Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୋଲିସ କନେଷ୍ଟବଳଙ୍କୁ ବୀଭତ୍ସ ହତ୍ୟା, ଜଣେ ଅଟକ

ବୌଦ୍ଧ: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଯାଜପୁର ଗ୍ରାମର ବାଲିସାହିରେ ପୋଲିସ କନେଷ୍ଟବଳଙ୍କୁ ବୀଭତ୍ସ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି । ମୃତ କନେଷ୍ଟବଳ ଜଣକ ହେଲେ ଉଦୟ ରଞ୍ଜନ ପଟ୍ଟନାୟକ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ହତ୍ୟା…

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଆଜି ୮ ଜଣ ଅଭିଯୁକ୍ତଙ୍କର ଟିଆଇ ପରେଡ୍‌ ଶେଷ ହୋଇଛି । ଏନେଇ ଏସଡିଜେଏମ୍ କୋର୍ଟରେ ଆବେଦନ କରିଥିଲା ପୋଲିସ । କୋର୍ଟଙ୍କ ଅର୍ଡର ମିଳିବା ପରେ ଅପରାହ୍ଣରେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଭିଯୁକ୍ତଙ୍କ ଟିଆଇ ପରେଡ୍ କରାଯାଇଛି ।…

ହନୁମାନ ବାଟିକା ଛକରୁ ପାୱାର ହାଉସ୍ ଛକ ପର୍ଯ୍ୟନ୍ତ ରାସ୍ତାର ନାମକରଣ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ବିର୍ସା ମୁଣ୍ଡା (birsa munda) ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଭାରତ ଇତିହାସରେ ସବୁଦିନ ପାଇଁ ଅମର ହୋଇ ରହିଛନ୍ତି। ଇଂରେଜ ଶାସନ ସମୟରେ ବିର୍ସା ଅନ୍ୟାୟ, ଅତ୍ୟାଚାରକୁ ବିରୋଧ କରି ବିହାର, ଝାଡଖଣ୍ଡ ଅଞ୍ଚଳର ସଂଗ୍ରାମୀମାନଙ୍କୁ ଏକାଠି ଏକ ବଡ ଧରଣର ବିପ୍ଳବ ମାଧ୍ୟମରେ ଦେଶର…

‘Ashtadhatu’ Idol Stolen: ନାରାୟଣ ମନ୍ଦିରରୁ କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ଅଷ୍ଟଧାତୁ ମୂର୍ତ୍ତି ଲୁଟ୍

ଗଞ୍ଜାମ: ଭଞ୍ଜନଗର ଅଞ୍ଚଳରେ ମନ୍ଦିରରୁ ମୂର୍ତ୍ତି ଚୋରି ହୋଇଛି । ତାରସିଙ୍ଗି ଥାନା କୁଲାଡ଼ ନିକଟସ୍ଥ ନାରାୟଣପାଟଣା ଗ୍ରାମର ନାରାୟଣ ମନ୍ଦିରରୁ ୧୦ଟି ଅଷ୍ଟଧାତୁରେ ନିର୍ମିତ ମୂର୍ତ୍ତି ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଯାହାର ମୂଲ୍ୟ କୋଟିଏରୁ ଉର୍ଦ୍ଧ୍ବ । ତେବେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି…

ବହୁ ପ୍ରଚେଷ୍ଟା ପରେ କୂଅରୁ ଉଦ୍ଧାର ହେଲା ହାତୀ ଛୁଆ

ବଲାଙ୍ଗିର: ବଲାଙ୍ଗୀର ଜିଲ୍ଲାର ଏକ ଗାଁ ନିକଟ କୂଅରୁ ଶନିବାର ଦିନ ଏକ ହାତୀ ଛୁଆକୁ ସଫଳତାର ସହ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ଜିଲ୍ଲାର ମୁରିବାହାଲ ବନାଞ୍ଚଳ ଅନ୍ତର୍ଗତ ଲତାସାହଡା ଗ୍ରାମ ନିକଟରେ ଏହି ଘଟଣା ଘଟିଛି। ଅଧିକାରୀମାନେ କହିଛନ୍ତି ଯେ ଶୁକ୍ରବାର ବିଳମ୍ବିତ ରାତିରେ…

