Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ଜୋକ୍’ରେ ପରିଣତ ହୋଇଛି କଂଗ୍ରେସର ହରତାଳ, ବିଜେଡି କଲା ସମାଲୋଚନା

ଭୁବନେଶ୍ବର : କଂଗ୍ରେସର ୬ ଘଣ୍ଟିଆ ହରତାଳକୁ ନେଇ ତୀବ୍ର ସମାଲୋଚନା କରିଛି ବିଜେଡି । କଂଗ୍ରେସର ଏହି ହରତାଳ ଜୋକରେ ପରିଣତ ହୋଇଛି । କୋଭିଡ ମହାମାରୀ ସମୟରେ ବିଜେପି ପ୍ରାୟୋଜିତ କଂଗ୍ରେସର ଏହି ହରତାଳ ରାଜ୍ୟବାସୀଙ୍କ ପାଇଁ ଏକ ନିଷ୍ଠୁରତା ବୋଲି କହିଛନ୍ତି ବିଜେଡିର ରାଷ୍ଟ୍ରୀୟ…

[ଭିଡିଓ] ମାଛ ଜାଲରୁ ଅଜଗର ଉଦ୍ଧାର

ବ୍ରହ୍ମପୁର : ମ।ଛ ଜାଲରୁ ଉଦ୍ଧାର ହେଲା ଅଜଗର । ମାଛ ଜାଲରେ ପଡ଼ି ଛଟପଟ ହେଉଥିବା ୪ ଫୁଟ ଲମ୍ବର ଅଜଗର ସାପକୁ ଉଦ୍ଧାର କଲା ସ୍ନେକ ହେଲପ ଲାଇନ। ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳେଭୂମି ନିକଟରେ ଥିବା ଡିପସନ ହେଚେରୀ ପରିସରରେ ଏକ ଜାଲରେ ଅଜଗର ସାପଟି ବିଳମ୍ବିତ ରାତିରୁ ଛନ୍ଦି ହୋଇପଡ଼ିିଲା ।…

ଆସନ୍ତାକାଲି ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ସ୍ମାର୍ଟ ହେଲଥ କାର୍ଡ

ବରଗଡ଼ : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଜିଲ୍ଲା ବିଜେପୁର ଗସ୍ତରେ ଯିବେ।ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଜେପୁର ବ୍ଲକ ଗଣ୍ଡପାଲି ନିକଟସ୍ଥ ମିନି ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିବାର କାର୍ଯ୍ୟକ୍ରମ ରହିଛି।୩ ଲକ୍ଷ…

[ଭିଡ଼ିଓ] ସାହିତ୍ୟ ସାଧନାରେ ସମାଜସେବୀ ତୃପ୍ତି

ପୁରୀ : ପୁରୀ ପାଇଁ ସେ ଗର୍ବ ଆଉ ଗୌରବ । ଏକାଧାରରେ ସେ ଜଣେ ସମାଜସେବୀ ଓ କବୟତ୍ରୀ । ସମାଜ ସେବା ସହିତ ସାହିତ୍ୟ ସାଧନାରେ ବ୍ରତୀ ହେଉଛନ୍ତି ତୃପ୍ତି ପଣ୍ଡା । ପୁରୀ ବଳଙ୍ଗାର ବାୟାବର ଗାଁରେ ଜନ୍ମ ଗ୍ରହଣ କରିଛନ୍ତି । ପିଲାବେଳରୁ ଲେଖା ଜୀବନୀ ଆରମ୍ଭ କରିଥିବା ବେଳେ ତାଙ୍କ ଦ୍ୱାରା ଅନେକ…

ଓଡ଼ିଶାରେ କରୋନା ଟିକାକରଣ ୪କୋଟି ଡ଼ୋଜ୍ ଟପିଲା

ଭୁବନେଶ୍ୱର: ରାଜ୍ୟରେ କୋଭିଡ଼ ଟିକାକରଣରେ ମାଇଲଖୁଣ୍ଟ। ୪କୋଟି ଡ଼ୋଜ୍ ପାର କଲା ଟିକାକରଣ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।ଏଥିପାଇଁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ସ୍ୱାସ୍ଥ୍ୟ ବିଭାଗ। ଡ଼ିସେମ୍ବର ସୁଦ୍ଧା ପ୍ରଥମ…

