Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିଟିଦେଲା ଅଜଣା ଗାଡ଼ି: ସାନ ଭାଇ ମୃତ, ବଡ଼ ଭାଇ ଗୁରୁତର

ଖଡ଼ିଆଳ: ଦୁର୍ଘଟଣା ନେଲା ସାନ ଭାଇର ଜୀବନ । ବଡ଼ ଭାଇ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି । ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ ସାନ ବୁହେଲ ଛକରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଲେ ଲଛିପୁର ଗାଁର କୁନାଲ ଦୀପ । ତାଙ୍କ ବଡ଼ ଭାଇ ଗୋବିନ୍ଦ ଦୀପ ଗୁରୁତର ଅଛନ୍ତି ।…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟ୍

ବାରିପଦା: ତେଲ ପକାଇବା ବାହାନାରେ ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟ୍ । ମୟୂରଭଞ୍ ଜିଲ୍ଲା ବୈଶିଙ୍ଗା ଥାନା ମାଣତ୍ରୀ ପେଟ୍ରୋଲ ପମ୍ପରୁ ବିଳମ୍ବିତ ରାତିରେ ଏହି ଲୁଟ୍ ହୋଇଛି । କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୪୦ ହଜାରରୁ ଅଧିକ ଟଙ୍କା ଧରି ଛୁ ମାରିଛନ୍ତି ଦୁଇ ଜଣ ଦୁର୍ବୃତ୍ତ ।…

ବଙ୍ଗୋପସାଗରରେ ଅବପାତ: ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସକ୍ରିୟ ରହିଛି । ଏହା ଆଜି ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ । ଏହାର ପ୍ରଭାବରେ ତାମିଲନାଡୁ ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତାମିଲାନଡୁର ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ…

ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ବନ ବିଭାଗ, ୨ ଗିରଫ

ଦେବଗଡ଼: ବାଘଛାଲ ବିକ୍ରି ପାଇଁ ଡିଲ ହେଉଥିବା ବେଳେ ବନ ବିଭାଗର ଚଢଉ । ଦେବଗଡ଼ ବନଖଣ୍ଡ ରିଆମାଳ ଫରେଷ୍ଟରେଞ୍ଜ ବ୍ରାହ୍ମଣିପାଲ ଗାଁ ନିକଟରୁ ବାଘ ଛାଲ ଜବତ ହୋଇଛି । କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ଡିଲ ଚାଲିଥିବା ବେଳେ ବନ ବିଭାଗ ଚଢଉ କରିଥିଲା । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ…

ଅନୁଗୁଳ ଓ ଢେଙ୍କାନାଳରେ ଶିଳ୍ପାୟନ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

ଅନୁଗୁଳ : ଅନୁଗୁଳ ଓ ଢେଙ୍କାନାଳରେ ଶିଳ୍ପାୟନ ନେଇ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ ତ୍ରିପାଠୀ । ଉଭୟ ଜିଲ୍ଲାରେ ଥିବା ବିଭିନ୍ନ ଶିଳ୍ପାନୁଷ୍ଠାନର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଉଭୟ ଜିଲ୍ଲାରେ ଚାଷ ଓ ଶିଳ୍ପ ପାଇଁ ଅନେକ ସମ୍ଭାବନା…

କୋଟିଆ ପାଇଁ ସର୍ବଦଳୀୟ ବୈଠକ

କୋରାପୁଟ : ତୁଟିବ କୋଟିଆ କଳି । ଏକାଠି ହେଲେ ସମସ୍ତ ଦଳ । କୋଟିଆ ପ୍ରସଙ୍ଗରେ ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ । ଏହି ବୈଠକରେ ବିଜେଡି, ବିଜେପି ଓ କଂଗ୍ରେସର ନେତାମାନେ ସାମିଲ ହୋଇଛନ୍ତି । ବୈଠକରେ କୋଟିଆରେ ଲାଗି ରହିଥିବା ବିବାଦର ସମାଧାନ ପାଇଁ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ…

ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ‘ଜନଜାତୀୟ ଗୌରବ ଦିବସ’ ଭାବେ ପାଳିବ ଦେଶ

ନୂଆଦିଲ୍ଲୀ : ଓଡ଼ିଶାର ମହାନ ସ୍ବାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ନଭେମ୍ବର ୧୫ ତାରିଖକୁ ‘ଜନଜାତୀୟ ଗୌରବ ଦିବସ’ ଭାବେ ପାଳିବ ସମଗ୍ର ଦେଶ । ଏହି ପ୍ରସ୍ତାବକୁ ଅନୁମୋଦନ କରିଛି କେନ୍ଦ୍ର କ୍ୟାବିନେଟ । ଏହାଫଳରେ ଆଗାମୀ ପୀଢ଼ି ଦେଶ ପାଇଁ ଏହି ମହାନ ଆଦିବାସୀ…

ବିଶ୍ବଜିତ୍ ସାହୁ ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନ ସମ୍ପର୍କ ଅଧିକାରୀ

ଭୁବନେଶ୍ବର : ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନ ସମ୍ପର୍କ ଅଧିକାରୀ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଭାରତୀୟ ରେଳପଥ ଷ୍ଟୋର ସର୍ଭିସ୍ ୨୦୧୩ ବ୍ୟାଚର ଅଧିକାରୀ ବିଶ୍ବଜିତ୍ ସାହୁ । ମରିସସ୍ ରେଳବାଇକୁ ଡେପୁଟେସନରେ ବିଦେଶ ଯାଉଥିବା ବିଦାୟୀ ମୁଖ୍ୟ ଜନ ସଂପର୍କ ଅଧିକାରୀ ତଥା ଭାରତୀୟ ରେଳବାଇ…

ନୌସେନାରେ ଚାକିରୀ କରାଇଦେବେ କହି ଲୋକଙ୍କୁ ଠକୁଥିଲେ, ଗିରଫ କଲା ପୋଲିସ

କଟକ : ନୌସେନାରେ ଚାକିରୀ କରାଇଦେବେ କହି ଲୋକଙ୍କୁ ଠକୁଥିଲେ। ଏନେଇ ଜଣେ ଯୁବକଙ୍କୁ ଗିରଫ କରିଛି ଚାଉଳିଆଗଞ୍ଜ ଥାନା ପୋଲିସ । ନୌସେନା ଏବଂ ବିଦେଶରେ ଚାକିର କରାଇଦେବା ନାଁରେ ଲୋକଙ୍କ ଠାରୁ ହଜା ହଜାର ଟଙ୍କା ଠକୁଥିଲେ। ଏହି ଅଭିଯୁକ୍ତ ନିକଟରୁ ନଗଦ ୩୩ ହଜାର ଟଙ୍କା ,ଗୋଟିଏ କାର ଓ ମୋବାଇଲ…

ଅବସର ନେବେ ପୋଲିସ ଡିଜି ଅଭୟ

ଭୁବନେଶ୍ବର : ଆସନ୍ତା ଡିସେମ୍ବର ଶେଷରେ ଅବସର‌ ନେବେ ପୋଲିସ ଡିଜି ଅଭୟ । ଡିସେମ୍ବର ୩୧ ତାରିଖ ସୁଦ୍ଧା ଚାକିରିରୁ ଅବସର‌ ନେବେ ପୋଲିସ ଡିଜି ଅଭୟ । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ଏହାସହ ଖୁବଶୀଘ୍ର ନୂଆ ଡିଜିପିଙ୍କ ନାଁ ଘୋଷଣା କରିପାରନ୍ତି ରାଜ୍ୟ ସରକାର…