Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିଳାଦ୍ରୀ ବେଳାଭୂମିରେ ଅଲ ଓଡିଶା ବିଚ୍ କୁସ୍ତି ଚାମ୍ପିଅନସିପ୍ ଉଦଘାଟିତ

ପୁରୀ : ଅଲ ଓଡ଼ିଶା ବିଚ୍ କୁସ୍ତି ଚାମ୍ପିଅନସିପ୍ ଉଦଘାଟିତ । ଦୁଇଦିନିଆ ଅଲ ଓଡିଶା ବିଚ କୁସ୍ତି ଚାମ୍ପିଅନସିପ୍ ନିଳାଦ୍ରୀ ବେଳାଭୂମିରେ ଉଦଘାଟିତ ହୋଇଛି। ଜିଲ୍ଲା ପ୍ରଶାସନ, ଜିଲ୍ଲା କ୍ରୀଡା ସଂସଦ, ଓଡିଶା କୁସ୍ତି ସଂଘ ଓ ଜିଲ୍ଲାର ସମସ୍ତ ଯାଗା ଓ ଆଖଡାର ମିଳିତ ଆନୁକୂଲ୍ୟରେ ଏହି…

[ଭିଡିଓ] ଯାଜପୁରରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା

ଯାଜପୁର : ଦେଶରେ ସ୍ୱଚ୍ଛତାକୁ ଗୁରୁତ୍ୱ ଦେଇ ଆରମ୍ଭ ହୋଇଥିଲା ସ୍ୱଚ୍ଛ ଭାରତ ମିଶନ। ସହରକୁ ସ୍ୱଚ୍ଛ ରଖିବା ପାଇଁ ପ୍ରତ୍ୟେକ ଘରକୁ ସରକାର ପାଇଖାନା କରବା ପାଇଁ ଆର୍ଥିକ ସହୟତା ଯୋଗାଇ ଦେଉଛନ୍ତି । ହେଲେ  ଯାଜପୁର ସଦର ମହକୁମା ଡାକ୍ତରଖାନାଠାରୁ ଆରମ୍ଭ କରି ବସ୍ ଷ୍ଟାଣ୍ଡ ଅଚଂଳରେ ଶୌଚାଳୟ…

ବାଲିଘାଟ ନିଲାମ ଆବେଦନରୁ ବାଦ୍ ପଡ଼ିଲେ ଆଶାୟୀ ବ୍ୟକ୍ତି

ବାରିପଦା: ବାଲିଘାଟ ନିଲାମ ପାଇଁ ଆବେଦନ କରିପାରିଲେନି ଆଶାୟୀ ବ୍ୟକ୍ତି। ଓଡ଼ିଶା ସରକାରଙ୍କ ରାଜସ୍ୱ ବିଭାଗ ଅଧିନସ୍ଥ ମୋରଡ଼ା ତହସିଲ ଜମ୍ଭିରା ନଦୀ ବାଲି ଖାଦାନ ନିଲାମ ପାଇଁ ଇସ୍ତାହାର ପ୍ରକାଶ ପାଇଥିଲା। ବଡ଼ଫେରା, ବରକନ୍ଦ, ଗଡ଼ିଆ, ଗଣ୍ଡଗୁହାଳି ନିମନ୍ତେ ୨୦୨୧-୨୨ ଆର୍ଥିକ ବର୍ଷଠାରୁ ୫ବର୍ଷ…

ହାଇକୋର୍ଟରେ ୨୦୦୬ ଓଏଏସ୍ ନିଯୁକ୍ତି ମାମଲା: ୩୭୮ ଓଏଏସ୍ ଅଧିକାରୀ ଆଶ୍ୱସ୍ତି

କଟକ: ହାଇକୋର୍ଟରେ ଓଏଏସ୍ ନିଯୁକ୍ତି ବିବାଦ ମାମଲା। ଆଶ୍ୱସ୍ତି ପାଇଛନ୍ତି ରାଜ୍ୟର ୩୭୮ ଓଏଏସ୍ ଅଧିକାରୀ। ସେମାନଙ୍କ ନିଯୁକ୍ତିକୁ ବୈଧ ଘୋଷଣା କରିଛନ୍ତି ହାଇକୋର୍ଟ। ୨୦୦୬ ମସିହାରେ ୩୭୮ଜଣ ଓଏଏସ୍ ଭାବେ ନିଯୁକ୍ତି ପାଇଥିଲେ। ସେମାନଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ କରିଥିଲେ ଚୂଡ଼ାନ୍ତ…

ପୁଣି ଧଳା ଜହର ଜବତ, ଜଣେ ଗିରଫ

କାମାକ୍ଷାନଗର: ପୁଣି ଜବତ ହେଲା ଧଳା ଜହର। ଢ଼େଙ୍କାନାଳ ପରେ ଏବେ କାମାକ୍ଷାନଗରରେ ଏବେ ଧଳାଜହର କବଜାରେ କାମାକ୍ଷାନଗର। ଅବକାରୀ ବିଭାଗର ଚଢ଼ାଉ କରି ଜଣେ ବ୍ରାଉନ ସୁଗାର ବେପାରୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଦେବେନ୍ଦ୍ର ପାତ୍ର। ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି।…

