Latest Odisha News

BREAKING NEWS

Browsing Category

ଓଡିଶା

Odisha

ପଶୁଙ୍କ ପାଇଁ ନନ୍ଦନକାନନକୁ ଆସିବ ଅଲଟ୍ରାସାଉଣ୍ଡ ମେସିନ

ଭୁବନେଶ୍ୱର: ପଶୁଙ୍କ ପାଇଁ ଆସିବ ଅଲଟ୍ରାସାଉଣ୍ଡ ମେସିନ ।  ନନ୍ଦନକାନନକୁ ପ୍ରଥମଥର ପାଇଁ ଆସିବ ଜନ୍ତୁ ଅଲଟ୍ରାସାଉଣ୍ଡ ମେସିନ । ପିସିସିଏଫ୍‌ ୱାଇଲଡଲାଇଫ ଅନୁମୋଦନରେ ଅଣାଯିବ ଏହି ମେସିନ୍‌ । ଯାହା ଶାବକ ଜନ୍ମ ହେବାର ସମସ୍ୟାକୁ ଦୃଷ୍ଟିରେ ରଖି ଏ ମେସିନ ସହଯୋଗ କରିବ । କେତୋଟି ଜନ୍ତୁ ଶାବକ…

ଢେଙ୍କାନାଳ ଗଜଲକ୍ଷ୍ମୀ ପୂଜାରେ ଚାନ୍ଦିମେଢ

ଢେଙ୍କାନାଳ : ଢେଙ୍କାନାଳ ଗଜଲକ୍ଷ୍ମୀ ପୂଜାର ଆଜି ହେଉଛି ଶେଷ ଦିନ। ମା’ଲକ୍ଷ୍ମୀଙ୍କୁ ଦର୍ଶନ କରିବାକୁ ବହୁ ଦୂରଦୂରାନ୍ତରୁ ଛୁଟି ଆସିଛନ୍ତି ଲୋକେ। କୋଭିଡ଼ କଟକଣା ଭିତରେ ମା’ଙ୍କର ସୁରୁଖୁରୁରେ ଦର୍ଶନ କରିଛନ୍ତି । ଚଳିତ ବର୍ଷ ଢେଙ୍କାନାଳରେ ଗଜଲକ୍ଷ୍ମୀ ପୂଜାରେ ଚାରୋଟି ପୂଜା ମଣ୍ଡପରେ…

ବିଜେଡିରୁ ନିଲମ୍ବିତ ହେଲେ ଶୈଳେଶ ଦାନି

ଭୁବନେଶ୍ବର : ବିଜେଡିରୁ ନିଲମ୍ବିତ ହେଲେ ଶୈଳେଶ ଦାନି । ତାଙ୍କ ଦଳରୁ ଆଜି ନିଲମ୍ବିତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଧାରଣ ସମ୍ପାଦକ ତଥା ସରକାରୀ ଦଳ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ । ବିଜେଡି ରାଜ୍ୟ ସମ୍ପାଦକ ଭାବେ କାର୍ଯ୍ୟ ତୁଲାଉଥିଲେ ଶୈଳଶ ଦାନି । ଶୈଳଶ…

ପାଟକୁରା ନୂଆପଡ଼ାରେ ଗ୍ୟାଙ୍ଗ ଓ୍ବାର, ଜଣେ ମୃତ

ପାଟକୁରା : ପାଟକୁରା ଥାନା ପଦ୍ମପୁର ପଞ୍ଚାୟତ ନୂଆପଡ଼ାରେ ଗ୍ୟାଙ୍ଗଷ୍ଟରଙ୍କ ଆତଙ୍କ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଗ୍ୟାଙ୍ଗଷ୍ଟର ବିଭୁ ସାହୁ । ମୃତ ବିଭୁ ସାହୁର ଘର ବେରୁହାଁ ପଞ୍ଚାୟତ ହଳଦିଆ ଗାଁରେ । ସେ ଏକାଧିକ ମାମଲାରେ ସଂପୃକ୍ତ ଥିଲା ।…

ଇଶା ଅମ୍ବାନିଙ୍କୁ ‘ସ୍ମିଥ୍ସୋନିୟନ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟ’ ବୋର୍ଡରେ ନିଯୁକ୍ତି

ଭୁବନେଶ୍ବର : ଆମେରିକାର ଓ୍ୱାସିଂଟନ ଡିସି ସ୍ଥିତ ସ୍ମିଥ୍ସୋନିୟନ୍ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟ ବୋର୍ଡରେ ଇଶା ଅମ୍ବାନିଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ସେ ହେଉଛନ୍ତି ବୋର୍ଡର ସବୁଠୁ କମ୍ ବୟସର ସଦସ୍ୟା । ଚାରି ବର୍ଷ ଅବଧି ପାଇଁ ତାଙ୍କୁ ବୋର୍ଡରେ ନିଯୁକ୍ତି ମିଳିଛି ।…

ଲାଞ୍ଚୁଆ ଆକାଉଣ୍ଟାଣ୍ଟକୁ ୪ ବର୍ଷ ଜେଲ ଦଣ୍ଡ

କେନ୍ଦୁଝର : ଆକାଉଣ୍ଟାଣ୍ଟକୁ ୪ ବର୍ଷ ଜେଲ ଦଣ୍ଡ । ଲାଞ୍ଚୁଆ ଆକାଉଣ୍ଟାଣ୍ଟ ପ୍ରଦୀପ ଶାନ୍ତିଙ୍କୁ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ୪ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରମାନା ଶୁଣାଇଛନ୍ତି। କେନ୍ଦୁଝର ଜିଲ୍ଲା ଘଟଙ୍ଗା ବ୍ଳକ ଉପର ଡିହା କୁସୁମପୁର ଗାଁରେ ଅନ୍ତର୍ଜାମୀ ସାହୁଙ୍କ ଠାରୁ…

ଏକାମ୍ର କ୍ଷେତ୍ରରେ ଠାବ ହେଲା ଆଉ ଏକ ମନ୍ଦିର

ଭୁବନେଶ୍ୱର : ଏକାମ୍ର କ୍ଷେତ୍ରରେ ଠାବ ହେଲା ଏକ ମନ୍ଦିର। ଏସଆଇ ପକ୍ଷରୁ ଖନନ କାର୍ଯ୍ୟ ଚାଲିଥିବା ସମୟରେ ଆଜି ଏହି ମନ୍ଦିର ଭଗ୍ନା ବିଶେଷକୁ ଦେଖିବାକୁ ମିଳିଥିଲା। ସୁକୋଶାରୀ ମନ୍ଦିର ପାଶ୍ୱର୍ରୁ ଏହି ଭଗ୍ନ ମନ୍ଦିର ମିଳିଛି ।ଏଠାରେ ଅନେକ ଐତିହାସିକ ପୂରାତନ ମନ୍ଦିର ଥିବା ଅନୁମାନ କରାଯାଉଛି…

ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ ଦକ୍ଷତା ବିକାଶ ପ୍ରକଳ୍ପ ପାଇଁ ବୁଝାମଣା ସ୍ବାକ୍ଷର

ଭୁବନେଶ୍ବର : ମହାନଦୀ କୋଲ୍ ଫିଲ୍ଡ ଓ ସେଣ୍ଟ୍ରାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ପେଟ୍ରୋକେମିକାଲ୍‌ସ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ମଧ୍ୟରେ ସ୍ବାକ୍ଷରିତ ହୋଇଛଇ ଏମଓୟୁ । ସିଏସ୍‌ଆର୍ ପଦକ୍ଷେପ ଅନୁଯାୟୀ ଖଣି ଅଞ୍ଚଳର ପାରିପାର୍ଶ୍ବିକ ଗ୍ରାମର ଯୁବକଙ୍କୁ ଦକ୍ଷତା ବିକାଶ ତାଲିମ ପ୍ରଦାନ ପାଇଁ…

[ଭିଡ଼ିଓ ]ୟୁନିଫର୍ମ ଯୋଗାଣରେ ବିଳମ୍ବ ନେଇ ବଢୁଛି ଅଶାନ୍ତି

କଟକ : ସରକାରୀ ଆଇଟିଆଇ ଗୁଡିକରେ ପାଠ୍ୟକ୍ରମ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ୟୁନିଫର୍ମ ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ସରକାର । ଅକ୍ଟୋବର ୨୫ ତାରିଖ ସୁଦ୍ଧା କଟକ ଖପୁରିଆ ସ୍ଥିତ ଆଇଟିଆଇ ଛାତ୍ରଛାତ୍ରୀମାନଙ୍କୁ ୟୁନିଫର୍ମ ଗଚ୍ଛିତ ରଖିବା ପାଇଁ ବିଭାଗ ପକ୍ଷରୁ ଆଇଟିଆଇ କର୍ତ୍ତୃପକ୍ଷଙ୍କୁ…

ସରକାରୀ ଆଇଟିଆଇ ଛାତ୍ରଛାତ୍ରୀଙ୍କୁ ଏଯାଏଁ ମିଳିଲାନି ୟୁନିଫର୍ମ

କଟକ : ସରକାରୀ ଆଇଟିଆଇରେ ପାଠ ପଢୁଥିବା ଛାତ୍ରଛାତ୍ରୀଙ୍କୁ ଡ୍ରେସ୍ କୋଡ୍ ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ସରକାର । ଅକ୍ଟୋବର ୨୫ ତାରିଖ ସୁଦ୍ଧା କଟକ ଖପୁରିଆ ସ୍ଥିତ ଆଇଟିଆଇ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଗଚ୍ଛିତ ରଖିବା ପାଇଁ ବିଭାଗ ପକ୍ଷରୁ ଆଇଟିଆଇ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ…