Latest Odisha News

BREAKING NEWS

Browsing Category

ଓଡିଶା

Odisha

ରନ୍ଧନ ଗ୍ୟାସ ଦରବୃଦ୍ଧିକୁ ନେଇ ଆସନ୍ତାକାଲିଠୁ ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର : ରନ୍ଧନ ଗ୍ୟାସ ଅହେତୁକ ଦରବୃଦ୍ଧିକୁ ନେଇ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବିଜେଡି । ବିଜୁ ଜନତା ଦଳ ବିଜୁ ଛାତ୍ର ଜନତା ଏବଂ ବିଜୁ ମହିଳା ଜନତା ଦଳ ତରଫରୁ ଆସନ୍ତା କାଲିଠାରୁ ୩ ଦିନ ଧରି ଓଡିଶାର ବିଭିନ୍ନ ସ୍ଥାନରେ ଆନ୍ଦୋଳନ କରିବ ବିଜେଡି । କଟକ ,ସମ୍ବଲପୁର ,ବ୍ରହ୍ମପୁର ଆରଡିସି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୂଜାର୍ଚ୍ଚନା ଆରମ୍ଭ ,୨୪ରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତା ୨୪ ତାରିଖର ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ । ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ ଭିତ୍ତି ପ୍ରସ୍ତର ସ୍ଥାପନା ପୂର୍ବରୁ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି । ଏନେଇ ଯଜ୍ଞ ମଣ୍ଡପ ନିର୍ମାଣ କାମ ଶେଷ ପର୍ଯ୍ୟାୟରେ ପହଁଞ୍ଚିଥିବା ବେଳେ ଆସନ୍ତା କାଲି…

୪ ଦିନ ପରେ ପୁଣି ଫେରିବ ଶୀତ

ଭୁବନେଶ୍ୱର : ଗତ ୨୪ ଘଣ୍ଟାରେ ରାଜ୍ୟରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ପ୍ରାୟ ସମସ୍ତ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିଛି । ଭୁବନେଶ୍ବରରେ ସର୍ବନିମ୍ନ ତାପମାତ୍ରା ଏବେ ୨୨ ଡିଗ୍ରି ରହିଛି, ଯାହାକି ସ୍ବାଭାବିକଠାରୁ ୨ରୁ ୩ଡିଗ୍ରି ପର୍ଯ୍ୟନ୍ତ ଅଧିକ।…

[ଭିଡ଼ିଓ] କାଶୀପୁର ବ୍ଲକରେ ବଢୁଛି ଡାଇରିଆ ଆତଙ୍କ, ୮ଦିନରେ ୪ ମୃତ

କାଶୀପୁର : ରାୟଗଡ଼ା କାଶୀପୁର ବ୍ଲକ ଡିଡିଘାଟ ଗାଁରେ ଡାଇରିଆ ଆତଙ୍କ । ୮ ଦିନରେ ୪ଜଣଙ୍କର ମୃତ୍ୟୁ ହୋଇସାରିଲାଣି । ଏନେଇ ଆତଙ୍କିତ ହୋଇପଡ଼ିଛନ୍ତି ଗାଁର ଲୋକେ । କିଛି ଲୋକ ଆକ୍ରାନ୍ତ ହୋଇ ଚିକିତ୍ସିତ ହୋଇ ସ୍ୱାସ୍ଥ୍ୟକେନ୍ଦ୍ରରୁ ଫେରିବା ପରେ ପୁଣି ଥରେ ଗାଁରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ…

ଆଜି ରାଜ୍ୟରୁ ୨୦୫ କରୋନା ଆକ୍ରାନ୍ତ ଚିହ୍ନଟ; ୪୫ ଛୁଆ ପଜିଟିଭ

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୨୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୪୫ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୧୯ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୮୬ ଟି ଲୋକାଲ୍‌ କେସ୍‌ ରହିଛି। ସେହିପରି ବାଲେଶ୍ବରରୁ ୫, ବରଗଡରୁ…

ସ୍ୱଚ୍ଛ ସର୍ବେକ୍ଷଣ-୨୦୨୧: ସୁନ୍ଦରଗଡ ଶ୍ରେଷ୍ଠ ଜିଲ୍ଲା, ରାଉରକେଲାକୁ ୱାନ୍ ଷ୍ଟାର ମାନ୍ୟତା

ରାଉରକେଲା: ଭାରତ ସରକାରଙ୍କ ଗୃହ ନିର୍ମାଣ ଓ ସହରାଂଚଳ ବିକାଶ ମନ୍ତ୍ରାଳୟ ତରଫରୁ ହୋଇଥିଲା ସ୍ୱଚ୍ଛ ସର୍ବେକ୍ଷଣ-୨୦୨୧ । ଏଥିରେ ଓଡିଶାର ସୁନ୍ଦରଗଡ ଜିଲ୍ଲାକୁ ମିଳିଛି ଶ୍ରେଷ୍ଠ ଜିଲ୍ଲାର ମାନ୍ୟତା । ସହରାଂଚଳରେ ପରିମଳ ପରିଚାଳନା କ୍ଷେତ୍ରରେ ସଫଳତା ପାଇଁ ଜିଲ୍ଲାକୁ ଏହି ପରିଚୟ ମିଳିଛି ।…

ଭୁବନେଶ୍ବର ପାଇଁ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ

ଭୁବନେଶ୍ବର : ଜନଗଣନାର ପ୍ରାରମ୍ଭିକ ପଦକ୍ଷେପ ସ୍ବରୂପ ଆଜି ଭୁବନେଶ୍ବର ନିଗମ ସଭାଗୃହରେ ଆରମ୍ଭ ହୋଇଛି ଜନଗଣନା ପ୍ରଶିକ୍ଷଣ । ଆଗକୁ ଆସୁଥିବା ଜନଗଣନା ପାଇଁ ବିଏମସି ଅଞ୍ଚଳରେ କିପରି ସୁରୁଖୁରୁରେ ହୋଇପାରିବ, ସେଥିପାଇଁ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଜଣଗଣନା ପ୍ରଶିକ୍ଷଣ ଆରମ୍ଭ ହୋଇଛି…

୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ସ୍କୁଲ ରୂପାନ୍ତର ପର୍ବ । 5T ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ଜଗତସିଂହପୁରର ୧୪ଟି ସ୍କୁଲ, ଦେବଗଡର ୩୨ଟି, ପୁରୀର…

ଟାଇମ୍ସ ରାଙ୍କିଙ୍ଗ : ପୂର୍ବ ଭାରତରେ ସମ୍ ହସପିଟାଲ ତୃତୀୟ, ଭୁବନେଶ୍ବରରେ ଶ୍ରେଷ୍ଠ

ଭୁବନେଶ୍ବର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଶୁକ୍ରବାର ପ୍ରକାଶିତ ଟାଇମ୍‌ସ ଅଲ୍ ଇଣ୍ଡିଆ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ୍ ରାଙ୍କିଙ୍ଗ୍‌ରେ ପୂର୍ବାଞ୍ଚଳରେ ତୃତୀୟ ସ୍ଥାନରେ ସ୍ଥାନୀତ ହୋଇଛି । ଏହି…

ହିତାଧିକାରୀଙ୍କୁ ବିଡିଏ ଓ ହାଉସିଂ ବୋର୍ଡ ପକ୍ଷରୁ ଦିଆଗଲା ଲିଜ୍‌ ଦଲିଲ

ଭୁବନେଶ୍ବର : ଲିଜ୍‌ ଦଲିଲ ପାଇଲେ ହିତାଧିକାରୀ । ବିଡିଏ ଏବଂ ହାଉସିଂ ବୋର୍ଡ ଦ୍ଵାରା ବିଭିନ୍ନ ସମୟରେ ଆବଣ୍ଟିତ ଘର ଓ ଜମିର ଆଜି ଲିଜ୍ ଦଲିଲ ହସ୍ତାନ୍ତରର ଶୁଭାରମ୍ଭ ହୋଇଛି । ଆଚାର୍ଯ୍ୟବିହାର, ଉଦୟଗିରି ବିହାର, କଳିଙ୍ଗନଗର, ଅନନ୍ତ ବିହାର, ପୋଖରୀପୁଟ, ଚନ୍ଦ୍ରଶେଖରପୁର, ପଟିଆ,…