Latest Odisha News

BREAKING NEWS

Browsing Category

ଓଡିଶା

Odisha

ଘରେ ଲାଗିଲା ନିଆଁ, ପୋଡିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ତେଲକୋଇ  : ଘରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡିଗଲା ଝିଅ ବାହାଘର ପାଇଁ ରଖାଯାଇଥିବା ଲକ୍ଷାଧିକ ଟଙ୍କାର ସମ୍ପତ୍ତି ।   ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଜଟ ଗାଁରେ ଘଟିଛି ଏଭଳି ଅଘଟଣ । ବିଳମ୍ବିତ ରାତିରେ ନୀଳମଣି ବେହେରାଙ୍କ ଘରେ କୌଣସି…

ମମିତା ମେହେରଙ୍କ ଘରେ ରାଜ୍ୟ ବିଜେପି ଟିମ୍

ବଲାଙ୍ଗିର: ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ୍ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ତେଜିଛି ରାଜନୀତି । ଘଟଣାର ସିବିଆଇ ତଦନ୍ତ ଦାବି ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଜେପିର ବିଭିନ୍ନ ଜିଲ୍ଲାରେ ବନ୍ଦ ପାଳନ କରୁଛି । ଆଜି ରାଜ୍ୟ ବିଜେପିର ଏକ ପ୍ରତିନିଧି…

ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡରେ ୪ ମୃତ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୩୩ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୬…

୨୪ ଘଣ୍ଟାରେ ୪୩୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୯୨୬୯ରେ…

ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ଯୋଡା: ଅଜଣା ମହିଳାଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମହିଳା ଜଣଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି । ଯୋଡା ବାମବାରୀ କମଳପୁର ଗାଁ ନିକଟରେ ଏହି ମହିଳାଙ୍କ ମୃତ ଦେହ ପଡି ରହିଥିବା ବେଳେ ଶରୀର ଅଧାଭାଗ ନଷ୍ଟ ହୋଇଯାଇଛି । ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ ।…

ମନିଷ ଅନୁରାଗ ମୃତ୍ୟୁ ମାମଲା: ୩ ଅଭିଯୁକ୍ତର ଚାଲିଛି ଲାଏ ଡିଟେକସନ୍ ଟେଷ୍ଟ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନିଷ ଅନୁରାଗ ମୃତ୍ୟୁ ମାମଲାରେ ତଥ୍ୟ ପ୍ରମାଣ ଯୋଗାଡ଼ କରୁଛି ପୋଲିସ । ଜେରା ବେଳେ ଅଭିଯୁକ୍ତଙ୍କ ମୁହଁରୁ ସତ ଉଗାରିଛି ପୋଲିସ । ଆଜି ପୋଲିସ ୩ ଜଣଙ୍କର ଲାଏ ଡିଟେକସନ୍ ଟେଷ୍ଟ କରାଉଛି । ଏଥିପାଇଁ ଭୁବନେଶ୍ୱର ଷ୍ଟେଟ ଫୋରେନସିକ୍ ଲାବରେ…

‘ମୋ କଲେଜ’ ପ୍ରକଳ୍ପ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ‘ମୋ କଲେଜ’ ପାଇଁ ମଞ୍ଜୁର ହୋଇଥିବା ପ୍ରକଳ୍ପଗୁଡ଼ିକର ବଣ୍ଟନ ଅଭିଯାନ । ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଏହାର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୨ଟି ଶିକ୍ଷାନୁଷ୍ଠାନକୁ…

କୋଭାକ୍ସିନ ଟିକାକୁ ଆଜି ମିଳିପାରେ ଡବ୍ଲୁଏଚଓର ଅନୁମୋଦନ

ଭାରତର କୋଭାକ୍ସିନ ଟିକାକୁ ଆଜି ଅନୁମୋଦନ ଦେଇପାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଏଥିପାଇଁ ଆଜି ଡବ୍ଲୁଏଚଓ ବୈଷୟିକ ପରାମର୍ଶଦାତା କମିଟିର ବୈଠକ ବସୁଛି । ଭାରତ ବାୟୋଟେକ ପ୍ରସ୍ତୁତ କରୋନା ଟିକା କୋଭାକ୍ସିନର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ଦେବା ନେଇ ବିଚାର କରିବ ଏହି କମିଟି ।…

ମମିତା ହତ୍ୟା ମାମଲା: ମନ୍ତ୍ରୀଙ୍କ ବହିଷ୍କାର ଦାବିରେ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ପାଳନ

ସମ୍ୱଲପୁର: ବହୁ ଚର୍ଚ୍ଚିତ ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ରାଜନୀତି ତେଜିବାରେ ଲାଗିଛି । ଅଭିଯୁକ୍ତ ଗୋବିନ୍ଦ ସାହୁ ଗିରପ ପରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ସିବିଆଇ ତଦନ୍ତ ଦାବିକୁ ଜୋରଦାର କରିଛି ବିଜେପି । ଆଜି ସମ୍ୱଲପୁର…

ଷଷ୍ଠୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି : ଅପରାହ୍ଣ ୪ରୁ ବନ୍ଦ ରହିବ ଦର୍ଶନ

ପୁରୀ : ବୁଧବାର କାର୍ତ୍ତିକ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର ହେବ । ଏହି ନୀତି ଅପରାହ୍ଣ ୪ଟାରୁ ଆରମ୍ଭ ହେବ । ପ୍ରାୟ ୩ ଘଣ୍ଟା ଧରି ଏହି ନୀତିକାନ୍ତି ଚାଲିବ। ଏହି ଦୃଷ୍ଟିରୁ ବୁଧବାର ଅପରାହ୍ଣ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି…