Latest Odisha News

BREAKING NEWS

Browsing Category

ଓଡିଶା

Odisha

କଂଗ୍ରେସର ଅଭିନବ ପ୍ରତିବାଦ , ମାଷ୍ଟରକ୍ୟାଣ୍ଟିନ ଛକରେ ଚକୋଲେଟ୍ ବାଣ୍ଟିଲେ କର୍ମୀ

ଭୁବନେଶ୍ୱର : ଆନ୍ଦୋଳନର ଡାକରା ଦେଲେ ହେଲେ ମାଷ୍ଟକ କ୍ୟାଣ୍ଟିନ ଛକରେ ଚକୋଲେଟ୍ ବାଣ୍ଟିଲା କଂଗ୍ରେସ। ମମିତା ମେହେର ହତ୍ୟା ଘଟଣାକୁ ନେଇ ଥମୁନି ରାଜନୀତି । କଂଗ୍ରେସର ଛଅ ଘଣ୍ଟିଆ ବନ୍ଦକୁ ଶାନ୍ତି ପୂର୍ଣ୍ଣ ଭାବେ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜଧାନୀ ମାଷ୍ଟର କ୍ୟାଣ୍ଟିନରେ…

କଂଗ୍ରେସର ଅଭିନବ ହରତାଳ: ସାମୁହିକ ମୁଣ୍ଡନ ହୋଇ ପ୍ରତିବାଦ

ନବରଙ୍ଗପୁର: ମମିତାଙ୍କୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ କଂଗ୍ରେସ ୬ ଘଣିଆ ହରତାଳ କରିଛି । ନବରଙ୍ଗପୁର ଜିଲ୍ଲାରେ ଅଭିନୟ ଢଙ୍ଗରେ ପ୍ରତିବାଦ ଜଣାଇଛନ୍ତି କଂଗ୍ରେସ କର୍ମୀ । ଚନ୍ଦାହାଣ୍ଡି ବ୍ଲକ୍ କଂଗ୍ରେସ କମିଟି ପକ୍ଷରୁ ପିସିସି ସମ୍ପାଦକ କ୍ଷେମରାଜ୍ ବାଘଙ୍କ…

୨୪ ଘଣ୍ଟାରେ ରାଜ୍ୟରେ ୨୬୩ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୯୬୨ ରେ ପହଁଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନର ହୋଇଥିବା…

ପୋଲିସରେ ଚାକିରି ନାଁରେ କୋଟିଏରୁ ଅଧିକ ଟଙ୍କା ଠକେଇ: ୨ ନକଲି ଅଫିସର ଗିରଫ

ଭୁବନେଶ୍ୱର: ଚାକିରି କରାଇ ଦେବାକୁ କହି ଠକେଇ ଅଭିଯୋଗ । ୩୮ ଜଣ ଚାକିରି ଆଶାୟୀଙ୍କଠାରୁ କୋଟିଏ ୪୭ ଲକ୍ଷ ଟଙ୍କାର ଠକେଇର ପର୍ଦ୍ଦାଫାସ କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା । ଏହି ଘଟଣାରେ ଦୁଇ ଜଣ ନକଲି ଅଫିସରଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ ବୈକୁଣ୍ଠନାଥ ନାଏକ ଓ…

ଆନ୍ଦୋଳନକୁ ପ୍ରଭାବହୀନ କରିବାକୁ ବିଜେଡ଼ି ଚକ୍ରାନ୍ତ କରୁଛି: ଜୟଦେବ ଜେନା

ଭୁବନେଶ୍ୱର: ରାଜ୍ୟରେ କଂଗ୍ରେସର ୬ଘଣ୍ଟିଆ ହରତାଳ। ମମିତା ମେହେରଙ୍କୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ହରତାଳ କରାଯାଉଛି। ଧାରଣାରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ଜୟଦେବ ଜେନା। ଏନେଇ ସେ ପ୍ରତିକ୍ରିୟା ରଖି କହିଛନ୍ତି, ଆଜିର ଆନ୍ଦୋଳନର ପ୍ରଭାବ ପଡ଼ିଛି।…

ନବରଙ୍ଗପୁର ରାଇଘର ଅଞ୍ଚଳରେ ମାଓ ପୋଷ୍ଟର

ନବରଙ୍ଗପୁର: ପୁଣି ଥରେ ନବରଙ୍ଗପୁର ଜିଲ୍ଲା ସ୍ଥିତି ଜାହିର କରିଛନ୍ତି ମାଓବାଦୀ । ରାଇଘର ଓ କୁନ୍ଦେଇ ମୁଖ୍ୟ ରାସ୍ତାରେ ଲାଲବାହିନୀ ଲଗାଇଛି ପୋଷ୍ଟର ଓ ବ୍ୟାନର । ଉଦନ୍ତି ଏରିଆ କମିଟି ପକ୍ଷରୁ ଏହି ମାଓ ପୋଷ୍ଟର ଓ ବ୍ୟାନର ଲଗାଯାଇଛି । ଏଥିରେ ଡାକ୍ତର, ନର୍ସ, ଅଙ୍କନବାଡ଼ି କର୍ମୀ,  …

ରାଜ୍ୟବାପୀ କଂଗ୍ରେସର ଶାନ୍ତିପୂର୍ଣ୍ଣ ହରତାଳ: ଗଡୁଛି ଗାଡ଼ି, ଖୋଲିଛି ଦୋକାନ

ଭୁବନେଶ୍ୱର: ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ ଓଡ଼ିଶାରେ 6 ଘଣ୍ଟିଆ ହରତାଳ କରୁଛି କଂଗ୍ରେସ । ଶାନ୍ତିପୂର୍ଣ୍ଣ ଭାବରେ ଦଳୀୟ ନେତା ଓ କର୍ମୀ ରାଜ୍ୟବ୍ୟାପୀ ହରତାଳ କରୁଛନ୍ତି । କେଉଁଠି…

କୂଅରେ ପଡ଼ି ପ୍ରାଣ ହରାଇଲେ କୋମଳମତି ଶିଶୁ

ଖୋର୍ଦ୍ଧା: ଖେଳୁଥିବା ଅବସ୍ଥାରେ କୂଅରେ ପଡ଼ି ପ୍ରାଣ ହରାଇଲେ ଜଣେ ଶିଶୁ ପୁତ୍ର। ଏହିଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଅଲାଇଡ଼ିହ ଗ୍ରାମରେ। ସୂଚନା ଅନୁଯାୟୀ, ଅଲାଇଡ଼ିହ ଗ୍ରାମର ଶିବ ଶଙ୍କର କୁମାରଙ୍କ ଅଢ଼େଇ ବର୍ଷର ପୁଅ ସୂର୍ଯ୍ୟ କୁମାର ଖେଳୁଥିଲେ। ଅସାବଧାନତା ଯୋଗୁଁ ବାରି ପଛ…

ଦେଶର ଶ୍ରେଷ୍ଠ ୩ ଥାନା ଭିତରେ ଗଞ୍ଜାମ ଜିଲ୍ଲାର ଗାଙ୍ଗପୁର ଥାନା

ଗଞ୍ଜାମ: ଦେଶର ଶ୍ରେଷ୍ଠ ୩ଟି ପୋଲିସ ଥାନା ଭିତରେ ଅଛି ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା । ବର୍ଷ ୨୦୨୧ ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ଏହି ଥାନାକୁ ଚୟନ କରିଛି । ୧୯ ତାରିଖରେ ଲକ୍ଷ୍ନୌରେ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଗାଙ୍ଗପୁର ଥାନା ଅଧିକାରୀଙ୍କୁ ସମ୍ବର୍ଦ୍ଧିତ ଓ ପୁରସ୍କୃତ କରାଯିବ ।…

ଓଡ଼ିଶାର କିଛି ଜିଲ୍ଲାରେ କୋହଲା ପାଗ ସହ ହାଲୁକା ବର୍ଷା, ୧୩ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି। ଯାହା ଫଳରେ ଓଡ଼ିଶାର ଜିଲ୍ଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି। ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଗଜପତି ଜିଲ୍ଲାରେ ପାଗ କୋହଲା ରହିବା…