Latest Odisha News

BREAKING NEWS

Browsing Category

ଓଡିଶା

Odisha

ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମ ତ୍ୱରାନ୍ୱିତ ପାଇଁ ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ…

ଭୁବନେଶ୍ୱର: ବହୁ ପ୍ରତିକ୍ଷୀତ ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମ ତ୍ୱରାନ୍ୱିତ ପାଇଁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି, ମୋଦି ସରକାରଙ୍କ ନେତୃତ୍ୱରେ…

ଯାଜପୁରରେ ୬୫ଟି ରୂୂପାନ୍ତରିତ ହାଇସ୍କୁଲକୁ ଅନଲାଇନ୍ ଦ୍ୱାରା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଯାଜପୁର: ଆସନ୍ତାକାଲି ଯାଜପୁର ଜିଲ୍ଲାର ୬୫ଟି ରୂପାନ୍ତରିତ ହାଇସ୍କୁଲକୁ ଅନଲାଇନ ମାଧ୍ୟମରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ଯାଜପୁରର ବିରଜା ହାଇସ୍କୁଲ ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଶିକ୍ଷାର ମାନଦଣ୍ଡ ବୃଦ୍ଧି କରିବାକୁ…

ରାସ୍ତାକଡ଼ରୁ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର

ପୁରୀ: ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା । ଜନ୍ମ କଲା ଶିଶୁକୁ ରାସ୍ତାକଡ଼ରେ ଫୋପାଡ଼ିଦେଇ ଚାଲିଗଲା ମା’ । କନ୍ୟା ଭ୍ରୁଣ ହତ୍ୟା ରୋକିବାକୁ ସରକାର ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି । ହେଲେ ଆଜିବି ଅନେକ ସ୍ଥାନରେ ଶିଶୁକନ୍ୟାଙ୍କୁ ରାସ୍ତାକଡ଼ରେ ଫୋପାଡ଼ି ଦେଇ ଚାଲିଯାଉଥିବା ଦୃଶ୍ୟ…

ଗତ ୨୪ଘଣ୍ଟାରେ ରାଜ୍ୟରେ ୧୯୧ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟା ମଧ୍ୟରେ ୧୯୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୯ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିମଧ୍ୟରୁ…

ଭୀମସାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦କୁ ଛୁଇଁଲା

ସମ୍ବଲପୁର:  ବୁର୍ଲା ଭୀମସାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରେ ୫୯ଜଣ ଛାତ୍ରଛାତ୍ରୀ ହୋଇଥିବାବେଳେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅଛନ୍ତି । ପୂର୍ବରୁ ୫୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗତକାଲି ଆଉ ଜଣେ ଛାତ୍ର ପଜିଟିଭ୍ ହୋଇଥିବା ଜଣାପଡ଼ିଥିଲା…

ବଲାଙ୍ଗିରରେ ପୋଲିସ ଗୁଳିରେ ଜଣେ ନକ୍ସଲ ନିହତ

ବଲାଙ୍ଗିର: ଏନକାଉଣ୍ଟରରେ ଗଡ଼ିଲା ନକ୍ସଲ ମୁଣ୍ଡ । ବଲାଙ୍ଗିର ଜିଲ୍ଲାରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି । ଗତକାଲି ରାତିରେ ଉଭୟ ପକ୍ଷ ମୁହାଁମୁହିଁ ହୋଇଥିଲା । ଖପ୍ରାଖୋଲ ବ୍ଲକ ତେଲେନପାଲି ପଞ୍ଚାୟତ ଅନ୍ତର୍ଗତ ଜୁନାନିବାହାଲରେ ଗୁଳି ବିନିମୟ ହୋଇଥିଲା । ସୁରକ୍ଷାବାହିନୀ ଗୁଳିରେ ଜଣେ…

ଭୁବନେଶ୍ୱରରୁ ସୁପାରୀ କିଲର ଗିରଫ

ଭୁବନେଶ୍ୱର: ରାଜଧାନୀରୁ ସୁପାରୀ କିଲର ଗିରଫ । ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରୁ ଜଣେ ସୁପାରୀ କିଲରକୁ ଗିରଫ କରିଛି କମିଶନରେଟ ପୋଲିସ । ତା ନିକଟରୁ ୨ଟି ପିସ୍ତଲ ଓ ଗୁଳି ଜବତ ହୋଇଛି । ଗିରଫ ଅଭିଯୁକ୍ତର ଘର ଜଗତସିଂହପୁର ଜିଲ୍ଲାରେ ବୋଲି ଜଣାପଡିଛି ।ଭୁବନେଶ୍ୱରରେ ଜଣେ ବ୍ୟବସାୟୀଙ୍କୁ ହତ୍ୟା…

କରୋନାର ନୂଆ ଭ୍ୟାରିଆଣ୍ଟ ଚିହ୍ନଟ ପରେ ଓଡ଼ିଶାରେ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର: ପୁଣି ଚିନ୍ତା ବଢ଼ାଇଛି କରୋନାର ନୂଆ ଭ୍ୟାରିଆଣ୍ଟ । କରୋନାର ନୂଆ ଭ୍ୟାରିଆଣ୍ଟର ମୁକାବିଲା କରିବାକୁ ଓଡ଼ିଶାରେ ଆରମ୍ଭ ହୋଇଛି ପ୍ରସ୍ତୁତି । ଏଥିପାଇଁ ମାର୍ଗଦର୍ଶିକା ଜାରି କରିଛନ୍ତି ରାଜ୍ୟ ସରକାର । ସ୍କୁଲ, କଲେଜରେ ସଂକ୍ରମଣ ଚେନକୁ ରୋକିବା ପାଇଁ ସ୍ୱତନ୍ତ୍ର କ୍ୱାରେଣ୍ଟାଇନ୍…

ବଙ୍ଗୋପସାଗରରେ ବଢୁଛି ବାତ୍ୟା ଆଶଙ୍କା

ଭୁବନେଶ୍ୱର: ୨୯ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ଧୀରେ ଧୀରେ ବଙ୍ଗୋପସାଗରରେ ପ୍ରବେଶ କରିବ । ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ବିଭିନ୍ନ ପାଣିପାଗ ସଂସ୍ଥା ଏଭଳି ପୂର୍ବାନୁମାନ କରୁଛନ୍ତି । ତେବେ ଲଘୁଚାପ ସୃଷ୍ଟି ହେବା ପରେ ସ୍ପଷ୍ଟ…

ପ୍ରଥମାଷ୍ଟମୀରେ ଅଢେଇ ବର୍ଷର ଶିଶୁକନ୍ୟା ନିଖୋଜ !

ବାଲେଶ୍ୱର: ପ୍ରଥମାଷ୍ଟମୀ ପାଇଁ ଉତ୍ସବମୁଖର ଥିଲା ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ନିମା ଗାଁ । ହଠାତ୍ ଚହଳ ପଡିଥିଲା ଅଢେଇ ବର୍ଷର ଶିଶୁ ସାଇସ୍ମିତା ପ୍ରଧାନ ନିଖୋଜ ହୋଇଯାଇଛି । ଏହି ଘଟଣାକୁ ନେଇ ନିଖୋଜ ଶିଶୁକନ୍ୟାର ପରିବାର ଲୋକେ ଦୁଃଖରେ ଭାଙ୍ଗିପଡିଛନ୍ତି । ଅନ୍ୟପଟେ ସ୍ଥନୀୟ…