Latest Odisha News

BREAKING NEWS

Browsing Category

ଓଡିଶା

Odisha

ଯାତ୍ରା, ଅପେରା, ଡ୍ରାମା, ମେଲୋଡ଼ି ପାଇଁ ମିଳିଲା ଅନୁମତି

ଭୁବନେଶ୍ୱର: ଯାତ୍ରା, ଅପେରା, ଡ୍ରାମା, ମେଲୋଡ଼ି ପାଇଁ ମିଳିଲା ଅନୁମତି । ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଏନେଇ ଏସଆରସିଙ୍କ ପକ୍ଷରୁ ଜାରି ହେଲା ନୂଆ ଗାଇଡ଼ଲାଇନ୍ । ଆଜିଠାରୁ ନୂଆ ଗାଇଡ଼ଲାଇନ୍ ଲାଗୁ ନେଇ ଏସଆରସିଙ୍କ ସୂଚନା । କୋଭିଡ଼ କଟକଣା…

ଆଜି ସ୍ମାର୍ଟ ସ୍ୱାସ୍ଥ୍ୟ ସେବା ତାଲିକାରେ ଯୋଡ଼ି ହେବ ଅନୁଗୁଳ ଓ ଢ଼େଙ୍କାନାଳ

ଭୁବନେଶ୍ୱର: ଆଜି ଅନୁଗୋଳ ଓ ଢ଼େଙ୍କାନାଳ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟ ଜିଲ୍ଲାବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ଼ ବଣ୍ଟନ କରାଯିବ । ଅନୁଗୁଳ ଜିଲ୍ଲାର ମୁଖ୍ୟ ଷ୍ଟାଡ଼ିୟମ ପଡ଼ିଆ ଓ ଢ଼େଙ୍କାନାଳ ମିନି ଷ୍ଟାଡ଼ିୟମରେ ମୁଖ୍ୟମନ୍ତ୍ରୀ ସାଧାରଣ ସଭାରେ ଯୋଗଦେବେ ।…

ଆଜି ବାହାରିବ ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ଦିନ ୧୧ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଗତକାଲି ସନ୍ଧ୍ୟାରେ ଏହି ରେଜଲ୍ଟ ପ୍ରକାଶ ପାଇବାର ଥିଲା । ହେଲେ କୌଣସି…

ଗର୍ଭବତୀଙ୍କ ସୁବିଧା ପାଇଁ କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାର ଘରୋଇ କ୍ଲିନିକ୍ ସହ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନର ଏମଓୟୁ

ସୁନ୍ଦରଗଡ଼ : ମାତୃ ଏବଂ ଶିଶୁ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଆଦିବାସୀ ବହୁଳ ସୁନ୍ଦରଗଡ଼ ଜିଲ୍ଲାରେ ଚାଲିଛି ‘ମାତୃଜ୍ୟୋତି’ କାର୍ଯ୍ୟକ୍ରମ । ଜିଲ୍ଲାର ସୀମାନ୍ତବର୍ତ୍ତି କୋଇଡ଼ା, ଲହୁଣୀପଡ଼ା ଓ ହେମଗିରି ବ୍ଲକର ଗର୍ଭବତୀ ମା’ମାନଙ୍କ ପାଖରେ ସୁବିଧାରେ ଏହି ସେବା ପହଞ୍ଚାଇବା ପାଇଁ ସୁନ୍ଦରଗଡ଼…

କମେଣ୍ଟ ମରାକୁ କେନ୍ଦ୍ରକରି ଯୁବକଙ୍କୁ ଛୁରାମାଡ଼

ବାଲେଶ୍ବର : ବାଲେଶ୍ବରରେ ଅଭାବନୀୟ ଘଟଣା । କମେଣ୍ଟ ମରାକୁ କେନ୍ଦ୍ର କରି ଯୁବକଙ୍କୁ ଛୁରାମାଡ଼ ହୋଇଛି । ଭୁଜାଖିଆପୀର ଛକ ନିକଟରେ ଯୁବକଙ୍କୁ ଛୁରାମାଡ଼ ହୋଇଛି । ଛୁରାମାଡରେ ଯୁବକଙ୍କ ପିଠିରେ ଗଭୀର ଆଘାତ ଲାଗିଛି । ଆହତ ହୋଇଥିବା ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରଯାଇଛି । ସୂଚନା…

