Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଭିଡ଼ିଓ] ବାଲିଯାତ୍ରା ଆୟୋଜନ କରିବାକୁ ଅନୁରୋଧ

କଟକ : କରୋନା ଯୋଗୁ ଫିକା ପଡିଛି ସମସ୍ତ ପର୍ବ ପର୍ବାଣୀ । ଦୁର୍ଗ। ପୂଜାରୁ ନେଇ ଲକ୍ଷ୍ମୀ ପୂଜା ଯାଏଁ ସବୁଠି କଟକଣା । ଏବେ ବାଲିଯାତ୍ରା ବନ୍ଦ କରାଯିବାକୁ ଶୁଣିବାକୁ ମିଳିଥିବା ବେଳେ ସରକାରଙ୍କୁ ଅନୁରୋଧ କରିଛନ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ । ଗତବର୍ଷ ବାଲିଯାତ୍ରା ଆୟୋଜନ ସମ୍ପୁର୍ଣ୍ଣ…

ଡ୍ରାଇଭର ମହାସଂଘର ବିଶାଳ ରାଲି

ଭୁବନେଶ୍ବର: ଡ୍ରାଇଭର ମହାସଂଘର ବିଶାଳ ରାଲି । ବିଭିନ୍ନ ଦାବି ପୂରଣ ପାଇଁ ଡ୍ରାଇଭର୍ ମହାସଂଘ ପକ୍ଷରୁ ଆନ୍ଦୋଳନ ଆରମ୍ଭ ହୋଇଛି । ଏନେଇ ରାଜଧାନୀରେ ଏକ ବିଶାଳ ରାଲି କରାଯାଇଛି । ନବୀନ ନିବାସ ଅଭିମୁଖେ ମହାସଂଘର ହଜାର ହଜାର ସଦସ୍ୟ ପଦଯାତ୍ରା ୧୦ ଦଫା ଦାବି  ନେଇ ରାଜରାସ୍ତାକୁ ଓହ୍ଲାଇଛି…

ମମିତାଙ୍କ ଘରେ ପହଁଞ୍ଚିଲେ ଜାତୀୟ ମହିଳା ମୋର୍ଚ୍ଚା ଟିମ୍

ନୂଆପଡ଼ା: ବିଜେପି ଜାତୀୟ ମହିଳା ମୋର୍ଚ୍ଚାର ଅଧ୍ୟକ୍ଷା ସମେତ ୩ ଜଣିଆ କେନ୍ଦ୍ରୀୟ ମହିଳା ଦଳ ଓଡ଼ିଶା ଗସ୍ତରେ ଆସିଛନ୍ତି । ଜାତୀୟ ମହିଳା ମୋର୍ଚ୍ଚା ସଭାପତି ଭି .ଶ୍ରୀନିବାସନ,ଶୀର୍ଷା ହରିୟାଣା ଲୋକସଭା ସାଂସଦ ସୁନିତା ଦୁଗଲ ,ପଶ୍ଚିମବଙ୍ଗ ବିଧାୟକ ଶ୍ରୀ ରୂପା ମିତ୍ର ଚୌଧୁରୀ ଦୁଇ ଦିନିଆ…

[ଭିଡିଓ] ଶିବ ମନ୍ଦିରରେ ନାଗ

ବରଗଡ଼ : ଶିବ ମନ୍ଦିରରେ ନାଗ ସାପ। ବରଗଡ଼ ଜିଲ୍ଲା ଭେଡେନ ବ୍ଲକରେ ସିଦ୍ଧେଶ୍ୱର ବାବା ଶିବ ମନ୍ଦିର ଭିତରେ ୩ ଫୁଟ ଲମ୍ବର ନାଗସାପ ପଶିିଥିବା ଦେଖାବାକୁ ମିଳିଛି । ଗତ କାଲି ପ୍ରାୟ ରାତି ୧୧ ଟା ପାଖାପାଖି ହେବ ମନ୍ଦିର ଭିତରେ ଏକ ନାଗ ସାପ ପଶିଯାଇଥିଲା । ସାପଟି ମନ୍ଦିର ବୃଷଭ ମୂର୍ତ୍ତିରେ…

ରାଜ୍ୟରେ ୩.୨୫ କୋଟି ଲୋକଙ୍କୁ ଟିକାକରଣ ଲକ୍ଷ୍ୟ

ଭୁବନେଶ୍ୱର: ରାଜ୍ୟରେ କରୋନା ଟିକାକରଣକୁ ଆହୁରି ଆଗେଇ ନେବାକୁ ଓଡ଼ିଶା ସରକାର ଟିକାକରଣ ଲକ୍ଷ୍ୟକୁ ୩.୦୯ କୋଟିରୁ ୩.୨୫ କୋଟି ଲୋକଙ୍କୁ ସଂଶୋଧନ କରିଛନ୍ତି। ଏପର୍ଯ୍ୟନ୍ତ ୨.୫୪ କୋଟି ଲୋକ ସେମାନଙ୍କର ପ୍ରଥମ ଡୋଜ୍ ପାଇଥିବାବେଳେ ୧.୧୨ କୋଟି ଲୋକ ଉଭୟ ଡୋଜ ଗ୍ରହଣ କରିଛନ୍ତି। ପ୍ରାୟ ୧.୩୭…

