Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି ଅପରାହ୍ଣ ୪ଟାରୁ ରାତି ୮ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ…

ରାଜଧାନୀରେ ୩ଟି ଡ୍ୟାନ୍ସ ବାର୍ ସିଲ୍, ଉଡୁଥିଲା ପୁଳା ପୁଳା ନକଲି ଟଙ୍କା

ଭୁବନେଶ୍ୱର: ରାଜଧାନୀରେ ବେଆଇନ୍ ଭାବରେ ଚାଲିଥିଲା ଡ୍ୟାନ୍ସ ବାର୍ । ଜମୁଥିଲା ନାଚ ଗୀତର ଆସର । ବାରରେ ଉଡୁଥିଲା ପୁଳା ପୁଳା ନକଲି ନୋଟ୍ । ଖବର ପାଇଁ ପହଞ୍ଚିଲା ପୋଲିସ । ରଙ୍ଗୀନ ରାତିରେ ମଉଜ ମଜସିଲରେ ଚୁର ଗ୍ରାହକଙ୍କର ପୋଲିସ ବାବୁଙ୍କୁ ଦେଖି ହଠାତ୍ ନିଶା ଉତୁରିଗଲା । ଭୁବନେଶ୍ୱରରେ…

ମୋ କଲେଜ ଅଭିଯାନ: ପ୍ରଥମ ପର୍ଯ୍ୟାୟରେ ଦେଢ଼ କୋଟି ଅନୁଦାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୋ ସ୍କୁଲ ପରେ ମୋ କଲେଜ ଅଭିଯାନରେ ଝଲସିବ ରାଜ୍ୟର ବିଭିନ୍ନ କଲେଜ । ଉନ୍ନତ ଶୈଖିକ ବାତାବରଣ ସୃଷ୍ଟି ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର । ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ରୂପାନ୍ତରଣ କରାଯିବ । ଏଥିପାଇଁ ମୋ କଲେଜ ଅଭିଯାନରେ ପ୍ରଥମ ପର୍ଯ୍ୟାୟରେ ଦେଢ଼ କୋଟି ଟଙ୍କାର ଅନୁଦାନ…

ଘରୋଇ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର: ଘରୋଇ କଲେଜ ହଷ୍ଟେଲକୁ ଜଣେ ଛାତ୍ରୀଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଏହି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲାରେ । ସକମା ଗାଁରେ ଥିବା ଏକ ଘରୋଇ କଲେଜର ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଯୁକ୍ତ ଦୁଇ ଦ୍ୱିତୀ ବର୍ଷର ଛାତ୍ରୀ ଥିଲେ । ଖବର ପାଇ…

ଯାଜପୁର କାଳିଆପାଣି ଖଣି ଅଞ୍ଚଳରେ ଶ୍ରମିକ ଅଶାନ୍ତି

ଯାଜପୁର : ଯାଜପୁର କାଳିଆପାଣି ଖଣି ଅଞ୍ଚଳରେ ଦେଖାଦେଇଛି ଶ୍ରମିକ ଅଶାନ୍ତି । ମୁଣ୍ଡ ଟେକିଛି ଆଉ ଏକ ଆନ୍ଦୋଳନ । ଟାଟା ଖଣି କର୍ତ୍ତୃପକ୍ଷଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ କରିବା ସହ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ସ୍ଥାନୀୟ ଅଞ୍ଚଳର ଶତାଧିକ ଛଟେଇ ଶ୍ରମିକ ଓ…

ଟ୍ରାକ୍ଟର ଧକ୍କାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ

ଜଗତସିଂହପୁର : ଟ୍ରାକ୍ଟର ଧକ୍କାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଶଙ୍ଖେଶ୍ୱର ଗାଁରେ ଏପରି ଅଘଟଣ ଘଟିଛି । ଲକ୍ଷ୍ମୀ ମୂର୍ତ୍ତି ଭସାଣ ବେଳେ ଟ୍ରାକ୍ଟର ମାଡିଯାଇ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଛି।। ମୃତକ ବଡ଼ ଜିଗଲ ଗାଁର ବାବୁଲି ଦାସ । ଗୁରୁତର…

