Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାମେଶ୍ବରମରେ ଫସିଥିବା ୧୬ ଜଣ ଓଡ଼ିଆଙ୍କୁ ଫେରାଇ ଆଣିଲା ‘ଓଡ଼ିଶା ମୋ ପରିବାର’

ଭୁବନେଶ୍ବର : ଆନ୍ଧ୍ର ବର୍ଷା ବିତ୍ପାତରେ ଫସିଥିବା ୧୬ ଜଣ ଓଡ଼ିଆଙ୍କୁ ଉଦ୍ଧାର କରିଛି ଓଡ଼ିଶା ମୋ ପରିବାର । ଆନ୍ଧ୍ରପ୍ରଦେଶରେ ବନ୍ୟା ବିତ୍ପତ୍ତି ଯୋଗୁଁ ରାମେଶ୍ୱରମରେ ଫସିଥିବା ୧୬ ଜଣ ଓଡ଼ିଆ ଯାତ୍ରୀଙ୍କୁ ଉଦ୍ଧାର କରି ନିଜ ଘରକୁ ଫେରାଇ ଆଣିବାରେ ବନ୍ଦୋବସ୍ତ କରିଛି ଓଡ଼ିଶା ମୋ ପରିବାର…

କିଟ୍‍ ଓ କିସ୍‍ ହକି ଷ୍ଟାଡିୟମରେ ହେବ FIH ଓଡ଼ିଶା ପୁରୁଷ ଜୁନିଅର ବିଶ୍ବକପ୍‍ ତାଲିମ୍‍ ଓ ଅଭ୍ୟାସ

ଭୁବନେଶ୍ବର : ଆସନ୍ତା ୨୪ରୁ ଭୁବନେଶ୍ବରରେ ଆରମ୍ଭ ହେଉଛି ଜୁନିଅର ହକି ବିଶ୍ବକପ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ବିଶ୍ବକପ୍ ଶେଷ ପର୍ଯ୍ୟନ୍ତ କିଟ୍‍ ଓ କିସ୍‍ର ହକି ଷ୍ଟାଡିୟମରେ ସମସ୍ତ ଅଭ୍ୟାସ ଓ ତାଲିମ୍‍ ମ୍ୟାଚ୍ ଖେଳାଯିବ । ବିଶ୍ବକପ୍‍ ପାଇଁ ଭାରତ…

‘ଫ୍ଲୋରିଆ’ ତରଫରୁ ଜଗନ୍ନାଥ ସଂସ୍କୃତି ଓ ଚେତନା ସମ୍ପର୍କିତ ଆଲୋଚନା ଚକ୍ର

ଭୁବନେଶ୍ବର : ଆମେରିକା ଫ୍ଲୋରିଡାରେ ବସବାସ କରୁଥିବା ଓଡ଼ିଆଙ୍କୁ ନେଇ ଗଠିତ ଅନୁଷ୍ଠାନ ‘ଫ୍ଲୋରିଆ’ ତରଫରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ୍ପରା ସମ୍ପର୍କିତ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ଦେଶରେ ବସବାସ କରୁଥିବା ପ୍ରାୟ ୩ ଶହରୁ ଅଧିକ ପ୍ରବାସୀ ଓଡ଼ିଆ ଏହି…

ଏଣିକି ପ୍ରାକୃତିକ ସମ୍ପଦ ଓ ଲୋକାଲ ବଡିର ଅଡିଟ୍ କରିବେ ସିଏଜି

ଭୁବନେଶ୍ବର : ଏଣିକି ପ୍ରାକୃତିକ ସମ୍ପଦ ଓ ଲୋକାଲ ବଡିର ଅଡିଟ୍ କରିବେ ସିଏଜି । ଭୁବନେଶ୍ୱରରେ ପ୍ରିନ୍ସିପାଲ ଏଜିଙ୍କ ନୂଆ କାର୍ଯ୍ୟାଳୟ ଉଦଘାଟନ ଅବସରରେ ଏହି ସୂଚନା ଦେଇଛନ୍ତି ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ । ଖଣିରେ କେତେ ମୂଲ୍ୟର ପ୍ରାକୃତିକ ସମ୍ପଦ ଭରପୂର ରହିଛି, ଉତ୍ତୋଳନ ଲାଗି କେତେ…

ଆସନ୍ତାକାଲି ରାୟଗଡ଼ାରେ BSKY ସ୍ମାର୍ଟ କାର୍ଡ ବଣ୍ଟନର ହେବ ଶୁଭାରମ୍ଭ

ରାୟଗଡ଼ା : ଆସନ୍ତାକାଲି ରାୟଗଡା ଜିଲ୍ଲାରେ ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଜରିଆରେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦଘାଟନ କରିବେ । ଏ ନେଇ ସ୍ଥାନୀୟ ଜିସିଡି ପଡ଼ିଆରେ…

