Latest Odisha News

BREAKING NEWS

Browsing Category

ଓଡିଶା

Odisha

ତ୍ରିପୁରାରେ ଓଡ଼ିଆ ସାମ୍ବାଦିକାଙ୍କୁ ଅଟକ

ଭୁବନେଶ୍ୱର: ତ୍ରିପୁରାରେ ଓଡ଼ିଆ ସାମ୍ବାଦିକାଙ୍କୁ ଅଟକ । ତ୍ରିପୁରାରେ ଓଡ଼ିଆ ସାମ୍ବାଦିକା ଓ ତାଙ୍କର ଜଣେ ସହଯୋଗୀଙ୍କୁ ଅଟକ ରଖାଯାଇଛି । ଅଟକ ଓଡ଼ିଆ ସାମ୍ବାଦିକା ଜଣକ ହେଲେ ଝାରସୁଗୁଡ଼ାର ସମୃଦ୍ଧି କେ .ସାକୁନିଆ ଓ ତାଙ୍କ ସହଯୋଗୀ ଦିଲ୍ଲୀ ରୋହିଣୀ ଅଞ୍ଚଳର ସ୍ୱର୍ଣ୍ଣ ଝା । ଦିଲ୍ଲୀର ଏକ…

ପୁଣି ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ରହିଲା ଶିମିଳିପାଳ

ମୟୁରଭଞ୍ଜ: ଗତ ୧ତାରିଖରୁ ଖୋଲିଥିବା ଶିମିଳିପାଳକୁ ପୁଣି ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରି ଦିଆଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘନ କୁହୁଡ଼ି ହେଉଛି। ବର୍ଷା ସମୟରେ ଶିମିଳିପାଳ ଭିତରକୁ ଯିବା ବିପଦପୂର୍ଣ୍ଣ। ଏନେଇ ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହିପରି ଘୋଷଣା…

୧୦୦ କୋଟିର ବେଆଇନ ଗଞ୍ଜେଇ ଗଛକୁ ନଷ୍ଟ କଲା ମାଲକାନଗିରି ପୋଲିସ

ମାଲକାନଗିରି : ମାଲକାନଗିରି ପୋଲିସକୁ ସଫଳତା । ସ୍ୱଭିମାନ ଅଞ୍ଚଳରୁ ଏକ ଲକ୍ଷ ୮୮ ହଜାର ଟଙ୍କାର ବେଆଇନ ଗଞ୍ଚେଇ ଗଛକୁ ନଷ୍ଟ କରିଛି ମାଲକାନଗିରି ପୋଲିସ । ଏହି ଗଞ୍ଜେଇର ବଜାର ମୂଲ୍ୟ ୧୦୦ କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି । ମାଲକାନଗିରି ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ସ୍ୱଭିମାନ ଅଞ୍ଚଳରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଝାରସୁଗୁଡ଼ାର ହୀରାକୁଦ ବିସ୍ଥାପିତଙ୍କୁ ଦିଆଯିବ ଘରଡିହ

ଝାରସୁଗୁଡ଼ା: ହୀରାକୁଦ ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ । ନଦୀ ବନ୍ଧ ପ୍ରକଳ୍ପ ଦ୍ୱାରା ଝାରସୁଗୁଡ଼ାର ବିସ୍ଥାପିତଙ୍କୁ ଘରଡିହ ଯୋଗାଇ ଦେବେ ସରକାର । ଝାରସୁଗୁଡ଼ାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ ଅବସରରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଝାରସୁଗୁଡ଼ାବାସୀ ପାଇଲେ ସ୍ମାର୍ଟ ହେଲଥ୍ କାର୍ଡ

ଝାରସୁଗୁଡ଼ା: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ଝାରସୁଗୁଡା ଜିଲ୍ଲା । ଆଜି ଜିଲ୍ଲାବାସୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ଉପକୃତ ହେବେ ଜିଲ୍ଲାର ୧ ଲକ୍ଷ ୧୫ ହଜାର ଲୋକ ।…