ବିରଜା ମହିଳା ମହାବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି, ପରୀକ୍ଷା ବାତିଲ କରିବାକୁ ଦାବି

ଯାଜପୁର: ଯାଜପୁର ବିରଜା ମହିଳା ମହାବିଦ୍ୟାଳୟରେ ଯୁକ୍ତ ୩ ଦ୍ୱିତୀୟ ବର୍ଷର ଚତୁର୍ଥ ସେମିଷ୍ଟାର ପରୀକ୍ଷାକୁ ନେଇ ଛାତ୍ରୀ ଅଶାନ୍ତି। ପରୀକ୍ଷାକୁ ବାତିଲ କରିବା ଦାବିରେ କଲେଜ ସମ୍ମୁଖରେ ଟାୟାର ଜାଳି ପ୍ରତିବାଦ କରିଛନ୍ତି ଛାତ୍ରୀ। କୋଭିଡ଼ ସମୟରେ କଲେଜ ପକ୍ଷରୁ ସଠିକ୍ଭାବେ ପାଠପଢ଼ା…

ହାତୀ ଆକ୍ରମଣରେ ଜଣେ ମୃତ, ବନ ବିଭାଗ ପହଞ୍ଚିନଥିବାରୁ ଗାଁରେ ଉତ୍ତେଜନା

ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ପରା ଗ୍ରାମରେ ହାତୀ ଆତଙ୍କ। ପୁଣି ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ପରା ଗ୍ରାମର ସୋମନାଥ ସାହୁ। ସୂଚନା ଅନୁସାରେ, ସୋମନାଥ ଆଜି ଭୋର ସମୟରେ ଗାଁ ପାଖରେ ଥିବା ବାଘଦରି ପଣସ ତଇଳା ନିକଟ ନିଜ ବାଇଗଣ ବଗିଚାରୁ…

ରାଜ୍ୟରୁ ୩୬୫ ନୂଆ ଆକ୍ରାନ୍ତ ଚିହ୍ନଟ; ୫୬ ଛୁଆ ପଜିଟିଭ

ଭୁବନେଶ୍ବର: ଆଜି ରାଜ୍ୟରେ ଖସିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୩୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୫୬ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୧୨ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୧୫୩ଟି ଲୋକାଲ୍‌…

ବନ ବିଭାଗର ଚଢ଼ାଉ: ଶାଳ ଓ ଗମ୍ଭାରୀ କାଠ ଜବତ, ୫ଗିରଫ

କେନ୍ଦୁଝର: କେନ୍ଦୁଝର ପାଟଣା ରେଞ୍ଜ ଖିରେଇଟାଙ୍ଗିରୀରୁ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ଶାଳ ଓ ଗମ୍ଭାରୀ କାଠ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୩୦ହଜାର ଟଙ୍କାରୁ ଅଧିକ ହେବ ବୋଲି କୁହାଯାଇଛି। ସୂଚନା ଅନୁସାରେ, ଖିରେଇଟାଙ୍ଗିରୀ ସେକ୍ସନ ନିକଟରେ କାଠ ଚିରା…

ପାରାଦୀପ ପୋର୍ଟ ଟ୍ରଷ୍ଟ ଓ ଏମସିଏଲର କାର୍ଯ୍ୟଧାରା ସହ ପ୍ରକଳ୍ପର ସମୀକ୍ଷା କଲେ କୋଇଲା ଓ ଖଣିମନ୍ତ୍ରୀ

ଭୁବନେଶ୍ବର : ପାରାଦୀପ ପୋର୍ଟ ଟ୍ରଷ୍ଟ ଓ ମହାନଦୀ କୋଲ ଫିଲ୍ଡସ୍ ଲିମିଟେଡର ବିଭିନ୍ନ ପ୍ରକଳ୍ପ ଓ କାର୍ଯ୍ୟଧାରା ସମୀକ୍ଷା କରିଛନ୍ତି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ । କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ପାରାଦୀପ ବନ୍ଦର ଏବଂ ଏମସିଏଲର ହିଙ୍ଗୁଳା କୋଇଲା ଖଣି କ୍ଷେତ୍ର ପରିଦର୍ଶନ କରି…