Latest Odisha News

BREAKING NEWS

Browsing Category

ଓଡିଶା

Odisha

କଳିଙ୍ଗରେ ଜୁନିଅର ହକି ବିଶ୍ୱକପ୍

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଆଜିଠୁ ଆରମ୍ଭ ହୋଇଛି ପୁରୁଷ ଜୁନିଅର ବିଶ୍ୱକପ୍ ହକି । ବିନା ଦର୍ଶକରେ ମ୍ୟାଚ୍ ଖେଳାଯାଉଛି । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ବେଲଜିୟମ୍ ଓ ଦକ୍ଷିଣ ଆଫ୍ରିକା । ଆଜି ୫ଟି ମ୍ୟାଚ୍ ଖେଳାଯିବ । କାନାଡ଼ା-ପୋଲାଣ୍ଡ, ମାଲେସିଆ-ଚିଲି,…

ଭୀମସାରରେ କରୋନା ସଂକ୍ରମଣ ବୃଦ୍ଧି ରୋକିବାକୁ କଣ୍ଟେନମେଣ୍ଟ ଘୋଷଣା

ସମ୍ବଲପୁର: ବୁର୍ଲା ଭୀମସାରରେ ୩୧ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । କରୋନା ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପଦକ୍ଷେପ ଗ୍ରହଣ କରିଛନ୍ତି । ସମ୍ପୃକ୍ତ ଅଞ୍ଚଳରେ ଥିବା ୯ଟି ହଷ୍ଟେଲ ସମେତ ଷ୍ଟାଫଙ୍କ…

ଓଡ଼ିଶାରେ ପୁଣି ବଢୁଛି କରୋନା କେସ୍, ଆଜି ୨୮୮ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ କାୟା ମେଲାଉଛି କରୋନା । ବଢୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଦୁଇ ଶହରୁ ତିନି ଶହ ଯାଏ ବଢ଼ିଲାଣି । ଗତକାଲି ୨୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୨୮୮ରେ ପହଞ୍ଚିଛି । ଏମାନଙ୍କ ଭିତରେ ୧୮ ବର୍ଷ…

ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ ପ୍ରଧାନ

ଭୁବନେଶ୍ୱର: ୭ ମାସର ଲମ୍ବା ଚିକିତ୍ସା । ଡାକ୍ତରଙ୍କ ଆପ୍ରାଣ ଚେଷ୍ଟା । କୋଟି କୋଟି ଓଡ଼ିଆଙ୍କ ପ୍ରାର୍ଥନା । ତଥାପି ବଞ୍ଚିପାରିଲାନି ଜୀବନ । ମୃତ୍ୟୁ ସହ ସଂଗ୍ରାମ କରି ହାରିଗଲେ ଅମ୍ରିତ ପ୍ରଧାନ । କରୋନାରେ ସଂକ୍ରମିତ ହୋଇ ଚେନ୍ନାଇରେ ଇକମୋ ଚିକିତ୍ସାରେ ଥିବା ବ୍ରହ୍ମପୁର ବାସୁଦେବପୁର…

ପିକନିକ ସାରି ଫେରିବା ରାସ୍ତାରେ ଦୁର୍ଘଟଣା: ୩ ସାଙ୍ଗ ମୃତ, ୫ ଗୁରୁତର

ବଲାଙ୍ଗିର: ପିକନିକ୍ ସାରି ଫେରବା ବେଳେ ରାସ୍ତାରେ ଛକିଥିଲା ମୃତ୍ୟୁ । ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଗୁରୁତର ହୋଇଛନ୍ତି ୫ ଜଣ । ବଲାଙ୍ଗିର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ରଣ୍ଡା ଛକଠାରେ ଏହି ଦୁର୍ଘଟଣା ଘଟିଛି । ସୁନ୍ଦରଗଡ଼ର ଖଣ୍ଡାଧାରରେ ପିକନିକ୍ ସାରି…

ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଚାଲିଥିବା ମହାଯଜ୍ଞର ଆଜି ହେଉଛି ପୂର୍ଣ୍ଣାହୂତି । ଆଜି ପୂର୍ଣ୍ଣାହୂତି କାର୍ଯ୍ୟକ୍ରମରେ ଯୋଗଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ସକାଳ ୯ଟା ୪୫ରୁ ୧୦ଟା ମଧ୍ୟରେ ଶିଳା ବିଜେ, ୧୦ଟା ୧୫ରୁ ୧୦.୩୦ ମଧ୍ୟରେ ଶିଳା ସ୍ଥାପନ ଓ…