[ଭିଡ଼ିଓ] ପାଚିଲା ଧାନରେ ରୋଗପୋକ, ଚିନ୍ତାରେ ଚାଷୀ କୁଳ

ନୂଆପଡା : ନୂଆପଡା ଜିଲ୍ଲା ମରୁଡି ପ୍ରପୀଡ଼ିତ ଜିଲ୍ଲା । ଏଠିକାର ଚାଷୀ ପ୍ରାୟ ପ୍ରତିବର୍ଷ ମରୁଡି ପାଇଁ  ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି । ଚଳିତ ବର୍ଷ ବିଳମ୍ବ ହେଲେ ବି ଲଘୁଚାପ ଜନିତ ବର୍ଷା ଯୋଗୁଁ ଚାଷୀ ଧାନ ଚାଷକୁ ବଞ୍ଚାଇ ଭଲ ଅମଳର ଆଶା ବାନ୍ଧି ଥିଲା । ହେଲେ ଅମଳ ସମୟରେ …

କୂଅରୁ ଉଦ୍ଧାର ହେଲା ଜଙ୍ଗଲୀ ବାରହା

କାମାକ୍ଷାନଗର : କୂଅରୁ ଉଦ୍ଧାର ହେଲା ଜଙ୍ଗଲୀ ବାରହା । ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ସମାଟାଙ୍ଗୀ ଗାଁରେ ଥିବା ଏକ କୂଅରୁ ଗୋଟିଏ ଜଙ୍ଗଲୀ ବାରହାକୁ ଉଦ୍ଧାର କରିଛି ବନ ବିଭାଗ । ଖାଦ୍ୟ ଅନ୍ୱେଷଣରେ ଆସି ଜଙ୍ଗଲୀ ବାରହାଟି କୂଅରେ ଖସି ପଡ଼ିଥିଲା । ଏ ନେଇ ସ୍ଥାନୀୟ…

[ଭିଡ଼ିଓ] ହରଗୌରୀ ଯାତ୍ରାରେ କୁମ୍ କୁମ୍ ପୂଜା

ସୋନପୁର: ସହରର ତେଲଗୁ ସଂପ୍ରଦାୟଙ୍କ ସଂସ୍କୃତି, ଲୋକ ପରମ୍ପରାକୁ ନେଇ ମହିଳାଙ୍କ କୁମକୁମ ପୂଜାର ରହିଛି ସ୍ୱତନ୍ତ୍ରତା । ସ୍ୱାମୀଙ୍କ ମଙ୍ଗଳ ମନାସି କରାଯାଉଥିବା କୁମ କୁମ ବ୍ରତ ଦେବାଙ୍ଗ ସଂସ୍କୃତିର ଏକ ଅନନ୍ୟ ବିଭବ । କୋଭିଡ କଟକଣା ମଧ୍ୟରେ ଏଥର ପାଳିତ ହୋଇଛି  ହରଗୈାରୀ ଯାତ୍ରା । ନଅ ଦିନ…

ଭୁବନେଶ୍ୱର ବିମାନବନ୍ଦରରେ CISF ଟିମକୁ କାହିଁକି କୃତଜ୍ଞତା ଜଣାଇଲେ ଦିଲ୍ଲୀପ ରାୟ ?

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ବିମାନବନ୍ଦରରେ CISF ଟିମକୁ କୃତଜ୍ଞତା ଜଣାଇଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଶିଷ୍ଟ ଶିଳ୍ପପତି ଦିଲ୍ଲୀପ ରାୟ । ଏନେଇ ଫେସବୁକରେ ସେ ଧନ୍ୟବାଦ ଜଣାଇବା ସହ ଏହା ପଛର କାରଣ ଜଣାଇଛନ୍ତି । CISF ଟିମ୍ ତାଙ୍କ ନାତିକୁ କରିଥିବା ସାହାଯ୍ୟ ଓ ସହଯୋଗ ପାଇଁ…

ବରଗଡ଼ରୁ ନକଲି ଆରଟିଓ ଗିରଫ

ବରଗଡ଼: ବରଗଡ଼ରେ ନକଲି ଆରଟିଓ ଗିରଫ। ନିଜକୁ ଆରଟିଓ କହି ଲୁଟୁଥିଲେ ଟଙ୍କା। ଏନଏଚ ଯାଉଥିବା ଟ୍ରକ ଓ ଅନ୍ୟ ଗାଡ଼ିକୁ ଅଟକାଇ ନିଜକୁ ଆରଟିଓର ପରିଚୟ ଦେଇ ଟଙ୍କା ଆଦାୟ କରୁଥିବା ଅଭିଯୋଗ ହୋଇଛି। ଗିରଫ ଅଭିଯୁକ୍ତ ହେଲେ ବିକ୍ରମ ବେହେରା। ସୂଚନା ଅନୁଯାୟୀ, ବରଗଡ଼ ଜାତୀୟ ରାଜପଥରେ ଏକ ଟ୍ରକକୁ…