[ଭିଡ଼ିଓ]ଓଡ଼ିଶା ବନ୍ଦ ସଫଳ , ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଲା କଂଗ୍ରେସ

ଭୁବନେଶ୍ୱର : ଓଡ଼ିଶା ବନ୍ଦ ସଫଳ ହୋଇଥିବାରୁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଲା କଂଗ୍ରେସ । ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିସ୍କାର ଓ ମମିତାଙ୍କୁ ନ୍ୟାୟ ନମିଳିବା ପର୍ୟ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି କଂଗ୍ରେସ କହିଛି । ମମିତାଙ୍କୁ ନ୍ୟାୟ ଦେବାକୁ ଏହି…

ଭୁଲ ରକ୍ତ ଦେବାରୁ ରାଉରକେଲା ସରକାରୀ ହସ୍ପିଟାଲରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ରାଉରକେଲା: ଭୁଲ ରକ୍ତ ଦେବା ଯୋଗୁଁ ଜଣେ ରୋଗୀର ମୃତ୍ୟୁ ହୋଇଥିବା ଅଭିଯୋଗ। ଏହିଭଳି ଅଭାବନୀୟ ଘଟଣା ଘଟିଛି ରାଉରକେଲା ସରକାରୀ ହସ୍ପିଟାଲରେ।‘O’ ପଜିଟିଭ ପରିବର୍ତ୍ତେ ଦିଆଯାଇଥିଲା ‘B’ ପଜିଟିଭ୍ ରକ୍ତ। ଏନେଇ ପରିବାର ଲୋକ ଅଭିଯୋଗ ଆଣିଛନ୍ତି। ମୃତ ମହିଳାଙ୍କ ନାମ ସରୋଜିନୀ କାକ୍। ସେ କୁତ୍ରା…

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି,୮ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର:ରାଜ୍ୟ ସରକାର ଦୁର୍ନୀତି ବିରୋଧରେ ସବୁବେଳେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇଥାନ୍ତି । ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନରେ ଆଉ ୮ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।  ଦୁର୍ନୀତି ଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଏପରି କଠୋର ପଦକ୍ଷେପ ନେଇଛନ୍ତି…

ମହାରାଜ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

ବାରିପଦା: ବଢ଼ୁଛି ଛାତ୍ର ଅଶାନ୍ତି। ବାରିପଦାର ମହାରାଜ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ କ୍ୟାମ୍ପସ୍ ଅଶାନ୍ତ ଥିବା ଦେଖିବାକୁ ମିଳିଛି। ୧୦ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଫାଟକରେ ତାଲା ପକାଇଲେ ଛାତ୍ରଛାତ୍ରୀ। କରୋନା ମହାମାରୀ ସମୟରେ ସମସ୍ତଙ୍କ ଆର୍ଥିକ…

ପୁଣି ସାମ୍ନାକୁ ଆସିଛି ମାଲକାନଗିରି ଗ୍ୟାଙ୍ଗର କାରନାମା ଭିଡ଼ିଓ

ମାଲକାନଗିରି: ପୁଣି ସାମ୍ନାକୁ ଆସିଛି ଆଉ ଏକ ଗ୍ୟାଙ୍ଗର କାରନାମା। ଭୁବନେଶ୍ୱର କେବିଏନ୍, କଟକର ପବ୍ଲିକ ଷଣ୍ଢ, ବଲାଙ୍ଗୀରର କିଙ୍ଗ୍ ଗ୍ରୁପ ଭିଡ଼ିଓ ଭାଇରାଲ ପରେ ମାଲକାନଗିରିରେ ବି ଦେଖିବାକୁ ମିଳିଛି ସମାନ ଷ୍ଟାଇଲର ଦୃଶ୍ୟ। କ୍ୟାମରାରେ କଏଦ ହୋଇ ଏହି ଦୃଶ୍ୟ ଭାଇରାଲ ହେବା ପରେ ସମଗ୍ର…