠୁ ଏସସିବି ପର୍ଯ୍ୟନ୍ତ ହେବ ଉଚ୍ଛେଦ । ଏହି ମଧ୍ୟରେ ୩୦ ଦୋକାନର ହେବ ଉଚ୍ଛେଦ । ସହରର ପୁରାତନ ହିନ୍ଦ୍…

ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୭ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୯୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୫ଜଣ ସଙ୍ଗରୋଧ କେନ୍ଦ୍ରରୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୮୨ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୫ଜଣ ରହିଛନ୍ତି ବୋଲି…

ଆଜି ଶ୍ରୀଜୀଉଙ୍କ ପଇତା ଲାଗି ନୀତି, ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ମାର୍ଗଶୀର କୃଷ୍ଣଦଶମୀ ତିଥି। ଶ୍ରୀମନ୍ଦିରରେ  ମହାପ୍ରଭୁଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ। ଏଥିପାଇଁ ଅପରାହ୍ନ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ପାଇଁ ଦର୍ଶନ କଟକଣା ଜାରି…

ଭିଜିଲାନ୍ସ ଜାଲରେ କନେଷ୍ଟବଳ, ଘରୁ ମିଳିଲା ୫ ଲକ୍ଷ ଟଙ୍କା

ବ୍ରହ୍ମପୁର: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନେଷ୍ଟବଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ବ୍ରହ୍ମପୁର ପୋଲିସର କନେଷ୍ଟବଳ ସୁଦର୍ଶନ ପ୍ରଧାନଙ୍କ ଘରେ ରେଡ ଚଳାଇଛି ଭିଜିଲାନ୍ସ । ଏକକାଳୀନ ତିନୋଟି ସ୍ଥାନରେ ଚାଲିଛି ଚଢ଼ାଉ।ଚଢ଼ାଉ ବେଳେ ତାଙ୍କ ଘରୁ ନଗଦ ୫ ଲକ୍ଷ ୧୬ ହଜାର ୮୮୦ ଟଙ୍କା…

ମୁକ୍ତା ଯୋଜନାରେ ସାମିଲ ହେଲା ପାରାଦୀପ

ଜଗତସିଂହପୁର : ପାରାଦୀପ ସହରର ବିକାଶ ପାଇଁ ମୁକ୍ତା ଯୋଜନାରେ ୯ କୋଟି ୪ ଲକ୍ଷ ଟଙ୍କାର ଅନୁଦାନ ମିଳିଛି । ପ୍ରଥମ ଦଫାରେ ୧୯ଟି ଓ୍ବାର୍ଡ ମଧ୍ୟରୁ ୧୨ଟି ଓ୍ବାର୍ଡକୁ ସାମିଲ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ପାରାଦୀପ ବିଧାୟକ ସମ୍ବିତ ରାଉତରାୟ । ସ୍ଥାନୀୟ ବିଜୁ ମେମୋରିଆଲ ଟ୍ରଷ୍ଟ…

ସୋସିଆଲ ମିଡିଆରେ ସମ୍ବିଧାନକୁ ଅପମାନ, ଭୀମ ସେନା ପକ୍ଷରୁ ଥାନାରେ ଏତଲା

ବରଗଡ଼ : ସୋସିଆଲ ମିଡିଆରେ ଜଣେ ମହିଳା ସମ୍ବିଧାନକୁ ଅପମାନିତ କରିବା ଭଳି ଘଟଣାକୁ କରାଯାଇଛି ତୀବ୍ର ବିରୋଧ । ଏନେଇ ଭୀମ ସେନା ପକ୍ଷରୁ ବରଗଡ଼ ଟାଉନ ଥାନା ଅଧିକାରୀଙ୍କ ନିକଟରେ ଏତଲା ଦିଆଯାଇଛି । ଏହାସହ ସଂପୃକ୍ତ ମହିଳାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିବେଦନ…

ତାଳଚେର-ବିମଳାଗଡ଼ ନୂଆ ରେଳ ପ୍ରକଳ୍ପ ଟନେଲର ବଡ ଧରଣର କାର୍ଯ୍ୟ ସମ୍ପାଦନରେ ପୂର୍ବତଟ ରେଳପଥର ମାଇଲ୍ ଖୁଣ୍ଟ

ଭୁବନେଶ୍ବର : ମାଇଲ ଖୁଣ୍ଟ ହାସଲ କରିଛି ପୂର୍ବତଟ ରେଳପଥ । ତାଳଚେର-ବିମଳାଗଡ଼ ନୂତନ ରେଳ ପ୍ରକଳ୍ପ ମଧ୍ୟରେ ଟନେଲର ବଡ ଧରଣର କାର୍ଯ୍ୟ ସମ୍ପାଦନରେ ପୂର୍ବତଟ ରେଳପଥକୁ ମିଳିଛି ଏକ ବଡ଼ ସଫଳତା । ଚାଲୁ ରହିଥିବା ରେଳ ପ୍ରକଳ୍ପକୁ ଶୀଘ୍ର ଶେଷ କରିବା ପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି ବୋଲି…

ଆସୁଛି ଆଉ ଏକ ଲଘୁଚାପ, ୬ ଜିଲ୍ଲାକୁ ଏସଆରସି କଲେ ସତର୍କ

ଭୁବନେଶ୍ବର : ଦକ୍ଷିଣ ଆଣ୍ଡାମାନ ସାଗରରେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଅଧିକ ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ । ତେଣୁ ସମ୍ଭାବ୍ୟ ଲଘୁଚାପ ନେଇ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି…

ସରିଲା ଶୁଭ ମହୁରତ, ସୁଟିଂ ଫ୍ଲୋରରେ ଫିଲ୍ମ “ତୋ ନା ର ମାନେ ହଁ”

ଭୁବନେଶ୍ୱର: ଧୀରେଧୀରେ ଓଲିଉଡରେ ଭିଡ ଜମିବାରେ ଲାଗିଛି । କିଛି ଫିଲ୍ମ ରିଲିଜ୍ ଅପେକ୍ଷାରେ ଥିବାବେଳେ ଆଉ କିଛି ପାଇପ୍ ଲାଇନରେ ରହିଛି । ଏହି ଧାରାରେ ଅପକମିଂ ଫିଲ୍ମ “ତୋର ନା ର ମାନେ ହଁ” ମଧ୍ୟ ସାମିଲ ହୋଇଛି । ନିକଟରେ ଏହି ଫିଲ୍ମର ଶୁଭ ମହୁରତ ସରିଥିଲାବେଳେ ଆସନ୍ତା ବର୍ଷ ରିଲିଜ୍…