Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ୨୭୬ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଗତ କାଲିଠାରୁ ଆଜି ରାଜ୍ୟରେ ସାମାନ୍ୟ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୨୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୫୫ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୫୯ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା…

ଅପହୃତ ୫ଜଣ ଆଦିବାସୀଙ୍କୁ ମୁକ୍ତ କଲା ଲାଲବାହିନୀ

ମାଲକାନଗିରି: ପୋଲିସ ଇନଫର୍ମର ସନ୍ଦେହରେ ଅପହୃତ ୫ଜଣ ଆଦିବାସୀଙ୍କୁ ମୁକ୍ତ କଲା ଲାଲବାହିନୀ। ମୁକ୍ତ ହେଲା ପରେ ସେମାନେ ନିଜ ଗ୍ରାମ ବାଟେରଠାରେ ପହଞ୍ଚିଥିଲେ। ସୂଚନା ଅନୁସାରେ, ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲା କଣ୍ଟା ଥାନା ଅନ୍ତର୍ଗତ ବାଟେର ଗ୍ରାମର ୫ଜଣ ଆଦିବାସୀଙ୍କୁ…

ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ: ବାଣ୍ଟିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ଼, ସୁରକ୍ଷା…

କଳାହାଣ୍ଡି: ଆଜି କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭବାନୀପାଟଣାସ୍ଥିତ ଓୟୁଏଟି ପଡ଼ିଆରେ ଆଜି ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ଼ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାକୁ ନେଇ…

ଓଡ଼ିଶାର ପ୍ରଖ୍ୟାତ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶାର ପ୍ରଖ୍ୟାତ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ। ସୋମବାର ସକାଳେ କ୍ୟାପିଟାଲ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛଇ। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ନିଶ୍ୱାସ ପ୍ରଶ୍ବାସ ନେବାରେ ଅସୁବିଧା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା।…

ସିଆରପିଏଫ୍ ଯବାନଙ୍କ ଗୁଳିରେ ପ୍ରାଣ ହରାଇଲେ ୪ଜଣ ଯବାନ

ମାଲକାନଗିରି: ସିଆରପିଏଫ୍ ଯବାନଙ୍କ ଗୁଳିରେ ଚାରି ଜଣ ସାଥୀ ଯବାନ ପ୍ରାଣ ହରାଇଛନ୍ତି। ଏପରି ଅଭାବନୀୟ ଘଟଣା ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକୁମା ଜିଲ୍ଲାରେ ଦେଖିବାକୁ ମିଳିଛି। ତିନି ଜଣ ଗୁରୁତର ଅଛନ୍ତି। ଗୁଳି ଚାଳନା କରିଥିବା ଯବାନ ହେଲେ ରିତେଶ ରଞ୍ଜନ। ସୂଚନା ଅନୁସାରେ,…

ପ୍ରଦୀପଙ୍କ ଜନ୍ମ ମାଟିରେ କଂଗ୍ରେସର ମିଶ୍ରଣ ପର୍ବ ଓ ଶକ୍ତି ପ୍ରଦର୍ଶନ

ନବରଙ୍ଗପୁର : କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଇଥିବା ପ୍ରଦୀପ ମାଝିଙ୍କ ଜନ୍ମମାଟିରେ ଶକ୍ତି ପ୍ରଦର୍ଶନ କରିଛି କଂଗ୍ରେସ । ପ୍ରଦୀପ ମାଝିଙ୍କୁ ଜବାବ ଦେବା ପାଇଁ ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଫୁଫୁଗାଁ ଗାଁରେ ଏକଜୁଟ ହୋଇଛନ୍ତି କଂଗ୍ରେସ କର୍ମୀ । ସବୁ ନିର୍ବାଚନ ମଣ୍ଡଳୀରେ ପହଞ୍ଚି…

