Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିପୁଳ ପରିମାଣର ଗଂଜେଇ ଚାଷ ନଷ୍ଟ କଲେ ପୋଲିସ ଓ ଅବକାରୀ ବିଭାଗ

କୋରାପୁଟ: ମିଳିତ ଅପରେସନରେ ସଫଳତା ହାସଲ କଲେ କୋରାପୁଟ ଜିଲ୍ଲା ପାଡୱା ପୋଲିସ ଓ ଅବକାରୀ ବିଭାଗ । ନଷ୍ଟ କରାଗଲା ବିପୁଳ ପରିମାଣର ବେଆଇନ ଗଂଜେଇ ଚାଷ । ଗୋଡିପୁଟ୍ ଗାଁରେ ଗଂଜେଇ ଚାଷ ହେଉଥିବା ନେଇ ବିଶ୍ୱସ୍ତ ସୁତ୍ରରୁ ଖବର ପାଇବା ପରେ ଆଜି ପୋଲିସ, ଅବକାରୀ ବିଭାଗ ଓ ଡିଭିଏଫ୍ ଟିମ ଅତର୍କିତ…

ବିଷ ପିଇ ନବବଧୂଙ୍କ ଆତ୍ମହତ୍ୟା ଅଭିଯୋଗ, ସ୍ୱାମୀ ଗିରଫ

ବାଲେଶ୍ୱର : ପୁଣି ଯୌତୁକ ଜୁଇରେ ଜଳିଲା ଆଉ ଏକ ନବବଧୂ । ବିଷ ପିଇ ଦୀର୍ଘଦିନ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳର ଜଣେ ନବବଧୂ ଶେଷରେ ଆଖିବୁଜିଛନ୍ତି । ବାଲେଶ୍ୱର ବାଙ୍ଗରା ଗାଁର ତ୍ରୈଲୋକ୍ୟ ପାତ୍ରଙ୍କ ଝିଅ ଗାୟତ୍ରୀ, ନୀଳଗିରି ଥାନା ସନ୍ତରାଗଡ଼ିଆ…

କୋଟିଆରେ ଆନ୍ଧ୍ର ଷଡଯନ୍ତ୍ର ଭଣ୍ଡୁର କଲା କୋରାପୁଟ ଜିଲ୍ଲା ପ୍ରଶାସନ

କୋରାପୁଟ : କୋଟିଆ ସୀମାରେ ଆନ୍ଧ୍ରର ଫଳକ ପୋତା ଯୋଜନା ପଣ୍ଡ। କୋଟିଆ ସୀମାରେ ଆନ୍ଧ୍ରର ଫଳକ ପୋତା ଯୋଜନାକୁ ପଣ୍ଡ କଲା କୋରାପୁଟ ପୋଲିସ ଓ ପ୍ରଶାସନ । ଓଡ଼ିଶା ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତି ଦେଖି ଅନ୍ୟତ୍ର ପଳାଇଥିଲେ ଆନ୍ଧ୍ରର ଅଧିକାରୀମାନେ ।  ଆନ୍ଧ୍ର ଅଧିକାରୀ କାର୍ଯ୍ୟ…

ଚାଳକ ବିହୀନ ଦ୍ରୁତଗାମୀ ଟାର୍ଗେଟ ଏୟାରକ୍ରାଫ୍ଟ ‘ଅଭ୍ୟାସ’ର ସଫଳ ପରୀକ୍ଷଣ

ଚାନ୍ଦିପୁର: ହାଇସ୍ପିଡ଼ ଏକ୍ସପେଣ୍ଡେବଲ୍ ଏରିୟଲ ଟାର୍ଗେଟ(ହିଟ୍) ବା ଅଭ୍ୟାସର ପରୀକ୍ଷଣ ସଫଳତାର ସହ ହୋଇଛି। ଚାନ୍ଦିପୁରର ଇଣ୍ଟିଗ୍ରେଟେଡ଼ ଟେଷ୍ଟ ରେଞ୍ଜରୁ ଏହି ଉତକ୍ଷେପଣ କରିଛି ଡ଼ିଆରଡ଼ିଓ। ବିଭିନ୍ନ କ୍ଷେପଣାସ୍ତ୍ର ଓ ବିମାନର ପରୀକ୍ଷଣବେଳେ ଏହାକୁ ଆକାଶରେ ଦ୍ରୁତ ଗତି କରୁଥିବା ଏକ ଟାର୍ଗେଟ…

ପୁରୀରେ ”ମୋ ସରକାର” ବୈଠକ ଅନୁଷ୍ଠିତ

ପୁରୀ : ''ମୋ ସରକାର'' ବୈଠକ । ପୁରୀରେ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ମୋ ସରକାର ବୈଠକ ଅନୁଷ୍ଠିତ ହୋଇଯାଇଛି। ''ମୋ ସରକାର'' ଅନ୍ତର୍ଗତ ଉପଲବ୍ଧ ସେବା ସମ୍ପର୍କରେ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦିଆଯାଇଛି।କାର୍ଯ୍ୟାଳୟକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ଉତ୍ତମ…

