Latest Odisha News

BREAKING NEWS

Browsing Category

ଓଡିଶା

Odisha

ସିଆରପିଏଫ୍ ଯବାନ ପ୍ରସୂତି ଓ ନବଜାତ ଶିଶୁର ଜୀବନ ବଞ୍ଚାଇଲେ

ମାଲକାନଗିରି : ସିଆରପିଏଫ୍ ଯବାନଙ୍କ ମହାନତା । ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକମା ଜିଲ୍ଲାରେ ଜଣେ ପ୍ରସୂତିଙ୍କ ଜୀବନକୁ ବଞ୍ଚାଇ ପୁଣି ଥରେ ମାନବିକାତାର ପରିଚୟ ଦେଇଛନ୍ତି ମାଓ ପ୍ରବଣ ଅଞ୍ଚଳରେ ନିୟୋଜିତ ସୁରକ୍ଷା କର୍ମୀ। ଗତକାଲି ଡିଆରଜି ଓ ସିଆରପିଏଫର ଯବାନ ମାନେ କମ୍ବିଂ ଅପରେସନ…

ଶ୍ରୀଜଗନ୍ନାଥ ସଂସ୍କୃତିକୁ ଅସମ୍ମାନ ପ୍ରତିବାଦରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର : ମହାପ୍ରଭୁ ଜଗନ୍ନାଥଙ୍କ ନାଁ କୁ ବିଜେପି ପକ୍ଷରୁ ଭୁଲ ଲେଖାଯିବାକୁ ବିରୋଧ କରିଛି ବିଜେଡି । ଏନେଇ ମାଷ୍ଟର କ୍ୟାଣ୍ଟିନ ଛକ ନିକଟରେ ବିଜୁ ଜନତା ଦଳ ପକ୍ଷରୁ ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଙ୍କ କୁଶ ପୁତ୍ତଳିକା ଦାହ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି…

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ନେଇ ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ନିର୍ବାଚନ କମିସନଙ୍କ କାର୍ଯ୍ୟାଳୟରେ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ନେଇ ସର୍ବଦଳୀୟ ବୈଠକ ଶେଷ ହୋଇଛି । ଏହି ବୈଠକରେ ଛଅଟି ଏଜେଣ୍ଡା ଉପରେ ଆଲୋଚନା ହୋଇଥିବାର ସୂଚନା ମିଳିଛି । ମଦମୁକ୍ତ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ଏହି ବୈଠକରେ ପ୍ରସ୍ତାବ ଦେଇଛନ୍ତି ।…

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ଜୋରଦାର ବିରୋଧ କରାଯିବ : ବିଜେପି

ଭୁବନେଶ୍ୱର : ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗକୁ ନେଇ ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି । ଆସନ୍ତା ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ  ବିଜେପି ଜୋରଦାର ବିରୋଧ କରିବା ନେଇ ଚେତାବନୀ ଦେଇଛି। ୮ ତାରିଖ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ସାମାଜିକ…

କେନାଲରୁ ମିଳିଲା ଡ୍ରାଇଭରଙ୍କ ମୃତଦେହ

କାମାକ୍ଷାନଗର: କାର ସହ ଡ୍ରାଇଭରର ମୃତଦେହ ଉଦ୍ଧାର । ଦୁଇ ଦିନ ଧରି ନିଖୋଜ ଥିଲେ ଡ୍ରାଇଭର । ଶନିବାର ଠାବ ହେଲା ମୃତଦେହ । ଏପରି ଘଟଣା ସାମ୍ନାକୁ ଆସିଛି ଢେଙ୍କାନାଳ କାମାକ୍ଷାନଗର କୁଲେଇ ଗାଁ ନିକଟ ରେଙ୍ଗାଳି ବାମ କେନାଲରେ । ପରଜଙ୍ଗ ଥାନା ଝରଣାବାହାଳ ଗାଁର ଅନନ୍ତ ସିଂ ଗତ ୪ ତାରିଖରୁ…

ଶ୍ରୀମନ୍ଦିରରେ 5T ସଚିବ ଭି.କେ ପାଣ୍ଡିଆନ୍

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି 5T ସଚିବ ।  ଆଜି ସକାଳୁ ପୁରୀ ଗସ୍ତ କରିଛନ୍ତି 5T ସଚିବ ଭି. କାର୍ତ୍ତିକେୟନ୍ ପାଣ୍ଡିଆନ । ଏହି ଅବସରରେ ସେ ଶ୍ରୀମନ୍ଦିର ଚତୁଃର୍ପାଶ୍ୱର ଉନ୍ନତିକରଣ କାର୍ଯ୍ୟ ସମ୍ପର୍କରେ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । କିଛି ଦିନ ତଳେ ପୁରୀ…

ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ : କାଳୀପୂଜା ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ସପ୍ତମାତୃକା ବେଶରେ ଦର୍ଶନ ଦେଉଛନ୍ତି । ମା’ ୭ ଦିନରେ ୭ଟି ବେଶ ଧାରଣ କରନ୍ତି । ଶନିବାର ସପ୍ତମାତୃକା ବେଶର ତୃତୀୟ ଦିନରେ ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ମା’ । ପୃଥିବୀକୁ ଶତୃଙ୍କୁ ସଂହାର କରିବା ପାଇଁ…

ଢେଙ୍କାନାଳରୁ ୨୭ଗ୍ରାମ୍ ବ୍ରାଉନସୁଗର ଜବତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରୁ ପୁଣି ଜବତ ହେଲା ଧଳାଜହର । ୨୭ ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୋଲିସ । ବ୍ରାଉନସୁଗାର ବେପାର ଅଭିଯୋଗରେ ୫ ଜଣଙ୍କୁ ପୋଲିସ ଗିରଫ କରିଛି । ଢେଙ୍କାନାଳ ପିଡବ୍ଲୁଡି କଲୋନୀରୁ ୨୭ଗ୍ରାମ ବ୍ରାଉନସୁଗାର ଜବତ କରିଛି ଟାଉନ ଥାନା ପୋଲିସ । ବ୍ରାଉନସୁଗାର…

୮ ଘଣ୍ଟିଆ ଝାରସୁଗୁଡ଼ା ଜିଲ୍ଲା ବନ୍ଦ ପାଳନ

ଝାରସୁଗୁଡ଼ା: ୮ ଘଣ୍ଟିଆ ଝାରସୁଗୁଡ଼ା ଜିଲ୍ଲା ବନ୍ଦ ପାଳନ । ମମିତା ମେହେରଙ୍କ ପରିବାରକୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରାଯାଉଛି । ଆଜି ବିଜେପି ପକ୍ଷରୁ ୮ ଘଣ୍ଟିଆ ଝାରସୁଗୁଡ଼ା ଜିଲ୍ଲା ବନ୍ଦ ପାଳନ କରାଯାଉଛି । ସକାଳ ୬ ଟାରୁ ଅପରାହ୍ଣ ୨ ଟା ଯାଏଁ ୮ ଘଣ୍ଟିଆ…

ରାଜ୍ୟରୁ ୨୦୮ ନୂଆ ଆକ୍ରାନ୍ତ ଚିହ୍ନଟ; ୨୩ ଛୁଆ ପଜିଟିଭ

ଭୁବନେଶ୍ବର: ଆଜି ରାଜ୍ୟରେ ସାମାନ୍ୟ ବଢିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୨୩ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୧୯ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୮୯ଟି…