Latest Odisha News

BREAKING NEWS

Browsing Category

ଓଡିଶା

Odisha

ଥମୁନି ଅଶାନ୍ତି, ପୁଣି ୫ ଗିରଫ

ସାତପଡ଼ା : ପୁରୀ ଜିଲ୍ଲା ସାତପଡ଼ା ଅଞ୍ଚଳର ନାଥପୁରରେ ବୋମାମାଡ଼ ମାମଲା । ଥମୁନି ଅଶାନ୍ତି ।  ସେପଟେ ୩୫ ମୌଜାର ଆଉ ୫ଜଣଙ୍କୁ ଗିରଫ କରିଛି ପୋଲିସ । ଏହାକୁ ମିଶାଇ ଗିରଫ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ଏବେ ବି ଘଟଣାସ୍ଥଳରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ ୪ ପୋଲିସ ଅଫିସରଙ୍କ ସମେତ ୨…

ପୁଣି ଲଘୁଚାପ ବର୍ଷା, ବଢିବ ଶୀତ

ଭୁବନେଶ୍ୱର: ପୁଣି ଲଘୁଚାପ ବର୍ଷା, ବଢିବ ଶୀତ  । ଆସନ୍ତା ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୁର୍ଣ୍ଣିବଳୟ ରହିଛି । ଯାହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ । ଏହାପରେ ଅବପାତରେ ପରିଣତ ହେବ। ସେପଟେ ଖସୁଛି ତାପମାତ୍ରା…

ମାଛ ଜାଲରେ ଫସିଲା ରଣା ସାପ

ପୁରୀ : ମାଛ ଜାଲରେ ଫସିଲା ରଣା । ପିପିଲ ମଙ୍ଗଳପୁର ଅଞ୍ଚଳରେ ଧାନ ବିଲରୁ ମାଛ ଧରିବା ପାଇଁ ଜାଲ ବସାଯାଇଥିଲା। ଏହି ଜାଲରେ ୫ ଫୁଟ ଲମ୍ବର ରଣା ସାପ ପଡ଼ିଯାଇଥିବା ଦେଖିବାକୁ ମଳିଥିଲା। ସକାଳୁ ଆଲୋକ ଜେନା ନାମକ ଜଣେ ବ୍ୟକ୍ତି ରଣା ସାପଟିକୁ ବିଲରେ ଛଟପଟ ହେଉଥିବା ଦେଖିଥିଲେ।ପରେ ସ୍ନେକ ହେଲପ…

ଏସଟିଏଫ୍ ହାତରେ ଦୁଇ ବ୍ରାଉନସୁଗାର ବେପାରୀ

ବାଲେଶ୍ୱର: ପରିବା ମାର୍କେଟ ନିକଟରୁ ଜବତ ହେଲା ଧଳା ଜହର। ବାଲେଶ୍ୱର ଜିଲ୍ଲା ନୟାବଜାର ପରିବା ମାର୍କେଟରୁ ଏସଟିଏଫ୍ ଟିମ୍ ଜବତ କରିଛି। ଏହି ମାମଲାରେ ୨ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଦୁଇ ଜଣ ହେଲେ ଅଶୋକ କୁମାର ବେହେରା ଏବଂ ବିଜୟ ଯାଦବ। ଏମାନେ କିଛି ବର୍ଷ ହେବ ବାଲେଶ୍ୱରରେ ବ୍ରାଉନ…

[ଭିଡିଓ] ବରଗଡ଼ ମୁଖ୍ୟ ଚିକିତ୍ସାଳୟରେ ତାଲା ପକାଇଲେ ଗ୍ରାମବାସୀ , ରୋଗୀସେବା ବାଧାପ୍ରାପ୍ତ

ବରଗଡ଼ : ବରଗଡ଼ରେ ତାତିଲେ ଗାଁ ଲୋକ। ହସ୍ପିଟାଲର ମଇଳା ପାଣି ସିଧାସଳଖ ଟୁକୁରଲା ଗାଁ କୁ ପ୍ରବେଶ କରୁଥିବାରୁ ଏନେଇ ବାରମ୍ବାର ପ୍ରତିବାଦ କରିବା ସତ୍ୱେ କେହି ଶୁଣୁନଥିବାରୁ ଟୁକୁରଲା ଗାଁ ଲୋକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବାହାରେ ତାଲା ପକାଇଦେଇଛନ୍ତି। ଫଳରେ ରୋଗୀସେବା ବାଧାପ୍ରାପ୍ତ…

ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ୍ ହାଉସିଂ କର୍ପୋରେସନର ଡ଼େପୁଟି ମ୍ୟାନେଜର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ୍ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନ ଲିମିଟେଡ଼ର ଡ଼େପୁଟି ମ୍ୟାନେଜର। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରତାପ କୁମାର ସାମଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ୱର, ବାଲେଶ୍ୱର, ଭଦ୍ରକ ଜିଲ୍ଲାର ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।…

ରାଜ୍ୟରେ ଜାରି ରହିଛି ଶୀତ ଲହରି; ୧୫ ଡିଗ୍ରୀ ତଳେ ୭ ସହର

ଭୁବନେଶ୍ବର: ଆଜି ବି ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରି। ୧୫ ଡିଗ୍ରୀ ତଳେ ରହିଛି ରାଜ୍ୟର ୭ ସହର। ୧୧ ଡ଼ିଗ୍ରୀ ସହ ଆଜି ବି ଦାରିଙ୍ଗବାଡି ଓଡିଶାର ସବୁଠୁ ଥଣ୍ଡା ସହର ରହିଛି। ଫୁଲବାଣୀ ରେ ୧୨.୨ ଡ଼ିଗ୍ରୀ, ଟିଟଲାଗଡ ଏବଂ କେନ୍ଦୁଝରରେ ୧୩ .୮ ଡ଼ିଗ୍ରୀ, କୋରାପୁଟରେ ୧୪.୦ଡ଼ିଗ୍ରୀ,…

ବାଲୁକା କଳା ଦ୍ୱାରା ଖ୍ୟାତନାମା କାର୍ଟୁନିଷ୍ଟ କିଶୋର ରଥଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ଖ୍ୟାତନାମା କାର୍ଟୁନିଷ୍ଟ କିଶୋର ରଥଙ୍କ ହୃଦଘାତରେ ଦେହାନ୍ତ ହୋଇଯାଇଛି। ପ୍ରସିଦ୍ଧ ବ୍ୟଙ୍ଗ ଚିତ୍ରକର କିଶୋର ରଥଙ୍କ ମୃତ୍ୟୁ ତାଙ୍କର ପ୍ରଶଂସକ ମହଲରେ ଶୋକର ଛାୟା ଖେଳିଯାଇଛି। ଏନେଇ ପୁରୀ ବେଳାଭୂମିରେ ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା ଚିତ୍ର କଳା କରି…

ରାଜ୍ୟରୁ ୨୯୬ କରୋନା ସଂକ୍ରମିତ ଚିହ୍ନଟ; ୫୮ ଛୁଆ ପଜିଟିଭ

ଭୁବନେଶ୍ବର: ଗତ କାଲିଠାରୁ ଆଜି ରାଜ୍ୟରେ ସାମାନ୍ୟ ବଢିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୨୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୫୮ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୭୪ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା…

ଆଜି ନବୀନ ପଟ୍ଟନାୟକ ଓ ଜଗନମୋହନ ରେଡ୍ଡୀଙ୍କ ମଧ୍ୟରେ ହେବ ଆଲୋଚନା

ଭୁବନେଶ୍ୱର: ଆଜି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ ଏସ୍ ଜଗନମୋହନ ରେଡ୍ଡୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ହେବ ଜଗନମୋହନଙ୍କ ଦ୍ୱିପାକ୍ଷିକ ବୈଠକ। ଆଜି ସନ୍ଧ୍ୟା…