ଗଜପତିରେ ୨୧ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଠ କଲା ଅବକାରୀ ବିଭାଗ

ଗଜପତି : ଗଜପତି ଜିଲ୍ଲାରେ ଆରମ୍ଭ ହୋଇଛି ଅପରେସନ ଗ୍ରୀନ୍ କ୍ଲିନ୍ । ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା କଟମା ଗାଁରେ ଆଜି ପ୍ରାୟ ୨୧ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରିଛି ପୋଲିସ ଓ ଅବକାରୀ ବିଭାଗ । ସୂଚନା ଅନୁସାରେ ୧୦୫ ଏକର ଜମିରେ ଗଞ୍ଜେଇ ସବୁ ଚାଷ କରାଯାଇଥିଲା । ଖବର ପାଇ ଆର…

ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର

ସୋନପୁର : ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ ।ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ଅନ୍ତଡା ଗାଁ ଠାରେ ଟ୍ରାକ୍ଟର ଓ ବାଇକ ମୁହାଁ ମୁହିଁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ୨ ଜଣ ଗୁରୁତର ହୋଇପଡିଛନ୍ତି ।ମୃତକ ଜଣକ ହେଲେ ଶିବା ସୁନା । …

ଭୁବନେଶ୍ବର ତମାଣ୍ଡୋରୁ ଜବତ ହେଲା ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ଜୋରଦାର ହେଲା ଅପରେସନ ହ୍ବାଇଟ୍ ସ୍ପାଇଡର । ପୁଣି ଜବତ ହୋଇଛି ଧଳା ଜହର । ତମାଣ୍ଡୋ ଅଞ୍ଚଳରେ ବ୍ରାଉନସୁଗାର କାରାବାର ବେଳେ ୩ ଜଣ ଡ୍ରଗ୍ସ ମାଫିଆଙ୍କୁ ଗିରଫ କରିଛି ତମାଣ୍ଡୋ ଥାନା ପୋଲିସ । ଅଭିଯୁକ୍ତଙ୍କ ପାଖରୁ ୧୦୭ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି…

[ଭିଡ଼ିଓ] ଦେଶ ଦେଶରେ ମଜବୁତ ହେବ ସମ୍ପର୍କ: ଯୁବ ଯାଦୁଗର ସାରାଂଶଙ୍କ ମ୍ୟାଜିକ୍

କଟକ : ଦେଶ ଦେଶ ମଧ୍ୟରେ ସମ୍ପର୍କର ସେତୁ ପାଲଟିବ ମ୍ୟାଜିକ୍ । ଏବେ ବି ଭାରତ ଓ ଇଣ୍ଡେ।ନେସିଆ ସମ୍ପର୍କ ମଜବୁତ ଥିବା ବେଳେ ଏହି ସମ୍ପର୍କକୁ ଆହୁରି ଯୋଡିବାକୁ ପ୍ରୟାସ ହୋଇଛି । ଆଉ ଏହି ପ୍ରୟାସ କରିଛନ୍ତି କଟକର ଜଣେ ଯୁବକ ସାରାଂଶ ଦାସ । ବିଭିନ୍ନ ଦେଶ ବୁଲି ବୁଲି ସାରାଂଶ  ଯାଦୁ ବିଦ୍ୟା…

କାଲି ଅନୁଗୁଳ ଓ ଢେଙ୍କାନାଳରେ BSKY ସ୍ମାର୍ଟ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତାକାଲି ଅନୁଗୁଳ ଓ ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ଅବସରରେ ଅନୁଗୁଳ ଓ ଢେଙ୍କାନାଳରେ ବାଣ୍ଟିବେ ବିଏସକେଓ୍ବାଇ ସ୍ବାର୍ଟ ହେଲଥ କାର୍ଡ । ପ୍ରଥମେ ଅନୁଗୁଳ ଜିଲ୍ଲା ଗସ୍ତ କରିବେ ମୁଖ୍ରମନ୍ତ୍ରୀ । ଅନୁଗୁଳ ଷ୍ଟାଡିୟମରେ ଆୟୋଜିତ ସଭାରେ…