କୁଶଭଦ୍ରା ନଦୀରେ ବୁଡ଼ି ବିଟେକ ଛାତ୍ରଙ୍କ ମୃତ୍ୟୁ

ଗୋପ : କୁଶଭଦ୍ରା ନଦୀରେ ବୁଡ଼ି ବିଟେକ ଛାତ୍ରଙ୍କ ମୃତ୍ୟୁ । ପୁରୀ ଜିଲ୍ଲା ଗୋପ ବ୍ଲକ ବଣିଆସାହି ନିକଟ କୁଶଭଦ୍ରା ନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ । ମୃତ୍ ଯୁବକ ହେଉଛନ୍ତି ଜଗତସିଂହପୁର ଅଞ୍ଚଳର ବାପି ଦାସ । ବାପି ଜଣେ ସାଙ୍ଗ ଘରକୁ ବୁଲି ଆସିଥିବା ବେଳେ ଅପରାହ୍ନରେ ସାଙ୍ଗ ମାନଙ୍କ ସହିତ…

[ଭିଡ଼ିଓ] ଜମି ବିବାଦ ନେଇ ୪୦ରୁ ଊର୍ଦ୍ଧ୍ବ ବୋମାମାଡ଼, ଜଳିଗଲା ୩୦ ଘର

ବ୍ରହ୍ମଗିରି: ଜଳୁଛି ସାତପଡ଼ା । ଜମି ଜବରଦଖଲ ନେଇ ତୁମୁଳ କାଣ୍ଡ ଘଟିଥିବା ବେଳେ ଲଗାତର ଭାବେ ବୋମାମାଡ ହୋଇଛି । ତେବେ ବହୁ ଦିନ ବ୍ୟବଧାନରେ ଏହି ଅଞ୍ଚଳରେ ବୋମାମାଡ ହୋଇଛି । ଦୁଇଟି ଗୋଷ୍ଠୀ ମଧ୍ୟରେ ଉପୁଜି ଥିବା ଜମି ବିବାଦ ଘଟଣାକୁ ନେଇ ୪୦ରୁ ଊର୍ଦ୍ଧ୍ବ ବୋମାମାଡ଼ ହୋଇଛି । ପୁରୀ…

ଜଗତସିଂହପୁର ବାଲିକୁଦାରେ ଅଘଟଣ, ପୋଖରୀରେ ବୁଡି ନାବାଳକର ମୃତ୍ୟୁ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ଅନ୍ତର୍ଗତ ବ୍ରହ୍ମପୁର ଗାଁରେ ଅଘଟଣ । ପୋଖରୀରେ ବୁଡ଼ି ଜଣେ ନାବାଳକର ମୃତ୍ୟୁ ହୋଇଛି । ବ୍ରହ୍ମପୁର ଗାଁର ଦୀପକ ପରିଡ଼ାଙ୍କ ୭ ବର୍ଷର ପୁଅ ସାଇ ପରିଡ଼ା ପୋଖରୀରେ ଖସିପଡ଼ିଥିଲେ । ପରିବାର ଲୋକ ବହୁ ଖୋଜାଖୋଜି କରିବା ପରେ ପୋଖରୀରୁ…

ମହଙ୍ଗା ପଡ଼ିଲା କିନ୍ନରଙ୍କ ଠାରୁ ଅଳଙ୍କାର ଲୁଟ କରି ମାଡ଼ ମାରିବା, ଗିରଫ ହେଲେ ପୋଲିସ କନଷ୍ଟେବଳ ଓ ପୂର୍ବତନ ସରପଞ୍ଚ

ଢେଙ୍କାନାଳ : ମହଙ୍ଗା ପଡ଼ିଲା କିନ୍ନରଙ୍କ ଠାରୁ ସୁନା ଅଳଙ୍କାର ଲୁଟ କରି ମାଡ଼ ମାରିବା । ଘଟଣାରେ ଗିରଫ ହୋଇଛନ୍ତି ପୋଲିସ କନଷ୍ଟେବଳଙ୍କ ସମେତ ପୂର୍ବତନ ସରପଞ୍ଚ । ଢେଙ୍କାନାଳ ପରଜଙ୍ଗ ଥାନା ଗଡ଼ପଳାଶୁଣି ଗାଁ ନିକଟରେ ଦେଖିବାକୁ ମିଳିଛି ଏପରି ଏକ ଘଟଣା । ଗିରଫ କନଷ୍ଟେବଳ ହେଲେ ପରଜଙ୍ଗ…