Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଭିଡ଼ିଓ] ଇଲେକ୍ଟ୍ରିକ୍ ମିଟର ବାକ୍ସରୁ ନାଗ ସାପ ଉଦ୍ଧାର

ଭୁବନେଶ୍ୱର : ଇଲେକ୍ଟ୍ରିକ୍ ମିଟର ବାକ୍ସରେ ନାଗ ସାପ । ଭୁବନେଶ୍ୱର ବ୍ରହ୍ମେଶ୍ୱର ପାଟଣାର ବଟକୃଷ୍ଣ ଡାଳୁଆଙ୍କ ଘରେ ଲାଗିଥିବା ଇଲେକ୍ଟ୍ରିକ ମିଟର ବାକ୍ସ ଭିତରୁ ୩ ଫୁଟ ଲମ୍ବର ନାଗ ସାପ ଉଦ୍ଧାର କରାଯାଇଛି । ଆଜି ଦିନ ପ୍ରାୟ ସାଢେ ୧୨ ଟା ପାଖାପାଖି ହେବ ସାପଟି ଘରର ସିଡି ତଳେ ଶୋଇଥିବା ଘର…

୧୨ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣା । ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆସନ୍ତା ୧୨ତାରିଖରେ ରାଜ୍ୟ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି । ସୋମବାର ଦିନ କଂଗ୍ରେସର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ହତ୍ୟା ଘଟଣାରେ ରାଜ୍ୟ ସରକାର ଓ…

ଟ୍ରେନ୍‌ରେ ବାଣ ପରିବହନ ମନା

ଭୁବନେଶ୍ୱର : ଟ୍ରେନ୍‌ରେ ବାଣ ପରିବହନ ମନା  । ଟ୍ରେନ୍‌ରେ ବାଣ ପରିବହନ ଉପରେ କଟକଣା ଲଗାଯାଇଛି । ଦୀପାବଳିକୁ ନଜରରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଟ୍ରେନ୍‌ରେ ବାଣ ପରିବହନ ଉପରେ କଟକଣା ଲଗାଯାଇଛି । ଟ୍ରେନ୍ ଯାତ୍ରା ସମୟରେ ଦହନଶୀଳ ପଦାର୍ଥ ଯଥା ଫଟକା, ଗ୍ୟାସ୍ ସିଲିଣ୍ଡର, ଏସିଡ୍,…

[ଭିଡ଼ିଓ ] ଭିଜିଲାନ୍ସ ଜାଲରେ ନିମାପଡା ତହସିଲଦାର

ପୁରୀ : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ । ପୁରୀ ନିମାପଡା ତହସିଲଦାର ରାମ ଚନ୍ଦ୍ର ଜେନା ଭିଜିଲାନ୍ସ ଜାଲରେ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ତାଂକ ନିମାପଡା କାର୍ଯ୍ୟଳୟ ନିକଟ ବାସଭବନରେ ଉପରେ ଆଜି ଚଢ଼ାଉ କରାଯାଇଛି । ନିମାପଡ଼ା ତହସିଲଦାରଙ୍କ ପୁରୀ ସରକାରୀ…

ପୁଣି ଚିତାବାଘ ଛାଲ ଜବତ, ୨ଗିରଫ

ମୟୁରଭଞ୍ଜ: ପୁଣି ଏସଟିଏଫ୍ ପଞ୍ଝାରେ ଚିତାବାଘ ଛାଲ ବ୍ୟବସାୟୀ। କ୍ରାଇମବ୍ରାଞ୍ଚ ଏସଟିଏଫ୍ ଓ ମନଦା ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି। ଏଥିରେ ୨ଜଣଙ୍କୁ ଗିରଫ କରାଯାଇଛି। ରାଇରଙ୍ଗପୁର ଫରେଷ୍ଟ ରେଞ୍ଜ ଚାଟଣି ବସ୍ ଷ୍ଟାଣ୍ଡ ନିକଟରୁ ଡ଼ିଲ ଚାଲିଥିବାବେଳେ ଗିରଫ ହୋଇଥିବା ସୂଚନା ମିଳିଛି।…

ଆଜି ପବିତ୍ର ଧନତେରାସ : ସୁନା କିଣିବାକୁ ଦୋକାନରେ ଗ୍ରାହକଙ୍କ ଭିଡ

ଭୁବନେଶ୍ୱର : ଆଜି ପବିତ୍ର ଧନତେରାସ ଓ କାର୍ତ୍ତିକ ତ୍ରୟୋଦଶୀ । ଏହି ପବିତ୍ର ଦିନରେ ସୁନା ବା ରୂପା କିଣିଲେ ପରିବାରର ସୁଃଖ ସମୃଦ୍ଧି ବୃଦ୍ଧିର ବିଶ୍ୱାସ ରହିଥିବାରୁ ଲୋକ ଗହଣା ଦୋକାନରେ ଭିଡ ଜମାଇଛନ୍ତି । ଆଉ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ଆକର୍ଷଣୀୟ ଅଫର ଦେଉଛନ୍ତି ଗହଣା…

ମନ୍ଦିରମାଳିନୀ ଭୁବନେଶ୍ୱରରୁ ଓ ଗୋଲାପୀ ସହର ଜୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱର ରାଜସ୍ଥାନର ଜୟପୁରକୁ ଆରମ୍ଭ ହେବ ବିମାନ ସେବା। ଏଥିପାଇଁ ପୂର୍ବରୁ ସେପ୍ଟେମ୍ବର ୧୭ରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖିଥିଲେ। ଏହାପରେ ନଭେମ୍ବର ୨ରୁ…

ସମ୍ବଲପୁରରେ ”BSKY” ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର : ସମ୍ବଲପୁରରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ । ଆଜି ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ସ୍ମାର୍ଟ ହେଲ୍‌ଥ କାର୍ଡରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ୱାରା ଗରିବ ଲୋକେ…

ରାଜ୍ୟରୁ ୩୨୭ ନୂଆ ଆକ୍ରାନ୍ତ ଚିହ୍ନଟ; ୪୪ ଛୁଆ ପଜିଟିଭ

ଭୁବନେଶ୍ବର: ଆଜି ରାଜ୍ୟରେ ଖସିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୩୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୪୪ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୯୧ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୧୩୬ଟି ଲୋକାଲ୍‌…

[ଭିଡ଼ିଓ]ଚାଷ ଜମି ସମସ୍ୟାକୁ ନେଇ ତହସିଲ କାର୍ଯ୍ୟାଳୟରେ ତାଲା ପକାଇଲେ ଗାଁ ଲୋକ

ଦେବଗଡ଼ : ଚାଷ ଜମିକୁ ମାଡୁନି ଜଳ । ହେଲେ ଲୋକଙ୍କୁ ଜଳକର ପୈଠ କରିବା ପାଇଁ  ନୋଟିସ ଜାରି କରୁଛନ୍ତି ସରକାର। ଏହାକୁ ବିରୋଧ କରି ଦେବଗଡ଼ ଜିଲ୍ଲା ରିଆମାଳ ତହସିଲ କାର୍ଯ୍ୟାଳୟରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଦେବଗଡ଼ କୋଟପଡ଼ା ଗ୍ରାମବାସୀ । ଦେବଗଡ଼ ଜିଲ୍ଲାର ରିଆମାଳ ବ୍ଲକ…