ପୁରୀ ବାସୀନ୍ଦାଙ୍କ ପାଇଁ ଶ୍ରୀମନ୍ଦିରର ୪ଦ୍ୱାର ଖୋଲିବାକୁ ଆଇନଜୀବୀ ଓ ଜଗନ୍ନାଥ ସେନାର ଦାବି

ପୁରୀ : ଖୋଲାଯାଉ ଶ୍ରୀମନ୍ଦିର ଚାରିଦ୍ୱାର। ପୁରୀର ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ପ୍ରବେଶ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି ଆଇନଜୀବୀ ଓ ଶ୍ରୀଜଗନ୍ନାଥ ସେନା। ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ରହୁଥିବା ସ୍ଥାନୀୟ ବାସିନ୍ଦାମାନେ ଓ ଶ୍ରୀମନ୍ଦିର ଉପରେ ନିର୍ଭର…

ପାରମିତା ଶତପଥୀ ପାଇଲେ ଶାରଳା ପୁରସ୍କାର

ଭୁବନେଶ୍ବର : ଅନୁଷ୍ଠିତ ହୋଇଛି ୪୨ତମ ଶାରଳା ପୁରସ୍କାର ଉତ୍ସବ । ସୁଖ୍ୟାତ କଥାକାର ପାରମିତା ଶତପଥୀଙ୍କୁ ତାଙ୍କ ଉପନ୍ୟାସ ‘ଅଭିପ୍ରେତ କାଳ’ ପାଇଁ ପ୍ରଦାନ କରାଯାଇଛି ଚଳିତ ବର୍ଷର ମର୍ଯ୍ୟାଦାଜନକ ଶାରଳା ପୁରସ୍କାର । ପୁରସ୍କାର ସ୍ବରୂପ ଭାବେ ସମ୍ମାନପତ୍ର ଓ ଫଳକ ସହ ୫ ଲକ୍ଷ ଟଙ୍କାର…

କଳିଙ୍ଗ ଷ୍ଟାଡିୟମରେ ବିନା ଦର୍ଶକରେ ଖେଳାଯିବ ଜୁନିଅର ପୁରୁଷ ହକି ବିଶ୍ୱକପ୍

ଭୁବନେଶ୍ୱର : ଆଉ ଦର୍ଶକଙ୍କ ତାଳିରେ କମ୍ପିବନି କଳିଙ୍ଗ ଷ୍ଟାଡିୟମ୍ । ବିନା ଦର୍ଶକରେ ଖେଳାଯିବ ଜୁନିଅର ପୁରୁଷ ହକି ବିଶ୍ୱ କପ୍। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା ହକି ମହାକୁମ୍ଭ ବିନା ଦର୍ଶକରେ ମ୍ୟାଚ ଖେଳାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ନଭେମ୍ବର ୨୪ ରୁ ଭୁବନେଶ୍ୱର…

ମହଙ୍ଗା ପଡ଼ିଲା ବେଆଇନ ମୋରମ ଚାଲାଣ, ବାଲାଜୀ କମ୍ପାନୀର ମେସିନ ଓ ହାଇଓ୍ବାକୁ ବନ ବିଭାଗର ଜିମା ଦେଲେ ଲୋକ

ଢେଙ୍କାନାଳ : ମହଙ୍ଗା ପଡ଼ିଲା ବେଆଇନ ମୋରମ ଚାଲାଣ । ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ କାନପୁରା ଗାଁ ସଂରକ୍ଷିତ ଜଙ୍ଗଲରୁ ଜବତ ହୋଇଛି ମେସିନ ଓ ହାଇଓ୍ବା । ବେଆଇନ ଭାବେ ମୋରମ ଚାଲାଣ କରୁଥିବା ବେଳେ, ଏସବୁ ମେସିନ ଓ ହାଇଓ୍ବାକୁ ଅଟକ ରଖି ବନ ବିଭାଗର ଜିମା…