Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଢୁଛି ଶୀତ , ଆଗକୁ ଥରାଇବ ହାଡଭଙ୍ଗା ଜାଡ

ଭୁବନେଶ୍ୱର: ବଢୁଛି ଶୀତ , ଆଗକୁ ଥରାଇବ ହାଡଭଙ୍ଗା ଜାଡ ।  ଏ ବର୍ଷ ଥରାଇବ ଶୀତ ଲହରୀ । ଜବର ଜାଡ଼ ଅନୁଭୂତ ହେବ ଉତ୍ତର ଭାରତ ସମେତ ଅନେକ ଅଞ୍ଚଳରେ । ଓଡ଼ିଶାରେ ବି ଶୀତ ଲହରୀ ପ୍ରକୋପ ଅସହ୍ୟ ରହିବ । ସ୍ୱାଭାବିକଠାରୁ ପାରଦ ଅଧିକ ଖସିବ । ଖାଲି ସେତିକି ନୁହେଁ, ଶୀତର ଅବଧି ବି ଲମ୍ବା ରହିବ…

ମେସେଜ୍ କଲେ ଫେରିପାଇବେ ଚୋରି ହୋଇଥିବା ମୋବାଇଲ୍

ଭୁବନେଶ୍ୱର: ମେସେଜ୍ କଲେ ଫେରିପାଇବେ ଚୋରି ହୋଇଥିବା ମୋବାଇଲ୍ । ଶହୀଦନଗର ଥାନାରେ ମୋବାଇଲ ମେଳା । ଚୋରି ମୋବାଇଲ ଫେରାଇଲା ପୋଲିସ । ଚୋରି ହୋଇଥିବା ୪୦ ଜଣଙ୍କୁ ମୋବାଇଲ ଫେରାଇଛି ପୋଲିସ । ଚୋରି ହୋଇଥିବା ମୋବାଇଲ କେବେ ପାଇବା ନେଇ ଆଶା ରଖିନଥିଲେ । ମୋବାଇଲ ଧରିବାରେ ଶହୀଦନଗର…

ପୁଲିସ ପଞ୍ଝାରେ ଗ୍ୟାଙ୍ଗଷ୍ଟର ପ୍ରେମିକା

କଟକ: ପୁଲିସ ପଂଝାରେ ଗ୍ୟାଙ୍ଗଷ୍ଟର ସକିଲର ପ୍ରେମିକା ମାନସୀ ନାୟକ ଓରଫ ବେବି । ବଟି ଆଦାୟ ଅଭିଯୋଗରେ ଗିରଫ ହୋଇଛନ୍ତି ବେବି । ଗତ ସପ୍ତାହେ ପୂର୍ବରୁ କଟକ ଶିଶୁଭବନ ଛକରେ କିଛି ଦୁର୍ବୃତ୍ତ, ବେବିର ସହାୟତାରେ ଜଣେ ବିଲଡରଙ୍କୁ ଦାଦବଟି ମାଗିଥିବା ଅଭିଯୋଗ ହୋଇଥିଲା । ବେବି ନାଁରେ କଟକରେ…

ଚାକିରୀ କରାଇ ଦେବା ନାଁରେ ୧୪ଲକ୍ଷ ଟଙ୍କା ଠକେଇ

ଝାରସୁଗୁଡା: ଚାକିରୀ କରାଇ ଦେବା ନାଁରେ ୧୪ଲକ୍ଷ ଟଙ୍କା ଠକେଇ ।  ଆଉ ଏହି ଠକେଇର ମାଷ୍ଟର ପ୍ଲାନ୍ କରିଛନ୍ତି ଖୋଦ୍ ଭାଇଭଉଣୀ ।। ୩ ଭାଇଭଉଣୀ ମିଶି କିଛି ଦିନ ଧରି ଚାକିରୀ କରାଇଦେବା ନାଁରେ ଲୁଟପାଟ ଚଳାଇଥିଲେ । ଝାରସୁଗୁଡାର ପୁରୁଣାବସ୍ତି ବାବୁପଡାରେ ରହୁଥିବା ଭାଇଭଉଣୀ ମିଶି ଲୋକଙ୍କୁ…

ଜାତୀୟ ଓପନ ଜାଭେଲିନ୍ ଥ୍ରୋ ଚାମ୍ପିୟନଶିପରେ ବାଜି ମାରିଲେ ଓଡିଶାର କିଶୋର

ଭୁବନେଶ୍ୱର: ନୂଆଦିଲ୍ଲୀର ଜବାହାରଲାଲ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ତୃତୀୟ ଜାତୀୟ ଓପନ ଜାଭେଲିନ ଥ୍ରୋ ଚାମ୍ପିୟନଶିପରେ ବାଜି ମାରିଛନ୍ତି ଓଡିଶାର କିଶୋର କୁମାର ଜେନା । କିଶୋରଙ୍କ ଏହା ପ୍ରଥମ ଜାତୀୟ ଟାଇଟଲ । ସେ ୭୪.୨୬ ମିଟର ଦୂରତାକୁ ଜାଭେଲିନ ଫିଙ୍ଗି ସେ ସ୍ୱର୍ଣ୍ଣ ପଦକ ହାସଲ…

