Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

ପୁରୀ: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା। ଦିବ୍ୟାଙ୍ଗ ଶ୍ରଦ୍ଧାଳୁମାନେ କିପରି ଜଗନ୍ନାଥଙ୍କ ଦର୍ଶନ କରିପାରିବେ ସେନେଇ ବ୍ୟବସ୍ଥା କରାଯାଉଛି। ସ୍ୱତନ୍ତ୍ର ରାମ୍ପ ନିର୍ମାଣ ହେଉଛି। ଉତ୍ତର ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ। ଦଶରୁ ଅଧିକ ହୁଇଲ…

ମର୍ଣ୍ଣିଂ ଓ୍ୱାକ୍ ବେଳେ ମାଡ଼ିଗଲା ଅଜଣା ଗାଡ଼ି, ୨ ମହିଳାଙ୍କ ମୃତ୍ୟୁ

ଖୋର୍ଦ୍ଧା: ମର୍ଣ୍ଣିଂ ଓ୍ୱାକରେ ଯିବା ବେଳେ ମହିଳାଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର କପାସିଆ ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭୋର ୫ଟା ବେଳେ ଏହି ଦୁର୍ଘଟଣା ଘଟିଥିବା…

ଅକ୍ଟୋବର ଶେଷ ଦିନରେ ବି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍

ନୂଆଦିଲ୍ଲୀ: ତୈଳ ଦରରେ ଲାଗୁନି ବ୍ରେକ । ପ୍ରତିଦିନ ନୂଆ ରେକର୍ଡ ସ୍ତର ଛୁଉଛି ପେଟ୍ରୋଲ ଓ ଡିଜେଲ୍ ଦାମ୍ । ଅକ୍ଟୋବରରେ କ୍ରମାଗତ ଭାବରେ ଦର ବଢ଼ି ବଢ଼ି ଚାଲିଛି । ଆଜି ମାସର ଶେଷ ଦିନରେ ପେଟ୍ରୋଲ ଓ ଡିଜେଲ୍ ଦାମ୍ ଲିଟର ପ୍ରତି ୩୫ ପଇସା ଲେଖାଏ ବଢ଼ିଛି । ଲଗାତାର ପଞ୍ଚମ ଦିନରେ ବଢ଼ିଛି ତୈଳ…

ଦୀର୍ଘ ଦିନ ପରେ ବସିଲା ପୁରୀ ଜିଲ୍ଲା ପରିଷଦ ବୈଠକ

ପୁରୀ : ଦୀର୍ଘ ଦିନ ପରେ ବସିଲା ଜିଲ୍ଲା ପରିଷଦ ବୈଠକ । ପୁରୀ ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ବୈଠକ। ଏହି ବୈଠକରେ ଜିଲ୍ଲାପରିଷଦର ସମସ୍ତ ସଦସ୍ୟ ଓ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ। ଦୀର୍ଘ ଦୁଇ ବର୍ଷ ପରେ ବସିଲା ପୁରୀ ଜିଲ୍ଲା ପରିଷଦର ବୈଠକ। କୋଭିଡ କଟକଣା…

ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟାରେ ଲାଗିଥିବା କଟକଣାକୁ ପ୍ରତ୍ୟାହାର କଲା ବିଏମସି

ଭୁବନେଶ୍ବର : ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ଲାଗିଥିବା କଟକଣାକୁ କୋହଳ କଲା ବିଏମସି । ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟା ଆଦିରେ ଅତିଥିଙ୍କ ସଂଖ୍ୟା ଉପରେ ଲାଗିଥିବା କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି । ରାଜଧାନୀ ଭୁବନେଶ୍ବରରେ ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ କଟକଣା ଲଗାଇଥିଲା…

କୋଭିଡ୍‌ କଟକଣା କୋହଳ କଲା BMC

ଭୁବନେଶ୍ୱର : କରୋନା ଯୋଗୁ କଟକଣା। ଆଉ ଏବେ ସେହି କଟକଣା କୋହଳ କରାଯାଇଛି । କହିବାକୁ ଗଲେ ପୂର୍ବରୁ ଜାରି ହୋଇଥିବା କୋଭିଡ଼ କଟକଣାକୁ ଏବେ କୋହଳ କରାଯାଇଛି  ପୂର୍ବରୁ ଜାରି କଟକଣାକୁ  ବିଏମ୍‌ସି କୋହଳ କରିଛି । ବିବାହ, ବ୍ରତଘର, ଶୁଦ୍ଧିକ୍ରିୟା ଆଦି କାର୍ଯ୍ୟରେ କଟକଣା କୋହଳ ହୋଇ  ନିୟମ…

ବିନା ଭକ୍ତରେ ୭ଜଣ ସେବାୟତରେ ମାଆ କାଳୀଙ୍କ ପୂଜା

ଭଦ୍ରକ : ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମାଆ ଭଦ୍ରକାଳୀଙ୍କ ପୀଠରେ ପୂଜାର୍ଚ୍ଚନା ପାଇଁ କଟକଣା । ଟ୍ରଷ୍ଟ ପକ୍ଷରୁ କୋଭିଡ କଟକଣା ଭିତରେ ସମସ୍ତ ପ୍ରକାର ଆୟୋଜନ କରାଯାଇଛି । ମାଆଙ୍କ ପୀଠରେ କାଳୀପୂଜା ଅବସରରେ ସପ୍ତ ଦିବସ ବ୍ୟାପି ସପ୍ତମାତୃକା ବେଶରେ ମାଆ ଭଦ୍ରକାଳୀଙ୍କୁ ପୂଜାର୍ଚ୍ଚନା କରାଯିବା…

ବୋଲେରୋରୁ ୨୪କେଜି ଗଞ୍ଜେଇ ଜବତ

ଆନନ୍ଦପୁର : ପୁଣି ଜବତ ହେଲା ଗଞ୍ଜେଇ । ଚୋରା ଚାଲାଣ କରାଯାଉଥିବା ବେଳେ ଏକ ବୋଲେର ଗାଡିକୁ ଜବତ କରିଛି ପୁଲିସ।  କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ସୋସ ଥାନା ପୋଡାସିଙ୍ଗିଡି ଛକ ନିକଟରୁ  ଗଞ୍ଜେଇ ବୋଝେଇ ବୋଲେରୋ ଜବତ ହୋଇଛି । ଏହି ବୋଲେରୋଟିକୁ ସୋସ ଥାନା ପୋଲିସ ଜବତ କରିଛି । ବୋଲେରୋ…

ରାଜଗାଙ୍ଗପୁରରେ ଖୋଲିଲା ସୁନ୍ଦରଗଡ଼ ଜିଲ୍ଲାର ପ୍ରଥମ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ ଖୋଲିଲା ପ୍ରଥମ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର । ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଏବଂ ମିଶନଶକ୍ତି ବିଭାଗ ଆନୁକୂଲ୍ୟରେ ରାଜଗାଙ୍ଗପୁରରେ ଏହି ଟିଫିନ୍ ସେଣ୍ଟର ଖୋଲିଛି । ସ୍ଥାନୀୟ ଡାକୁୱା ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଏହାର ପରିଚାଳନା ଦାୟିତ୍ବ ଦିଆଯାଇଛି ।…

ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ଏ ନେଇ ସ୍ୱତନ୍ତ୍ର ରିଲିଫ କମିସନର (ଏସ୍‌ଆରସି) ପକ୍ଷରୁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ନଭେମ୍ବର ୨ ତାରିଖ ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ…