Latest Odisha News

BREAKING NEWS

Browsing Category

ଓଡିଶା

Odisha

Indian Railways: ପାର୍ବଣ ଋତୁ ପାଇଁ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍‌, ଜାଣନ୍ତୁ କେଉଁ ସବୁ ରୁଟ୍‌ରେ ମିଳିବ ସେବା?

ଭୁବନେଶ୍ୱର: ଆଗକୁ ଆସୁଛି ପାର୍ବଣ। ଏନେଇ ରେଳବାଇ ପକ୍ଷରୁ ଯାତ୍ରୀଙ୍କ ସୁଗମ ଯାତ୍ରା ପାଇଁ ଆରମ୍ଭ କରିଛି କିଛି ପାର୍ବଣ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍‌। ଆରାମଦାୟକ ଯାତ୍ରା ଅଭିଜ୍ଞତା ସୁନିଶ୍ଚିତ କରିବା ଏବଂ ପାର୍ବଣ ଋତୁରେ ଯାତ୍ରୀଙ୍କ ଅତିରିକ୍ତ ଭିଡ଼ ପରିଚାଳନା କରିବା ପାଇଁ, ଭାରତୀୟ…

Odisha Vigilance: ଭିଜିଲାନ୍ସ ଜାଲରେ କାଶୀପୁର ରେଞ୍ଜର୍, ଏକକାଳୀନ ୯ଟି ସ୍ଥାନରେ ଚଢାଉ

ରାୟଗଡ଼ା: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ରାୟଗଡ଼ା ଜିଲ୍ଲାର କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତରଯ୍ୟାମୀ ସାହୁଙ୍କ ସରକାରୀ ବାସଭବନ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ରେଡ୍। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଥିବା ସୂଚନା ମିଳିଛି। ରେଞ୍ଜର ଅନ୍ତରଯ୍ୟାମୀ…

Cuttack Mahanadi: ମହାନଦୀ ତଳ ମୁଣ୍ଡରେ ନିର୍ମାଣ ହେବ ୧୭ଟି ବନ୍ଧ ଓ ୪୪ଟି ବ୍ୟାରେଜ

କଟକ: ମହାନଦୀ ତଳ ମୁଣ୍ଡରେ ନିର୍ମାଣ ହେବ ୧୭ ଗୋଟି ବନ୍ଧ, ୧୫ ଗୋଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଏବଂ ୪୪ ବ୍ୟାରେଜ। ଏଥିପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର। ଏନେଇ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି। ଗତକାଲି ଏସମ୍ପର୍କରେ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ…

Encounter: ମାଓବାଦୀ-ଯବାନଙ୍କ ମଧ୍ୟରେ ଗୁଳିବିନିମୟ, ଦୁଇ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାର ଦକ୍ଷିଣ-ପଶ୍ଚିମ ଅଞ୍ଚଳର ମାନକେଲି ଜଙ୍ଗଲରେ ସିଆରପିଏଫ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଗୁଳିବିନିମୟରେ ଦୁଇ ମାଓବାଦୀ ନିହତ ହୋଇଛନ୍ତି। ଉଭୟଙ୍କର ମୁଣ୍ଡରେ ଥିଲା ୭ ଲକ୍ଷ ଟଙ୍କାର ପୁରସ୍କାର।…

ଟ୍ରେନ ଧକ୍କାରେ ଶୁଭମିତ୍ରାଙ୍କ ସମ୍ପର୍କୀୟ ମୃତ

ଭୁବନେଶ୍ବର: ଟ୍ରେନ ଧକ୍କାରେ କନେଷ୍ଟବଳ ଶୁଭମିତ୍ରାଙ୍କ ସମ୍ପର୍କୀୟଙ୍କ ମୃତ୍ୟୁ। ଭୁବନେଶ୍ବର ପଟିଆ ଷ୍ଟେସନ ନିକଟରେ ଘଟିଛି ଦୁର୍ଘଟଣା। ଲେଡି କନେଷ୍ଟବଳ ଶୁଭମିତ୍ରା ସାହୁଙ୍କ ଶେଷକୃତ୍ୟ ସାରି ପୁରୀରୁ ଫେରୁଥିବା ବେଳେ ଦୁର୍ଘଟଣାରେ ତାଙ୍କର ଜଣେ ସଂପର୍କୀୟଙ୍କ ମୃତ୍ୟୁ ହୋଇଛି ଏବଂ ଅନ୍ୟ ଜଣେ…

TPSODL: ସୁରକ୍ଷିତ ପାର୍ବଣ ଉତ୍ସବ ପାଳନ ନିମନ୍ତେ ଟିପିଏସ୍ଓଡିଏଲ୍ ଜାରି କଲା ସୁରକ୍ଷା ପରାମର୍ଶ

ବ୍ରହ୍ମପୁର: ଦୁର୍ଗାପୂଜା ତଥା ପାର୍ବଣ ଋତୁ ପାଖେଇ ଆସୁଥିବା ହେତୁ ବୈଦ୍ୟୁତିକ ନିରାପତ୍ତାକୁ ପ୍ରାଥମିକତା ଦେଇ ଦାୟିତ୍ୱପୂର୍ଣ୍ଣ ଭାବେ ଉତ୍ସବ ପାଳନ କରିବାକୁ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଉପଭୋକ୍ତାମାନଙ୍କୁ ନିବେଦନ କରାଯାଇଛି।…

ମେଡିକାଲ ଶିକ୍ଷା ଓ ତାଲିମ ବିକାଶ ନିମନ୍ତେ ୯୮ ନୂଆ ନିଯୁକ୍ତି…

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା ଏବଂ ଚିକିତ୍ସା ଶିକ୍ଷା କ୍ଷେତ୍ରକୁ ନଜର ରେ ରଖି ଓଡ଼ିଶା ସରକାର ରାଜ୍ୟର ବିଭିନ୍ନ ମେଡିକାଲ କଲେଜରେ ମୋଟ ୯୮ଟି ନୂତନ ସହାୟକ ପ୍ରଫେସରଙ୍କୁ ନିଯୁକ୍ତି ଦିଆଯାଇଥିବା ନେଇ ଘୋଷଣା କରିଛନ୍ତି। ସେଥିମଧ୍ୟରୁ ୨୩ଟି ବିଶେଷଜ୍ଞ ବିଭାଗରେ ୯୧ ଜଣ ସହାୟକ ପ୍ରଫେସର ଓ…

ରାଜ୍ୟର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ବିଶ୍ୱର ସର୍ବବୃହତ ଜନଜାତି ବିଦ୍ୟାଳୟ କିସ୍‍ ପରିସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ ତମ ଜନ୍ମଦିନ ପାଳିତ ହୋଇଯାଇଛି। ଏଥିରେ କିସର ୪୦ ହଜାର ଛାତ୍ରଛାତ୍ରୀ ଏକାଠି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରିଥିଲେ। ପିଲାମାନେ ମୋଦୀଙ୍କ ମୁଖା ପିନ୍ଧି ଜନ୍ମଦିନ…

ଓଡ଼ିଶା ସିଭିଲ୍ ସର୍ଭିସେସ୍ (ପ୍ରିଲିମ୍) ପରୀକ୍ଷା ତାରିଖ ଘୋଷଣା…

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଗୁରୁବାର ସିଭିଲ୍ ସର୍ଭିସେସ୍ (ପ୍ରିଲିମ୍) ପରୀକ୍ଷା-୨୦୨୪ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ପରୀକ୍ଷା ୧୨ ଅକ୍ଟୋବର ୨୦୨୫ରେ ଅନୁଷ୍ଠିତ ହେବାକୁ ଯାଉଛି। ଓପିଏସସି ଦ୍ୱାରା ପ୍ରକାଶିତ ସମୟ ସାରଣୀ ଅନୁଯାୟୀ, ପ୍ରିଲିମ୍ ପରୀକ୍ଷା ୬ଟି…

Ama bus: ଆମ ବସ୍‌ କଣ୍ଡକ୍ଟରଙ୍କ ଦାଦାଗିରି; ଯାତ୍ରୀଙ୍କୁ ମାରିଲେ ଥାପଡ଼, ଏପଟେ ଚାକିରିରୁ ବହିଷ୍କାର…

ଭୁବନେଶ୍ବର:ଯୁକ୍ତିତର୍କରୁ ଯାତ୍ରୀଙ୍କୁ ଆକ୍ରମଣ କଲେ ଆମ ବସ୍ କଣ୍ଡକ୍ଟର । ଭୁବନେଶ୍ବରରେ ଯୁକ୍ତିତର୍କରୁ ଯାତ୍ରୀଙ୍କୁ ଥାପଡ଼ ମାରିଲେ ‘ଆମ ବସ୍‌’ କଣ୍ଡକ୍ଟର, ଏହିପରି ଅଭିଯୋଗ ହୋଇଛି । OD33AH0166 ଗାଡ଼ିର କଣ୍ଡକ୍ଟର ଏହି ଘଟଣା ଘଟାଇଥିବା ସୂଚନା ରହିଛି । କଣ୍ଡକ୍ଟର ୟୁନିଫର୍ମରେ ଥାଇ…