ରାଜ୍ୟରେ ଦୁଇ ଶହ ତଳକୁ ଖସିଲା ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସିବ କରୋନା କେସ୍ । ଆଜି ଦୈନିକ ସଂକ୍ରମଣ ଦୁଇ ଶହ ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହନଟ ହୋଇଛନ୍ତି ୧୮୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୦୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୬ । ୧୮ ବର୍ଷ ଭିତରେ ଆଉ ୩୫ ଜଣ ପଜିଟିଭ୍…

ରାଜଧାନୀକୁ ଘୋଡ଼ାଇ ଦେଲା ଘନ କୁହୁଡ଼ି

ଭୁବନେଶ୍ୱର: ରାଜଧାନୀରେ ଘଡ଼ କୁହୁଡ଼ି । ଦେଖାଗଲାନି ରାସ୍ତାଘାଟ । ଆଜି ସକାଳୁ ସକାଳୁ ଉୁବନେଶ୍ୱରକୁ ଘୋଡ଼ାଇ ରଖିଥିଲା ଘନ କୁହୁଡ଼ି । ସକାଳ ୭ଟା ଯାଏ ରାସ୍ତାଘାଟ ଦିଶୁ ନଥିଲା । ଅତି ପାଖରେ ଥିବା ଜିନିଷ ବି ଖାଲି ଆଖିରେ ଦୃଶ୍ୟମାନ ହେଉ ନଥିଲା । ୨୦୦ ମିଟର ଭିଜିବିଲିଟି ରହିଥିବାରୁ ଯାଆସ…

ଆଜିଠୁ କ୍ଲାସରୁମରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ କ୍ଲାସରୁମରେ ଆରମ୍ଭ ହେବ ଷଷ୍ଠ ଓ ସପ୍ତମ ଶ୍ରେଣୀ ପାଠପଢ଼ା । କୋଭିଡ୍ କଟକଣା ଓ ଗାଇଡଲାଇନ ଅନୁସାରେ ଅଫଲାଇନରେ ପାଠପଢ଼ା ଆରମ୍ଭ ହେଉଛି । ସକାଳ 9ଟାରୁ ଆରମ୍ଭ ହେବ କ୍ଲାସ । ଦୁଇ ବର୍ଷ ପରେ ସ୍କୁଲକୁ ଫେରୁଛନ୍ତି ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲା । ତେଣୁ…

ବର୍ଷାରେ ଭିଜି ଧାନ ଗଜା, ଚାଷୀ ମୁଣ୍ଡରେ ଚଡ଼କ

ବ୍ରହ୍ମପୁର : ବର୍ଷାରେ ଭିଜି ଧାନ ଗଜା, ଚାଷୀ ମୁଣ୍ଡରେ ଚଡ଼କ । ବର୍ତ୍ତମାନ ଧାନା ଫସଲ ଅମଳ ସମୟ ହୋଇଥିବାରୁ ପାଚିଲା ଧାନରେ ବର୍ଷା ଜଳ ମାଡି ଅନେକ ଯାଗାରେ ତାହା ନଷ୍ଟ ହୋଇଥିବା ଚାଷୀ ମାନେ ଅଭିଯୋଗ କରିଛନ୍ତି ।  ବିଶେଷ କରି ଆଗୁଆ ଧାନା ଚାଷ କରିଥିବା ଚାଷୀ ମାନେ ଧାନ କାଟି ଜମିରେ ପକାଇ…

ଆଜିଠୁ ପଞ୍ଚୁକ ବ୍ରତ ଆରମ୍ଭ: ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି

ପୁରୀ: ଆଜିଠୁ ପଞ୍ଚୁକ ନୀତି ଆରମ୍ଭ । ଶ୍ରୀକ୍ଷେତ୍ର ଓ ଏକାମ୍ରକ୍ଷେତ୍ର ସମେତ ରାଜ୍ୟବ୍ୟାପୀ ଏହି ପଞ୍ଚୁକ ବ୍ରତ ଆରମ୍ଭ ହୋଇଛି । କାର୍ତ୍ତିକ ମାସରେ ନାମ ସଂକୀର୍ତନରେ ଉଛୁଳୁଛି ମଠ ଓ ମନ୍ଦିର । କାର୍ତିକ ଶୁକ୍ଳ ଏକାଦଶୀ ତିଥିରୁ ସୋମବାର ଠାରୁ ପଞ୍ଚୁକ ଆରମ୍ଭ ହୋଇଛି । ଯେଉଁମାନେ…