Gun Smugglers: ଧରାହେଲେ ୨ ଆନ୍ତଃରାଜ୍ୟ ଅପରାଧି;୫ ବନ୍ଧୁକ,୯ ଜୀବନ୍ତ ଗୁଳିଜବତ

ଭୁବନେଶ୍ବର: ଅନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ୍‌ର ୨ ସଦସ୍ୟ ଗିରଫ । ବନ୍ଧୁକ କିଣିବାକୁ ଯାଇ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ । ଧରାପଡିଛନ୍ତି ଦୁଇ ବନ୍ଧୁକ ବେପାରୀ । ବଡ ଲୁଟ୍ ପାଇଁ ଯୋଜନାବେଳେ କାବୁ କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍। ଅଭିଯୁକ୍ତଙ୍କଠାରୁ ଗୋଟିଏ…

Tiger Census: ଶିମିଳିପାଳରେ ଆଜିଠୁ ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ବାଘ ଗଣନା…

ମୟୂରଭଞ୍ଜ: ଆରମ୍ଭ ହେଲା ଶିମିଳିପାଳରେ ବାଘ ଗଣନା । ଆଜି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ଅଖିଳ ଭାରତୀୟ ବ୍ୟାଘ୍ର ଆକଳନ-୨୦୨୬ ଆରମ୍ଭ ହୋଇଛି । ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥୋରିଟିର ଗାଇଡ ଲାଇନକୁ ଆଧାର କରି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ଆକଳନ ପ୍ରକିୟା ଆରମ୍ଭ…

OTET Result Out: ପ୍ରକାଶ ପାଇଲା ସ୍ବତନ୍ତ୍ର ଓଟିଇଟି-୨୦୨୫ ପରୀକ୍ଷା ଫଳ, ପାସ ହାର ରହିଛି…

କଟକ: ପ୍ରକାଶ ପାଇଲା ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ଫଳ । ମୋଟ ୭୨ ହଜାର ୪୧୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳେ, ଏଥିମଧ୍ୟରୁ ୪୮ ହଜାର ୧୫୩ କୃତକାର୍ଯ୍ୟ ହୋଇଛନ୍ତି । ମୋଟ ପାସହାର ୬୬.୫୦ ପ୍ରତିଶତ ରହିଛି । ରାଜ୍ୟର ୧୯୩ଟି କେନ୍ଦ୍ରରେ ପରୀକ୍ଷା ଦେଇଥିଲେ ଛାତ୍ରଛାତ୍ରୀ ।…

କୋଟିଆରେ ବାଣ୍ଟୁଥିଲା ଔଷଧ… ତଡ଼ା ଖାଇଲା ଆନ୍ଧ୍ର ସ୍ୱାସ୍ଥ୍ୟ ସେବା ଟିମ୍‌

କୋରାପୁଟ: ବାରମ୍ବାର ବାରଣ କରାଯାଉଛି ତଥାପି ଗଳାବାଟ ଦେଇ ଅନୁପ୍ରବେଶ କରୁଛନ୍ତି ଆନ୍ଧ୍ର ଅଧିକାରୀ । ରାଜ୍ୟ ସରକାର ବିଭିନ୍ନ ଯୋଜନା ସାଙ୍ଗକୁ କୋଟିଆବାସୀ ଯେପରି ସରକାରଙ୍କ ସମସ୍ତ ସୁବିଧା ଓ ଯୋଜନାରୁ ବଞ୍ଚିତ ହେବେ ନାହିଁ ସେନେଇ ଜିଲ୍ଲା ପ୍ରଶାସନ ଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ…

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ଅଭିଯୁକ୍ତଙ୍କ ଟିଆଇ ପରେଡ୍.. 

ବ୍ରହ୍ମପୁର: ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ଗିରଫ ହୋଇଥିବା ସମସ୍ତ ୧୬ ଅଭିଯୁକ୍ତଙ୍କ ଏକ ଟେଷ୍ଟ ଆଇଡେଣ୍ଟିଫିକେସନ୍ (ଟିଆଇ) ପରେଡ୍ ବ୍ରହ୍ମପୁର ସର୍କଲ୍ ଜେଲ୍ ଭିତରେ କରାଯିବାର ସମ୍ଭାବନା ରହିଛି। ସୂଚନା ଅନୁଯାୟୀ, ସବ୍-ଡିଭିଜନାଲ୍ ଜୁଡିସିଆଲ୍…