ନୂଆପଡ଼ାରେ ଠକେଇର ନୂଆ ତରିକା, ମୋବାଇଲ ସିମ୍ ନେଇ ଲକ୍ଷ ଲକ୍ଷ ଟଙ୍କା ହଡ଼ପ

ନୂଆପଡ଼ା : ନୂଆପଡ଼ାରେ ଠକେଇର ନୂଆ ତରିକା । ମିଠା କଥା କହି ମୋବାଇଲରୁ ସିମ୍ ନେଇ ଲକ୍ଷ ଲକ୍ଷ ଟଙ୍କା ହଡପ ହୋଇଛି । ଏପରି ଏକ ଅଭିଯୋଗ ପରେ ଠକକୁ ଗିରଫ କରିଛି ଖଡ଼ିଆଳ ପୋଲିସ । ଖଡ଼ିଆଳ ଥାନା ଗୋଇମୁଣ୍ଡି ଗାଁର ଭିନ୍ନକ୍ଷମ ଶିକ୍ଷକ ମକରଧ୍ବଜ କାଣ୍ଡ ଓ ଖଡ଼ିଆଳ ସହରର କ୍ଷୀର ନାୟକଙ୍କ ସହ…

ପୁରୀରେ ହେବେ ଗ୍ରୀନ ଫିଲ୍ଡ ଏୟାରପୋର୍ଟ : ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ

ପୁରୀ : ଶ୍ରୀକ୍ଷେତ୍ର ପୁରୀରେ ହେବ ଗ୍ରୀନ ଫିଲ୍ଡ ଏୟାରପୋର୍ଟ । ଝାରସୁଗୁଡାରେ ଆୟୋଜିତ ଉଡାନ୍ ଉତ୍ସବରେ ଯୋଗଦେଇ କେନ୍ଦ୍ର ବେସମାରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ପୁରୀକୁ ଗ୍ରିନ୍ ଫିଲ୍ଡ ଏୟାରପୋର୍ଟ ପାଇଁ ରାଜ୍ୟକୁ ବିସ୍ତୃତ…

ଅଧିକ ଲାଭର ଲୋଭ ଦେଖାଇ ଲୁଟି ନେଲେ ୧୫ ଲକ୍ଷ ଟଙ୍କା

ରାଉରକେଲା : ଅଧିକ ଲାଭର ଲୋଭ ଦେଖାଇ ଲୁଟି ନେଲେ ୧୫ ଲକ୍ଷ ଟଙ୍କା । ଇସ୍ପାତ ନଗରୀ ରାଉରକେଲାରୁ ଆସିଛି ଏଭଳି ଏକ ଘଟଣା । ସେୟାର ମାର୍କେଟରେ ଅଧିକ ଲାଭ ମିଳିବାର ଲୋଭ ଦେଖାଇ ରାଉରକେଲା ସହରର ଜଣେ ଯୁବକଙ୍କ ଠାରୁ ଟଙ୍କା ଠକି ନେଇଛନ୍ତି ଜଣେ ଯୁବକ । ୧୫ ଲକ୍ଷ ୮୧ ହଜାର ଟଙ୍କା ଠକି ନେଇଥିବା…

ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରେ ପ୍ରଜା ମେଳି

ମାଲକାନଗିରି: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରେ ପ୍ରଜା ମେଳି ଆୟୋଜିତ ହୋଇଯାଇଛି । ଧୁଳିପଟ ଗାଁରେ ଆୟୋଜିତ ହୋଇଥିବା ଏହି ପ୍ରଜା ମେଳିରେ ୩୫ଟି ଗ୍ରାମର ୧ହଜାରରୁ ଅଧିକ ଲୋକ ଯୋଗଦେଇଥିଲେ । ହାତରେ ପ୍ଲାକାର୍ଡ଼ ଧରି ବିରାଟ ଶୋଭାଯାତ୍ରା କରାଯାଇଥିଲା । ଏହାସହ…

୭ କେ.ଜି ଗଞ୍ଜେଇ ଜବତ, ୨ ଅଭିଯୁକ୍ତ ଗିରଫ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ତୁଷୁରା ଅଞ୍ଚଳରେ ଦିନକୁ ଦିନ ଗଞ୍ଜେଇ କାରବାର ବଢୁଛି । ଆଜି ଏକ ପଲସର ବାଇକରେ ଜଣେ ଯୁବକ ଗଞ୍ଜେଇ ନେଇ ଆସୁଥିବା ବେଳେ କୌଣସି ସୁତ୍ରରୁ ଖବର ପାଇ ପୋଲିସ ଚଢାଉ କରିଥିଲା ।ବାଇକ ଡିକିରୁ ୭ କେଜି ଗଞ୍ଜେଇ ଜବତ କରିବା ସହିତ ଦୁଇ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ…