Latest Odisha News

BREAKING NEWS

Browsing Category

ଓଡିଶା

Odisha

ଫୁଲବାଣୀ ଗସ୍ତରେ ଯାଇଥିବା ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

ଫୁଲବାଣୀ: ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ । ଫୁଲବାଣୀ ଗସ୍ତରେ ଥିବା ବେଳେ ସେ ହଠାତ୍ ଅସୁସ୍ଥତା ଅନୁଭନ କରିଛନ୍ତି । ନିମ୍ନ ରକ୍ତଚାପ ଓ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିବା ସୂଚନା ମିଳିଛି । ଫୁଲବାଣୀ ସର୍କିଟ ହାଉସରେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ମନ୍ତ୍ରୀଙ୍କ…

ଠେଲା ରିକ୍ସାରେ ଶଯ୍ୟାଶାୟୀ ମା’ଙ୍କୁ ୨୦କିଲୋମିଟର ବୋହି ନେଲେ ପୁଅ

ମାଲକାନଗିରି: ପୁଣି ସାମ୍ନାକୁ ଆସିଲା ହୃଦୟ ବିଦାରକ ଦୃଶ୍ୟ। ଶଯ୍ୟାଶାୟୀ ମା’ଙ୍କୁ ଦୀର୍ଘ ୨୦ କିଲୋମିଟର ଠେଲା ରିକ୍ସାରେ ବୋହି ବୋହି ନେଲେ ଚାଷୀ। ଏହିପରି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରିରେ। ଟାଟା ପାୱାର କମ୍ପାନୀର ମନମୁଖୀ କାର୍ଯ୍ୟକୁ ପ୍ରତିବାଦ କରି ଚାଷୀ ଜଣକ ଏପରି କରିଥିବା କଥା…

ଦରବୃଦ୍ଧି ପ୍ରତିବାଦ: ବିଜୁ ଯୁବ ଓ ଛାତ୍ର ଜନତା ଦଳର ସାଇକେଲ୍ ରାଲି

ଭୁବନେଶ୍ୱର: ରାଜରାସ୍ତାରେ ଦରଦାମ ବୃଦ୍ଧିର ପ୍ରତିବାଦ । ଭୁବନେଶ୍ୱରରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ସାଇକେଲ୍ ରାଲି କରାଯାଇଛି । କେଶରୀ ହଲ୍ ପାଖର ଏହି ରାଲି ବାହାରି ରାଜଭବନ ଅଭିମୁଖେ ଯାଇଛି । ସେଠାରେ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶ କରାଯାଉଛି । ବିଜେଡି ଅଭିଯୋଗ କରିଛି,…

ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ

ପୁରୀ: ପୁରୀରେ ପ୍ରଶାସନ ପକ୍ଷରୁ ଆରମ୍ଭ ହେଲା ଉଚ୍ଛେଦ। ମରଚିକୋଟ ଛକରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପର୍ଯ୍ୟନ୍ତ ପୋଲିସ ଛାଉଣୀ ସହ ସର୍ବସାଧାରଣଙ୍କ ପାଇଁ ବନ୍ଦ କରାଯାଇଛି। ସକାଳ ୭ଟାରୁ ଆରମ୍ଭ ହୋଇଛି ଉଚ୍ଛେଦ ପ୍ରକ୍ରିୟା। ପୁରୁଣା କୋଠାର ଉଚ୍ଛେଦ ପାଇଁ ଜେସିବି କମ୍ ବ୍ରେକର ମେସିନ ନିୟୋଜିତ…

ବିଚ୍ ରାସ୍ତାରେ ନୃଶଂସ ହତ୍ୟା: ଗୁଳି କରିବା ପରେ ବେକକୁ ହାଣିଲେ ଦୁର୍ବୃତ୍ତ

ବାଲେଶ୍ୱର: ବିଚ୍ ରାସ୍ତାରେ ବୀଭତ୍ସ ହତ୍ୟାକାଣ୍ଡ । ଜଣେ ଯୁବକଙ୍କୁ ପ୍ରଥମେ ଗୁଳି ଚଳାଇବା ପରେ ବେକକୁ ଭୂଜାଲିରେ ହାଣିଲେ ଦୁର୍ବୃତ୍ତ । ସ୍ପଷ୍ଟ ଦିବାଲୋକରେ ଏଭଳି ନରକୀୟକାଣ୍ଡ କରିଛନ୍ତି ଦୁଇ ଜଣ ଦୁର୍ବୃତ୍ତ । ବାଲେଶ୍ୱର ସଦର ଥାନା ଅନ୍ତର୍ଗତ କୁରୁଡ଼ା ଛକରେ ଏହି ବୀଭତ୍ସ ହତ୍ୟାକାଣ୍ଡ…

ଅମୃତଭଣ୍ଡା ଗଛରେ ଫଣା ଟେକିଥିଲା ନାଗ ସାପ

ଭୁବନେଶ୍ୱର: ଅମୃତଭଣ୍ଡା ଗଛରେ ଫଣା ଟେକିଛି ନାଗ ସାପ । ଗୋଡ଼େଇ ହୋଇ ଗଛରେ ରହିଥିଲା । ଏଦୃଶ୍ୟ ହେଉଛି ଭୁବନେଶ୍ୱର ଭୀମପୁର ଅଞ୍ଚଳ । ସକାଳୁ ସକାଳୁ ଅମୃତଭଣ୍ଡା ଗଛରେ ସାପ ଥିଲା ଲୋକ ଦେଖିଥିଲେ । ଫୁଲ ତୋଳିବାକୁ ଯାଇଥିବା ବେଳେ କିଛି ଲୋକ ଅମୃତଭଣ୍ଡା ଗଛରେ ସାପ ଚଢ଼ିଥିବା ଦେଖିଥିଲେ । ଏହି…

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କାର ଉପରକୁ ଅଣ୍ଡା ଓ କାଳି ମାଡ଼

ଭୁବନେଶ୍ୱର: କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଆଜି ଓଡ଼ିଶା ଗସ୍ତରେ ଆସିଥିବାବେଳେ ବିରୋଧ କରିଛି କଂଗ୍ରେସ। ଦଳ ପକ୍ଷରୁ ଭୁବନେଶ୍ୱର ବିମାନବନ୍ଦର ଛକରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ କାର୍ ଉପରକୁ ଅଣ୍ଡା ଓ କାଳିମାଡ଼ କରାଯାଇଥିଲା। ଏହାସହ ମନ୍ତ୍ରୀଙ୍କ ଗାଡ଼ିକୁ କଳା ପତାକା…

କାର ଧକ୍କାରେ ଚାଲିଗଲା ଶିଶୁର ଜୀବନ, କ୍ଷତିପୂରଣ ଦାବିରେ ଥାନା ଘେରାଓ

ରାୟଗଡ଼ା: କାର ଧକ୍କାରେ ଚାଲିଗଲା କୋମଳ ଶିଶୁର ଜୀବନ। ରାୟଗଡ଼ାରେ ଏହିପରି ଅଭାବନୀୟ ଘଟଣା ଘଟିଛି  । ୩୨୬ନମ୍ବର ଜାତୀୟ ରାଜପଥ ଉପରେ ଏକ କାର ଧକ୍କାରେ ଜଣେ ଶିଶୁ ପୁତ୍ରର ମୃତ୍ୟୁ ହୋଇଛି। ମୃତ ଶିଶୁ ଜଣକ ହେଲେ ସୁଧାଂଶୁ ସାମଲ। ସୂଚନା ଅନୁସାରେ, ସୁଧାଂଶୁ ନିଜ ଭଉଣୀ ସହ ରାସ୍ତା ପାର…

ରାଜ୍ୟରେ କରୋନା କାୟା କେବେ କମୁଛି, କେବେ ବଢୁଛି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଉପର ତଳ ହେଉଛି । କେବେ ସାମାନ୍ୟ ବଢୁଛି ତ କେବେ ଖସୁଛି । ଗତକାଲି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ଶହ ତଳେ ଥିଲା । ଆଜି ପୁଣି ଥରେ ପାଖାପାଖି ୫ଶହ ନୂଆ ସଂକ୍ରମିତ ହୋଇଛନ୍ତି । ଗତକାଲି ୩୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲା । ଆଜି ଏହି…

ବାଲୁକା କଳାରେ ଲୌହ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ । ଏହି ଦିନକୁ ସାରା ଦେଶ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରୁଛି । ବାଲୁକାକଳାରେ ଆଇରନ୍ ମ୍ୟାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ୧୮୭୫ ଅକ୍ଟୋବର ୩୧ ତାରିଖରେ ଜନ୍ମଗ୍ରହଣ କରିଥିଲେ…