Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦେଶରେ ବିମୁଦ୍ରାକରଣକୁ ପୂରିଲା ୫ ବର୍ଷ

ନୂଆଦିଲ୍ଲୀ : ଦେଶରେ ବିମୁଦ୍ରାକରଣକୁ ପୂରିଛି ୫ ବର୍ଷ । ଗତ ୨୦୧୬ ନଭେମ୍ବର ୮ ତାରିଖରେ ୫୦୦ ଓ ହଜାର ଟଙ୍କିଆ ନୋଟକୁ ଅଚଳ କରିଥିଲେ କେନ୍ଦ୍ର ସରକାର । ଦେଶରୁ କଳାଟଙ୍କା ହଟାଇବା ଲକ୍ଷ୍ୟରେ କେନ୍ଦ୍ର ସରକାର ବିମୁଦ୍ରାକରଣ ପାଇଁ ନିଷ୍ପତ୍ତି ନେଇଥିଲେ । ହେଲେ ଏହି ପଦକ୍ଷେପ ଯୋଗୁ ବିଶେଷ…

ବଣାଇଁରେ ଆତଙ୍କ ମଚାଉଥିବା ଡାକୟତ ଗ୍ୟାଙ୍ଗ ଗିରଫ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ବଣାଇଁ ଉପଖଣ୍ଡର ବିଭିନ୍ନ ଥାନା ଅଞ୍ଚଳରେ ଆତଙ୍କ ମଚାଇ ଲୁଟ୍ ତରାଜ ଚଳାଇଥିବା ଏକ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ଲହୁଣିପଡ଼ା ପୋଲିସ । ଲହୁଣିପଡ଼ା ଥାନା ଅନ୍ତର୍ଗତ ଏକ ଜନସେବା କେନ୍ଦ୍ର, ଏକ ବିଦେଶୀ ମଦ ଦୋକାନରୁ ବନ୍ଧୁକ ମୁନରେ ଡକାୟତି କରିବା…

ଖଡଗପୁର ଓ ଯାଜପୁର କେନ୍ଦୁଝର ରୋଡ୍ ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍

ଭୁବନେଶ୍ବର : ଯାତ୍ରୀଙ୍କ ସୁବିଧା ପାଇଁ ଖଡଗପୁର ଓ ଯାଜପୁର କେନ୍ଦୁଝର ରୋଡ ମଧ୍ୟରେ ଚଳାଚଳ କରିବ ସ୍ବତନ୍ତ୍ର ଟ୍ରେନ୍ । ଆସନ୍ତା ୧୨ ତାରିଖରୁ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନେଇଛି ରେଳବାଇ । ୦୮୦୩୭ ଖଡଗପୁର-ଯାଜପୁର କେନ୍ଦୁଝର ରୋଡ ସ୍ପେଶାଲ ଆସନ୍ତା ୧୨ ତାରିଖରୁ…

ବ୍ରହ୍ମଗିରି ନାଥପୁରରେ ବୋମାମାଡ଼ ଘଟଣା, ବମ୍ ସ୍କ୍ବାଡର ତଦନ୍ତ, ୩ ଅଟକ

ବ୍ରହ୍ମଗିରି : ସରକାରୀ ଜମିରେ ଘର ନିର୍ମାଣକୁ ନେଇ ପୁରୀ ଜିଲ୍ଲା ସାତପଡ଼ା ଅଞ୍ଚଳର ନାଥପୁରରେ ବୋମାମାଡ଼ ମାମଲାରେ ଆରମ୍ଭ ହୋଇଛି ଛାନବିନ । ଘଟଣାରେ ୩ ଜଣଙ୍କୁ ପୋଲିସ ଅଟକ ରଖିଛି । ଏହାସହ ବମ୍ ସ୍କ୍ବାଡ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି । ସ୍ଥିତି ଉତ୍ତେଜନାପୂର୍ଣ୍ଣ…