ଧରାପଡିଲା ଧୋକାବାଜ ପ୍ରେମିକ

ଯାଜପୁର: ଧରାପଡିଲା ଧୋକାବାଜ ପ୍ରେମିକ । ପ୍ରେମିକାକୁ ଧୋକା ଦେଇ ଉତ୍ତରପ୍ରଦେଶରୁ ଚାଲିଆସିଥିବା ପ୍ରେମିକ ଶେଷରେ ବିଞ୍ଝାରପୁରରୁ ଗିରଫ ହୋଇଛି। ଯାଜପୁରର ସୁଶାନ୍ତ ଉତ୍ତରପ୍ରଦେଶରେ ଯାଇ କାମ କରୁଥିବା ବେଳେ ଜଣେ ବିଧବା ମହିଳାଙ୍କୁ ପ୍ରେମ କରି ବିବାହ କରିଥିଲେ। ମହିଳାଙ୍କ ପୂର୍ବରୁ ଗୋଟିଏ…

ସମଲେଶ୍ଵରୀ ମନ୍ଦିରରେ ଅଘଟଣ, ଭୁଷୁଡ଼ିଲା ମନ୍ଦିର ଛାତ

ବଲାଙ୍ଗୀର : ସମଲେଶ୍ଵରୀ ମନ୍ଦିରରେ ବଡ ଅଘଟଣ । ଶୁକ୍ରବାର ଭୁଷୁଡ଼ିଲା ସମଲେଶ୍ୱରୀ ମନ୍ଦିରର ଛାତ । ପୂଜକ ଓ ଶ୍ରଦ୍ଧାଳୁ ଅଳ୍ପକେରୁ ବର୍ତ୍ତି ଯାଇଛନ୍ତି । କାହାରି କିଛି ହୋଇନଥିବ ଜଣା ପଡିଛି । ପୂର୍ବରୁ ଛାତ ଦୁର୍ବଳ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ତଥାପି ମରାମତି ପ୍ରତି ଗୁରୁତ୍ୱ…

ଗଞ୍ଜେଇ, ଅଫିମ ସହ ୮କେଜି ୫୯୬ଗ୍ରାମ ସୁନା ଜବତ

ବ୍ରହ୍ମପୁର: ଖଲ୍ଲିକୋଟ ପୋଲିସକୁ ବଡ଼ ସଫଳତା। ଗଞ୍ଜାମ ଖଲ୍ଲିକୋଟ ଖଜାପଲ୍ଲୀରେ ଜଣେ ଗଞ୍ଜେଇ ଚାଲାଣକାରୀଙ୍କ ଘରେ ପୋଲିସ ଓ ଅବକାରୀ ବିଭାଗର ଚଢ଼ାଉ। ତାଙ୍କ ଘରୁ ୩୪କେଜି ୯୪ଗ୍ରାମ ଗଞ୍ଜେଇ ଜବତ ହୋଇଛି। ଏହାସହ ୧୦କେଜିରୁ ଅଧିକ ଅଫିମ, ୭୫ଲକ୍ଷ ଟଙ୍କା ଏବଂ ୮କେଜି ୫୯୬ଗ୍ରାମ ସୁନା ଜବତ ହୋଇଛି।…

ମର୍ମନ୍ତୁଦ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ

କାମାକ୍ଷାନଗର : ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳରେ ଚାଲିଗଲା ଶିକ୍ଷକଙ୍କ ଜୀବନ । ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା ତରାଜଙ୍ଗ ଗାଁ କାଜୁ ଜଙ୍ଗଲ ନିକଟରେ କାର ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଶିକ୍ଷକଙ୍କ ମୃତ୍ୟୁ ହୋଇଯାଇଛି ।ମୃତ ଶିକ୍ଷକ ଜଣକ ହେଉଛନ୍ତି ତରାଜଙ୍ଗ ଗାଁ ର ପ୍ରକାଶ କୁମାର…

୧୮୫ପେଟି ମଦ ଜବତ, ପିକଅପ ଭ୍ୟାନ୍ ଡ୍ରାଇଭର ଗିରଫ

ଯାଜପୁର: ଯାଜପୁର ଅମ୍ବିକାଇ ଛକ ନିକଟରୁ ୧୮୫ପେଟି ମଦ ଜବତ କରାଯାଇଛି। ଘଟଣାରେ ପିକ ଅପ ଭ୍ୟାନର ଡ୍ରାଇଭରକୁ ଗିରଫ କରିଛି ଯାଜପୁର ପୋଲିସ୍। ସୂଚନା ଅନୁସାରେ, ପୁରୁଣା ମଦ ଦୋକାନରୁ ଏହି ମଦ ପେଟି ଗୁଡ଼ିକ ଏକ ପିକ ଅପ୍ ଭ୍ୟାନରେ ଚାଲାଣ ହେଉଥିବା ପୋଲିସକୁ ସୂଚନା ମିଳିଥିଲା। ପରେ ଯାଜପୁର…