ମମିତାଙ୍କ ପରିବାରକୁ ଭେଟିବେ ପୂର୍ବତନ ପୋଲିସ ଡିଜି

ଭୁବନେଶ୍ୱର: ମମିତା ମେହେର ହତ୍ୟା ମାମଲା ।  ମଙ୍ଗଳବାର ବଲାଙ୍ଗିର ଯିବ ବିଜେପିର ସ୍ୱତନ୍ତ୍ର ୧୫ ଜଣିଆ ଟିମ୍‌ । ବିଜେପିର ଏହି ଟିମ୍‌ ମମିତାଙ୍କୁ ପାରିବାରାକୁ ଭେଟିବାକୁ ଯିବ । ମମିତାଙ୍କ ପରିବାରକୁ ଭେଟି ସାନ୍ତ୍ୱନା ଦେବା ସହ ପରିବାରକୁ ନ୍ୟାୟ ଦେବା ପାଇଁ ଦାବି କାରିବ । ତେବେ ବିଜେପିର…

କରୋନାରେ ମୃତ କିଟ୍‍ କର୍ମଚାରୀଙ୍କ ପରିବାରକୁ କିଟ୍‍ର ସହାୟତା

ଭୁବନେଶ୍ୱର: କରୋନାରେ ମୃତ କିଟ୍‍ କର୍ମଚାରୀଙ୍କ ପରିବାରକୁ କିଟ୍‍ର ସହାୟତା ।  ପରିବାରର ସଦସ୍ୟମାନଙ୍କୁ ୫ ଲକ୍ଷ ଟଙ୍କାର ଚେକ୍‍ ଓ କିଟ୍‍ ଶିକ୍ଷାନୁଷ୍ଠାନ ସମୂହରେ ନିଯୁକ୍ତି ପାଇଁ ଶ୍ରୀ ସାମନ୍ତ ନିଯୁକ୍ତ ପତ୍ର ପ୍ରଦାନ କରାଯାଇଛି । ମହାମାରୀରେ ଲକ୍ଷାଧିକ ଲୋକଙ୍କ ଅକାଳ ମୃତ୍ୟୁ ହୋଇଛି ।…

୩ ଓଡ଼ିଆ ଚଳଚ୍ଚିତ୍ରକୁ ଜାତୀୟ ପୁରସ୍କାର: ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହ ।  ସମାରୋହରେ ୩ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କୃତ ହୋଇଛି । ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଶଲା ବୁଢ଼ାର ବଦଲା’ ଓ କାଲିର ଅତୀତ’କୁ ପୁରସ୍କାର ପ୍ରଦାନ କରାଯାଇଛି । ଅନ୍ୟ ପକ୍ଷରେ ଶ୍ରେଷ୍ଠ କଳା ଓ ସାଂସ୍କୃତିକ…

ଦିବଂଗତ ପ୍ରଧାନଶିକ୍ଷକ ବନମାଳୀ ମହାନ୍ତିଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଜଗତସିଂହପୁର :ଆଜି ଶିକ୍ଷକ ନେତା ସ୍ୱର୍ଗତ ବନମାଳୀ ମହାନ୍ତିଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀ । ବୋରିକିନା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ତଥା ଶିକ୍ଷକ ନେତା ସ୍ୱର୍ଗତ ବନମାଳୀ ମହାନ୍ତିଙ୍କର ପ୍ରଥମ ଶ୍ରାଦ୍ଧବାର୍ଷିକୀ ଦୁଆ ଗ୍ରାମରେ ପାଳିତ ହୋଇଯାଇଛି । ଏହି ଅବସରରେ  …

ଫ୍ରିଜ୍ ଫାଟି ସ୍ବାମୀ-ସ୍ତ୍ରୀ ଜୀବନ୍ତ ଦଗ୍ଧ

କେନ୍ଦୁଝର : ଫ୍ରିଜ୍ ଫାଟି ବିସ୍ଫୋରଣ ହୋଇ ଲାଗିଗଲା ନିଆଁ ।  ଦମ୍ପତି ଜୀବନ୍ତ ଦଗ୍ଧ, ଅଳ୍ପକେ ବର୍ତ୍ତିଗଲା ୯ ବର୍ଷର ପୁଅ । କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବଳଦା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଦମ୍ପତି ପୂର୍ଣ୍ଣଚନ୍ଦ୍ର ଦେହୁରୀ ଏବଂ ତାଙ୍କ ପତ୍ନୀ ଲକ୍ଷ୍ମୀ ଦେହୁରୀ ।…