ଭୁବନେଶ୍ବରରେ କ୍ରାଇମ୍ ଗ୍ୟାଙ୍ଗର ଭାଇରାଲ ଭିଡିଓ ଘଟଣା, ୨୯ ଜଣଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ମାତିଛନ୍ତି ଅପରାଧୀ । କେବିଏନ୍ ଗ୍ୟାଙ୍ଗର ଭାଇରାଲ ଭିଡିଓ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛି ପୋଲିସ । ଗ୍ୟାଙ୍ଗର ମୋଟ ୨୯ ଜଣଙ୍କ ନାଁରେ ମାମଲା ରୁଜୁ କରିଛି ନୟାପଲ୍ଲୀ ଥାନା ପୋଲିସ । ଏହି ଗ୍ୟାଙ୍ଗର ୨ ଜଣ ଅଅଭିଯୁକ୍ତଙ୍କୁ ମିଶାଇ ୭ ଜଣ ଗିରଫ…

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ତିନିଦିନିଆ ଧାରଣା

ଗୁଣୁପୁର: ରାୟଗଡ଼ା ଜିଲ୍ଲା ଗୁଣପୁର ବ୍ଲକର ପୁଟ୍ଟାସିଂର ରେଜିଂଟାଲ ଗ୍ରାମକୁ ଜିଲ୍ଲା ପ୍ରଶାସନ ତରବରିଆଭାବେ ନୂତନ ପଞ୍ଚାୟତ ଘୋଷଣା କରିଛନ୍ତି। ପୁଟ୍ଟାସିଂ ରେଭିନ୍ୟୁ ଗ୍ରାମକୁ ପଞ୍ଚାୟତ କାର୍ଯ୍ୟାଳୟ ଫେରସ୍ତ କରିବା ଦାବିରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ଆଜି…

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ । ୨୪ଘଣ୍ଟାରେ ନେଇପାରେ ଲଘୁଚାପର ରୂପ, ଉତ୍ତର ତାମିଲନାଡୁରେ ବର୍ଷା ସମ୍ଭାବନା । ରାଜ୍ୟରେ ଶୀତର ଲହର ଆରମ୍ଭ ହୋଇଥିବା ବେଳେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଘୂର୍ଣ୍ଣିବଳୟ । ଏହି…

ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଉପରକୁ ଅଣ୍ଡାମାଡ

ଭବାନୀପାଟଣା: ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଉପରକୁ ଅଣ୍ଡାମାଡ । ଭବାନୀପାଟଣାରେ ମନ୍ତ୍ରୀଙ୍କ ଗାଡି ଉପରକୁ ଅଣ୍ଡାମାଡ ହୋଇଛି । ଆଜି ଭବନୀପାଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଥିଲା । ଏହି କାର୍ଯ୍ୟକ୍ରମ ସାରି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଫେରୁଥିବା ସମୟରେ…

[ଭିଡିଓ] ଦୃଷ୍ଟି ଆଢୁଆଳରେ ଶ୍ରୀ ସ୍ୱପ୍ନେଶ୍ୱର ଶିବ ମନ୍ଦିର

ଦେବଗଡ଼ : ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ସ୍ୱପ୍ନେଶ୍ୱର ଶିବ ମନ୍ଦିର। ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ପରା ପଞ୍ଚାୟତର କଙ୍କଡାଝରଣ ଗାଁ ନିକଟରେ ରହିଛି ଶ୍ରୀ ସ୍ୱପ୍ନେଶ୍ୱର ଶିବ ମନ୍ଦିର। ଏହି ମନ୍ଦିରର ସୌନ୍ଦଯ୍ୟ ପ୍ରକୃିତ ପ୍ରେମିଙ୍କୁ ଏଠାକୁ ଆସିବାକୁ ଆନମନା କରେ। ହେଲେ ପ୍ରଚାର ପ୍ରସାର…

ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ କାର୍ଯ୍ୟକ୍ରମ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍

ଭୁବନେଶ୍ୱର: ଆସନ୍ତାକାଲି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ ଏସ୍ ଜଗନମୋହନ ରେଡ୍ଡୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓଡ଼ିଶାର…