ଅପରେସନ ଗ୍ରୀନ୍ କ୍ଲିନ୍‌: ମାଲକାନଗିରିରେ ଲକ୍ଷାଧିକ ଗଂଜେଇ ଗଛ ନଷ୍ଟ କଲା ଅବକାରୀ ବିଭାଗ

ମାଲକାନଗିରି: ପ୍ରକୃତିରେ ଭରପୁର ମାଲକାନଗିରି ଜିଲ୍ଲାରେ ଆଉ ବରଦାସ୍ତ କରାଯିବନି ସବୁଜ ଜହର କାରବାର । ଏଥିପାଇଁ ଅଣ୍ଟା ଭିଡିଛି ଅବକାରୀ ବିଭାଗ । ଆରମ୍ଭ ହୋଇଛି ଅପରେସନ୍ ଗ୍ରୀନ୍ କ୍ଲିନ୍ । ଆଜି ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବେ ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ସ୍ୱାଭିମାନ ଅଂଚଳରେ…

ଓଡିଶା ଇଲେକ୍ଟ୍ରୋନିକ୍ସ ନୀତି ୨୦୨୧କୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ

ଭୁବନେଶ୍ୱର : ଇଲେକ୍ଟୋନିକ୍ସ ଶିଳ୍ପରେ ଆଗୁଆ ହେବ ଓଡିଶା । ଓଡିଶାର ଇଲେକ୍ଟ୍ରୋନିକ୍ସ ଶିଳ୍ପର ପ୍ରସାର ନିମନ୍ତେ ଓଡିଶା ସରକାର ଅଗ୍ରାଧିକାର ଦେଉଛନ୍ତି । ରାଜ୍ୟକୁ ୨୦୨୬ ସୁଦ୍ଧା ଇଲେକ୍ଟ୍ରୋନିକ୍ସ ରାଜ୍ୟରେ ପରିଣତ କରିବା ପାଇଁ ଲକ୍ଷ ରଖାଯାଇଛି । ୧୦ ଟି ନୂତନ ପୂଞ୍ଜି ନେବିଶ ଓ ଉତ୍ପାଦନ…

ଓଡ଼ିଆ ପୁଅ ଚଣ୍ଡିପ୍ରସାଦ ମହାନ୍ତିଙ୍କୁ ପରମ ବିଶିଷ୍ଟ ସେବା ପଦକ ସମ୍ମାନ

ଦିଲ୍ଲୀ : ଓଡିଆ ପୁଅ ଚଣ୍ଡିପ୍ରସାଦ ମହାନ୍ତିଙ୍କୁ ମିଳିଲା ବିଶିଷ୍ଟ ସେବା ପଦକ । ଆଜି ଦିଲ୍ଲୀରେ ଏକ ସ୍ୱତନ୍ତ୍ର ଉତ୍ସବରେ ଚଣ୍ଡିପ୍ରସାଦଙ୍କୁ ପରମ ବିଶିଷ୍ଟ ସେବା ପଦକ ସମ୍ମାନୀତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେନାରେ ନିଜ କାର୍ଯ୍ୟପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ…

ଜୁନିଅର ହକି ବିଶ୍ୱକପ; ଖେଳାଳୀଙ୍କ ପାଇଁ ଉଦ୍ଧିଷ୍ଟ ବସରେ ଓଡିଶା ପରମ୍ପରାର ଝଲକ

ଭୁବନେଶ୍ୱରେ : ଖେଳାଳୀଙ୍କ ପାଇଁ ରାଜ୍ୟ ପରିବହନ ନିଗମ ତରଫରୁ ସ୍ୱତନ୍ତ୍ର ବସ୍ ସେବା । ଭୁବନେଶ୍ୱରେ କାଲିଠାରୁ ଆରମ୍ଭ ହେବାକୁ ଯାଉଛି ୨୦୨୧ ପୁରୁଷ ଜୁନିଅର ହକି ବିଶ୍ୱ କପ୍ । ଏଥିପାଇଁ ବାହାର ରାଜ୍ୟରୁ ଆସିଥିବା ୧୬ ଟି ଦଳର ଖେଳାଳୀ ମାନଙ୍କ ପାଇଁ ଓଡିଶା ପରିବହନ ନିଗମ ତରଫରୁ ବସ୍ ଯୋଗାଇ…